ସରିଲା ସଙ୍ଗରୋଧ ଅବଧି: ଫେରିଲେ ଗଞ୍ଜାମ, ଗଜପତିର ୯ ଶ୍ରମିକ

କୋଲନରା,୨୯ା୪: ରାୟଗଡ଼ା ଜିଲା କୋଲନରା ବ୍ଲକ୍‌ ଥେରୁବାଲି ଏବଂ ସୂରୀ ପଞ୍ଚାୟତର ଜାମୁଲେଲିବାଡ଼ିସ୍ଥିତ କରୋନା ଆଶ୍ରୟସ୍ଥଳୀରେ ଥିବା ଗଞ୍ଜାମ ଓ ଗଜପତି ଜିଲାର ୯ ଶ୍ରମିକ ବୁଧବାର…

୫୫ ସନ୍ଦିିଗ୍ଧଙ୍କ ସ୍ବାବ ରିପୋର୍ଟ ନେଗେଟିଭ୍‌

ପାରଳାଖେମୁଣ୍ଡି,୨୯ା୪(ସ୍ବ.ପ୍ର.): ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟ ଶ୍ରୀକାକୁଲମ ଜିଲା ପୁରୁଣାପାଟଣା ଅଞ୍ଚଳରେ ଚିହ୍ନଟ ୩ କରୋନା ପଜିଟିଭ୍‌ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଗଜପତି ଜିଲାର ୫୫ ଜଣଙ୍କ…

ସଙ୍ଗରୋଧ ଗୃହରୁ ଫେରିଲେ ୧୬ ଶ୍ରମିକ

ଟିକିରି,୨୯ା୪: ରାୟଗଡ଼ା ଜିଲା କାଶିପୁର ବ୍ଲକ୍‌ ଟିକିରି ହାଇସ୍କୁଲସ୍ଥିତ ସଙ୍ଗରୋଧ କେନ୍ଦ୍ରରେ ଥିବା ୧୬ ଶ୍ରମିକ ମଙ୍ଗଳବାର ଫେରିଛନ୍ତି। ପ୍ରକାଶ ଯେ, ମାର୍ଚ୍ଚ ୨୯ ରେ ଆନ୍ଧ୍ର…

ଜୀବନ ଯୁଦ୍ଧରେ ହାରିଗଲେ ଇରଫାନ୍

ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ବଲିଉଡରେ ଲୋକପ୍ରିୟ ଅଭିନେତା ଇରଫାନ୍ ଖାନ୍ । ୫୩ ବର୍ଷ ବୟୟରେ ତାଙ୍କର କୋକିଲା ବେନ୍ ହସ୍ପିଟାଲରେ ପରଲୋକ ହୋଇଛି ।

୨୮୨ ସ୍ବାବ୍‌ ନେଗେଟିଭ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ା ଜିଲାରେ କରୋନା ସଂକ୍ରମଣ ନ ବ୍ୟାପିବା ପାଇଁ ସବୁ ପ୍ରକାର ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ଜିଲାରେ କରୋନାର ସ୍ଥିତି ନିୟନ୍ତ୍ରଣାଧୀନ ଅଛି। ଏଯାବତ୍‌…

ଗ୍ରାହକଶୂନ୍ୟ ନର୍ସରି, ନଷ୍ଟ ହେଉଛି ଚାରା

ଜୟପୁର,୨୯ା୪(ନି.ପ୍ର.): ପାଖାପାଖି ୪୦ ଦିନର ଲକ୍‌ଡାଉନ। ସ୍ବାସ୍ଥ୍ୟକୁ ଆଖି ଆଗରେ ସମାଜର ସବୁ ବର୍ଗର ଲୋକେ ସିନା ଘର ଭିତରେ ରହିଛନ୍ତି, କିନ୍ତୁ ସେମାନଙ୍କ ଜୀବନ ଜୀବିକା…

ଗୋଦାମରେ ଚଢ଼ାଉ, ୧୬ ବସ୍ତା ଗୁଟ୍‌ଖା ଜବତ

ଜୟପୁର,୨୯ା୪(ନି.ପ୍ର./ଡି.ଏନ୍‌.ଏ.): ଲକ୍‌ଡାଉନ ଚାଲିଥିବା ବେଳେ କୋରାପୁଟ ଜିଲା ଜୟପୁର ସହରରେ ଗୁଟ୍‌ଖା ଓ ତମାଖୁର ଅବାଧ ବିକ୍ରି ଚାଲିଛି। ତେଣୁ ବୁଧବାର ପୋଲିସ, ତହସିଲ ଓ ପୌରପରିଷଦ…

ସ୍ତ୍ରୀ-ଛୁଆଙ୍କଠୁ ଦୂରରେ ରଖିଛି କରୋନା: ରନ୍ଧନ ଗ୍ୟାସ ପରିବହନ କରୁଥିବା ଟ୍ରକ୍‌ ଚାଳକଙ୍କ ଦୁଃଖ

ବୈପାରୀଗୁଡ଼ା,୨୯ା୪(ଡି.ଏନ୍‌.ଏ.): ଘରେ ସ୍ତ୍ରୀ ସହ ଦୁଇଟି ଛୋଟ ଝିଅ। ମାସେରୁ ଅଧିକ ହେବ ବାପାଙ୍କୁ ନ ଦେଖି ଝିଅମାନେ ଅଥୟ ହୋଇ କାନ୍ଦୁଛନ୍ତି। ପରିବାର ଲୋକଙ୍କୁ ଭେଟିବା…

ସୁରଟ ଫେରନ୍ତାଙ୍କୁ ଖାଇବାକୁ ଦିଆଗଲା

ସୋହେଲା,୨୯।୪(ଡି.ଏନ.ଏ): ଗୁଜୁରାଟ ରାଜ୍ୟ ସୁରଟରୁ ଓଡ଼ିଶା ଫେରୁଥିବା ଲୋକଙ୍କୁ ବୁଧବାର ବରଗଡ଼ ଜିଲା ସୋହେଲା ନିକଟ ଲୁହୁରାଚଟି ନିକଟରେ ପ୍ରଶାସନ ପକ୍ଷରୁ ଖାଦ୍ୟ ପାନୀୟର ବ୍ୟବସ୍ଥା କରାଯାଇଥିଲା।…

ପୁରୀରୁ ଫେରି ପାରୁ ନାହାନ୍ତି ୩୫ଶ୍ରମିକ

ବରଗଡ଼ ଅଫିସ୍‌,୨୯।୪: ବରଗଡ଼ ଜିଲା ପାଇକମାଲ ବ୍ଲକ ଅନ୍ତର୍ଗତ ଛେତଗାଁର ୩୫ଜଣ ଶ୍ରମିକ ପୁରୀ ଜିଲାକୁ ଦାଦନ ଖଟିବାକୁ ଯାଇ ସେଠାରେ ଅସୁରକ୍ଷିତ ଅବସ୍ଥାରେ ରହିଛନ୍ତି। ସେମାନେ…