ଓଡ଼ାପଡ଼ା, ୨୮।୪(ଡି.ଏନ.ଏ.) ମହାମାରୀ କରୋନାର ମୁକାବିଲା ପାଇଁ ଟାଟାଷ୍ଟିଲ ବିଏସ୍ଏଲ୍ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। କାରଖାନା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ୧୫ ଗଁାକୁ ସମ୍ପୂର୍ଣ୍ଣ ବିଶୋଧନ…
ସୁନ୍ଦରଗଡ, ୨୭ା୪ (ଡି.ଏନ୍.ଏ.) ଲକ୍ଡାଉନ ଯୋଗୁଁ ଚାଷୀଙ୍କ ପନିପରିବା ବିକ୍ରୀ ହୋଇ ନ ପାରି ନଷ୍ଟ ହେଉଛି। ଏହିସ୍ଥିତିରେ ଗତ ଦୁଇଦିନ ହେଲା ସୁନ୍ଦରଗଡ ଜିଲାରେ ଅଦିନିଆ…
ସମ୍ବଲପୁର,୨୮ା୪(ବ୍ୟୁରୋ)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍ଡାଉନ ଘୋଷଣା କରିବା ସହ ନାନା କଟକଣା ଜାରି କରିଛନ୍ତି ା ଦୋକାନ…
ଭବାନୀପାଟଣା,୨୮ା୪(ଡି.ଏନ୍.ଏ.)-ଲକ୍ଡାଉନ ଯୋଗୁ କଳାହାଣ୍ଡି ଜିଲାର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଗାଡି ମାଲିକ, ଡ୍ରାଇଭର, ହେଲପର, କଣ୍ଡକ୍ଟର ଏବଂ ଏହା ଉପରେ ନିର୍ଭର କରି ଚଳୁଥିବା ଅନ୍ୟାନ୍ୟ କର୍ମଚାରୀମାନେ…
ତଳଗାଁ,୨୮ା୪(ଡି.ଏନ୍.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତରେ କାଳ ବୈଶାଖୀ ଯୋଗୁ ବହୁ ଘର ଛପର ଉଡିଯାଇଛି ା ଏଥିସହିତ ବ୍ୟାପକ ଫସଲ ସବୁ ନଷ୍ଟ ହୋଇଛି…
ବରଗଡ଼ ଅଫିସ୍,୨୮ା୪ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ପୋଡ଼ିଯାଇ ଗୁରୁତର ଅସୁସ୍ଥ ଅଛନ୍ତି। ଏ ନେଇ ସୋମବାର…
ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ପକ୍ଷରୁ ସୋମବାର ସକାଳେ ବସଷ୍ଟାଣ୍ଡରେ ଲକ୍ଡାଉନ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ସରପଞ୍ଚ ପ୍ରବୀଣ…
ଲାଠୋର, ୨୮ା୪(ଡି.ଏନ.ଏ.) ସାରା ଦେଶରେ କରୋନା ଭୁତାଣୁ କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରାଯିବାକୁ ନେଇ ଲୋକେ ଆତଙ୍କିତ…
କରାଚୀ, ୨୮ା୪ (ପି.ଟି.)-ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବ୍ୟାଟ୍ସମ୍ୟାନ ଉମର ଅକମଲଙ୍କୁ ୩ବର୍ଷ ପାଇଁ ବାସନ୍ଦ କରିଛି। ଦେଶର ପ୍ରମୁଖ ଟି୨୦ ଟୁର୍ନାମେଣ୍ଟ ପାକିସ୍ତାନ ସୁପର ଲିଗ୍…
ନୂଆଦିଲ୍ଲୀ, ୨୮ା୪ (ପି.ଟି.)-ଭାରତର ଟପ୍ କ୍ୱାର୍ଟରମାଇଲର ହୀମା ଦାସଙ୍କ ପାଇଁ ଜୋତା ତିଆରି କରୁଛି ପ୍ରମୁଖ କ୍ରୀଡ଼ା ପୋଷାକ ପ୍ରସ୍ତୁତକାରୀ କମ୍ପାନୀ ଆଡିଡାସ୍। ଏଥିରେ ହିମାଙ୍କ ନାମ…