ରାଜ୍ୟ ବାହାରୁ ପାଟଣା ଫେରିଥିବା ୧୫୧ ଜଣ ଆଇସୋଲେଶନରେ

ପାଟଣା,୨୩।୩(ସ୍ବ.ପ୍ର.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ। ଏହି ପରିପ୍ରେକ୍ଷୀରେ ବାଙ୍ଗାଲୋରରେ ରହି କାମ କରୁଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ…

କରୋନା ସଂକ୍ରମିତଙ୍କ ଘରେ ପୋଷ୍ଟର ଲଗାଇଲେ ଦିଲ୍ଲୀ ସରକାର: ଦୂରେଇ ରହିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣ ରୋକିବା ଲାଗି ଦିଲ୍ଲୀ ସରକାର ସଂକ୍ରମିତଙ୍କ ଘରେ ପୋଷ୍ଟର ଲଗାଯାଇଛି। ଅନ୍ୟ ଲୋକଙ୍କୁ ଏଭଳି ଘରଠାରୁ ଦୂରେଇ ରହିବା ପାଇଁ ପୋଷ୍ଟରରେ ପରାମର୍ଶ…

ଘରେ ରହି ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ ଫିଟ୍‌ନେସ ଟିପ୍ସ ଦେଉଛନ୍ତି ଟ୍ରେନର

ନୂଆଦିଲ୍ଲୀ,୨୩।୩- ଭାରତୀୟ କ୍ରିକେଟରମାନେ ଏବେ ଘରେ ଅଛନ୍ତି। କରୋନା ଭାଇରସ୍‌ ଯୋଗୁ ସମସ୍ତ ଜିମ୍‌ ବନ୍ଦ ରହିଛି। ଏଭଳି ସ୍ଥିତିରେ ଖେଳାଳିମାନେ କେଉଁଭଳି ଫିଟ୍‌ ରହିପାରିବେ, ତାହାର…

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନକାରୀଙ୍କୁ କଠୋର ଦଣ୍ଡ: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୩।୩: ଲକ୍‌ଡାଉନ୍‌, କ୍ୱାରାଣ୍ଟାଇନ୍‌, ଆଇସୋଲେଶନ। ଏବେ ଏହି ୩ ଶବ୍ଦ ସବୁଠି ଶୁଣିବାକୁ ମିଳୁଛି। ଆଉ ଏହାକୁ ପାଳନ କରିବାକୁ ମଧ୍ୟ ସମସ୍ତଙ୍କୁ ଅନୁରୋଧ କରାଯାଇଛି। ଏହି…

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ଶୋଇଯାଇଛି ବାଲେଶ୍ୱର ସହର

ବାଲେଶ୍ୱର ଅଫିସ,୨୩।୩: ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁର ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ…

ଅସଜଡା କେଶ, ଭୟଙ୍କର ଆଖି: କ୍ୱାରାଣ୍ଟାଇନ୍‌ରେ ରଣବୀର

ମୁମ୍ବାଇ: କରୋନା ଭାଇରସ୍‌ କବଳରେ ଏପର୍ଯ୍ୟନ୍ତ ୧୮୮ ଦେଶ ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କରୋନା ଭାଇରସ୍‌ ବିରୋଧରେ ସାରା ବିଶ୍ୱର…

କରୋନା ଆଣ୍ଟିଜେନ୍‌ ଆଗରେ ହାର ମାନୁଛି ମନୁଷ୍ୟ ଶରୀରର ଆଣ୍ଟିବଡ଼ି !

ଓ୍ବାଶିଂଟନ,୨୩।୩: ମହାମାରୀ କରୋନା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହି ଭୂତାଣୁ ଶୀଘ୍ର ବ୍ୟାପୁଥିବାରୁ ଏହାକୁ ରୋକିବା ଅସମ୍ଭବ ହୋଇପଡ଼ିଛି। ଅନ୍ୟ ଭୂତାଣୁର ବ୍ୟାପିବା ବେଗ ଶୂନରୁ…

କରୋନା ସଚେତନତା: ସ୍ଥାନାନ୍ତର ହେଲା ଡେଲି ମାର୍କେଟ

ବିଜେପୁର, ୨୩।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଏହାର ଔଷଧ ବାହାରି ନାହିଁ। ତେଣୁ ସତର୍କତା ହିଁ ଏକମାତ୍ର ବିକଳ୍ପ।…

କାହିଁକି ଆତ୍ମହତ୍ୟା କରିବାକୁ ଚାହୁଁଥିଲେ କନିକା

ଲକ୍ଷ୍ନୌ,୨୩।୩: ବଲିଉଡ୍‌ ଗାୟିକା କନିକା କପୁର ଏବେ କରୋନା ଭାଇରସରେ ପୀଡ଼ିତ ଥିବା ବେଳେ ତାଙ୍କର କାର୍ଯ୍ୟକଳାପକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ସେ ଲଣ୍ଡନରୁ ଫେରି…

ନବରଙ୍ଗପୁର, ଉମରକୋଟ ସହରରେ ଲକ୍‌ଡାଉନ୍‌: ୨୯ ପର୍ଯ୍ୟନ୍ତ ଏହା ଜାରି ରହିବ

ନବରଙ୍ଗପୁର,୨୩।୩(ବି.ପ୍ର.): ମହାମାରୀ କରୋନା ଭାଇରସ୍‌ରୁ କିଭଳି ମୁକ୍ତି ମିଳିବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଜନତା କର୍ଫ୍ୟୁ ପରେ…