ଲକ୍‌ଡାଉନ୍‌ ନିୟମ ନମାନିବାରୁ ଦଣ୍ଡ: ଖୋର୍ଦ୍ଧାରେ ୩୬ ଗାଡ଼ି ଜବତ

ଖୋର୍ଦ୍ଧା ଅଫିସ,୨୪।୩: କୋଭିଡ-୧୯ ସହ ମୁକାବିଲା ନିମନ୍ତେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲାକୁ ସମ୍ପୂର୍ଣ୍ଣ ତାଲା ବନ୍ଦ ବା ଲକ୍‌ଡାଉନ୍‌…

ସ୍ବାସ୍ଥ୍ୟକର୍ମୀଙ୍କୁ ପାସ୍‌ ଅନାବଶ୍ୟକ: ପରିଚୟପତ୍ର ଦେଖାଇ ହସ୍ପିଟାଲ ଯାଇପାରିବେ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି କରାଯାଇଥିବା ଲକ୍‌ଡାଉନ୍‌ ସମୟରେ ଗାଡ଼ିମୋଟର ଯାତାୟାତ ଉପରେ କଟକଣା ଲଗାଯାଇଛି। ନିହାତି ଯିବାର ଆବଶ୍ୟକତା ଥିବା ବ୍ୟକ୍ତିଙ୍କୁ ପାସ୍‌ ଦିଆଯିବ…

ଅଭିନବ ଉପାୟରେ ସଚେତନ କଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି,୨୪।୩(ଡି.ଏନ.ଏ.)- କରୋନା ଭୂତାଣରୁ ରକ୍ଷା ପାଇଁ ଜିଲାରେ ୧୪୪ ଧାରା ବଳବତ୍ତର ରହିଥିବା ବେଳେ ମଙ୍ଗଳବାରଠାରୁ ଜିଲା ଲକ୍‌ଡାଉନ ଘୋଷଣା କରାଯାଇଛି। ସମସ୍ତେ ଘରେ ରହିବା ଏବଂ…

ପରିବାରର ନାମରେ ଶପଥ କରନ୍ତୁ,ଜରୁରୀ କାମ ନ ଥିଲେ ଘରୁ ବାହାରିବେ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ ଜିଲାକୁ ସମ୍ପୂର୍ଣ୍ଣ ତାଲାବନ୍ଦ ବା ଲକ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କିଛି ଲୋକେ…

ସମର ଫ୍ୟାଶନ

ଧୀରେ ଧୀରେ ଖରା ବଢ଼ିବାରେ ଲାଗିଛି। ଗରମ ଆଉ ଝାଳରେ କ’ଣ ପିନ୍ଧିଲେ ଆରାମ ଲାଗିବ ତାକୁ ନେଇ ସମସ୍ତଙ୍କ ଚିନ୍ତା। ହେଲେ ଆପଣ ଚାହିଁଲେ ଏମିତି…

ବେଲଗାମ ହେଉଛି କରୋନା: ପାକିସ୍ତାନରେ ସଂକ୍ରମିତଙ୍କ ସଂଖ୍ୟା ୯୦୦ରୁ ଊର୍ଦ୍ଧ୍ୱ, ପାସେଞ୍ଜର ଟ୍ରେନ୍‌ ବାତିଲ୍‌

ଇସ୍‌ଲାମାବାଦ,୨୪।୩: ସାରା ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ବେଲଗାମ ହେଉଥିବା କରୋନା ଭାଇରସ୍‌ ଭାରତର ପଡୋଶୀ ଦେଶ ପାକିସ୍ତାନରେ ନିଜର…

ରାଶିଫଳ: ବୁଧବାର ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ରାଶ୍ୟାଧିପତି ପୂର୍ଣ୍ଣବଳବାନ୍‌ ଯୋଗୁ ଯେକୌଣସି ପରିସ୍ଥିତିର ସମ୍ମୁଖୀନ ହେଲେ ମଧ୍ୟ ପଶ୍ଚାତ୍‌ପଦ ହେବେନାହିଁ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ଅଥବା ସାମାଜିକ ସ୍ତରରେ ପ୍ରଶଂସିତ ହୋଇପାରନ୍ତି।…

ଲକଡାଉନକୁ ନ ମାନି ବିବାହ ପାର୍ଟିରେ ଏକତ୍ରିତ: ୩ ଗିରଫ

କଣ୍ଟାପଡା,୨୪।୩(ଡି.ଏନ୍‌.ଏ.)- କରୋନା ପାଇଁ ସାରା ଓଡ଼ିଶା ଲକଡାଉନ ହୋଇଥିବାବେଳେ ଏହାକୁ ନ ମାନି ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅଭିଯୋଗରେ କଟକସଦର ପୋଲିସ ୩ଜଣଙ୍କୁ ଗିରଫ…

କରୋନାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା

ମୁମ୍ବାଇ,୨୪।୩: ଦେଶରେ କରୋନା ପ୍ରକୋପ ଥମିବାର ନାଁ ନେଉନି। ଦିନକୁ ଦିନ ମହାରାଷ୍ଟ୍ରରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ସେଠାରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା…

ଖାଉଟି ବଣ୍ଟନକେନ୍ଦ୍ରକୁ ଆସିବେନି ହିତାଧିକାରୀ: ଘରେ ପହଞ୍ଚିବ ଭତ୍ତା, ଗହମ, ଚାଉଳ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସାମାଜିକ ନିରାପତ୍ତା ଯୋଜନାରେ ଥିବା ସମସ୍ତ ହିତାଧିକାରୀଙ୍କୁ ଭତ୍ତା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଏବଂ…