ବାଲିଆପାଳକୁ ଲକ୍‌ଡାଉନ ଘୋଷଣା

ବାଲିଆପାଳ,୨୩।୩(ସ୍ବ.ପ୍ର/ଡି.ଏନ.ଏ.)-କରୋନା ଭୂତାଣୁର ଭୟାବହତାକୁ ଦେଖି ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି।…

ସୁବର୍ଣ୍ଣପୁର ଦ୍ୱୀପରେ ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ

ଭୋଗରାଇ, ୨୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ସମୁଦ୍ର କୂଳ ତାଳସାରୀ ନିକଟସ୍ଥ ସୁବର୍ଣ୍ଣପୁର ଦ୍ୱୀପରେ ଗୋଟିଏ ଅଲିଭ୍‌ ରିଡ୍‌ଲେ କଇଁଛ ସୋମବାର ପ୍ରତ୍ୟୁଷରୁ ୭୫ଟି ଅଣ୍ଡା ଦେଇ ପରେ…

How effective was Bhubaneswar Lockdown? କଟକଣା ସତ୍ୱେ ଭିଡ଼

A day after Janata Curfew, entire Bhubaneswar Monday strictly followed CM Naveen Patnaik’s appeal for lockdown till March 29 to…

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ରସାଳପୁର,୨୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ଥାନା ଅନ୍ତର୍ଗତ ଭୀମପୁର ଗ୍ରାମରେ ଅମ୍ବିକା ନାମ୍ନୀ ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶାଶୁଘର ଲୋକେ ତାଙ୍କୁ ହତ୍ୟା କରି ପ୍ରମାଣ…

୧୧ ହଜାର ରୋଗୀଙ୍କ ପାଇଁ ଜଣେ ଡାକ୍ତର: ଭାରତରେ ସରକାରୀ ସ୍ବାସ୍ଥ୍ୟସେବାର ଭୟଙ୍କର ସତ୍ୟ

ନୂଆଦିଲ୍ଲୀ,୨୩ା୩: ଭାରତରେ କରୋନା(କୋଭିଡ୍‌-୧୯) ସଂକ୍ରମଣ ସମ୍ପ୍ରତି ବଢ଼ିବାରେ ଲାଗିଛି। ଏଭଳି ସ୍ଥଳେ ଏକ ବିରାଟ ପ୍ରଶ୍ନ ଉଠିଛି ଯେ, ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ର କରୋନାକୁ ମୁକାବିଲା କରିବାକୁ…

ଘରୋଇ ଗାଡ଼ି ଚଳାଚଳ ଉପରେ ଲଗାମ୍‌: ବିନା ପାସ୍‌ରେ ଗଡ଼ିବନି ଗାଡ଼ି

ଭୁବନେଶ୍ୱର,୨୩ା୩ (ବ୍ୟୁରୋ)- ଜନତା କର୍ଫ୍ୟୁର ଗୋଟିଏ ଦିନ ପରେ ରାଜଧାନୀର ରାଜପଥରେ ଅନେକ ଯାନବାହନର ଭିଡ଼ ଦେଖିବାକୁ ମିଳିଥିଲା। ଯାଞ୍ଚ ସମୟରେ ପୋଲିସ ପାଇଁ ଏହା ସମସ୍ୟା…

୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ ଅଣଅତ୍ୟାବଶ୍ୟକ କାର୍ଯ୍ୟାଳୟ: ବିଭାଗୀୟ କାର୍ଯ୍ୟାଳୟ ଉପରେ ମଧ୍ୟ ଲାଗିଲା କଟକଣା

ଭୁବନେଶ୍ୱର,୨୩।୩(ବ୍ୟୁରୋ)- ସମସ୍ତ ଅଣ-ଅତ୍ୟାବଶକ (ନନ୍‌-ଏସେନ୍‌ସିଆଲ) କେନ୍ଦ୍ର ଯଥା ସରକାରୀ କାର୍ଯ୍ୟାଳୟ, ସାଧାରଣ ଉଦ୍ୟୋଗ, ବ୍ୟାଙ୍କ୍‌ ଓ ବୀମା କାର୍ଯ୍ୟାଳୟ ଆଦି ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ…

କାଲିଠୁ ଚାଲିବନି ବସ୍‌:ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ କଟକଣା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୨୩।୩(ବ୍ୟୁରୋ)- କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଦିନରାତି ଲାଗିପଡ଼ିଛନ୍ତି। ପ୍ରତିଦିନ ଏ ଦିଗରେ କିଛି ନା କିଛି ପଦକ୍ଷେପ ନିଆଯାଉଛି।…

କେରଳରୁ ଫେରିଲେ ୪୧ ଦାଦନ ଶ୍ରମିକ

ନବରଙ୍ଗପୁର,୨୩।୩(ବି.ପ୍ର.): କରୋନା ଭୟାବହତା ପୂରା ବିଶ୍ୱରେ ବ୍ୟାପିଛି। ବାହାରୁ ଆସୁଥିବା ଦାଦନ ଶ୍ରମିକଙ୍କ ଉପରେ ବିଶେଷ ଦୃଷ୍ଟି ଦେବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହା ମଧ୍ୟରେ…

କରୋନା ସଚେତନତା ଗୀତ ଗାଇଲେ ଏସ୍‌ପି

ପାରଳାଖେମୁଣ୍ଡି,୨୩।୩(ସ୍ବ.ପ୍ର.)-ମହାମାରୀ କରୋନାକୁ ପ୍ରତିହତ କରିବା ଦିଗରେ ଲୋକଙ୍କୁ ସଚେତନ କରାଯାଉଛି। ଏହା ମଧ୍ୟରେ ଗଜପତି ଏସ୍‌ପି ସାରା ଶର୍ମା ଲୋକଙ୍କ ପାଇଁ ସଚେତନତାମୂଳକ ଗୀତ ଗାଇଛନ୍ତି। ସୋମବାର…