ସମୁଦ୍ରପଥ ଦେଇ ଗଞ୍ଜାମ ଫେରୁଛନ୍ତି ଆଉ ୩୫ ମତ୍ସ୍ୟଜୀବୀ, ସଜାଗ ରହିଛି ଆର୍ଯ୍ୟପଲି ମେରାଇନ ପୋଲିସ

ଛତ୍ରପୁର, ୨୭।୪(ଡି.ଏନ୍‌.ଏ.): ସମୁଦ୍ର ପଥଦେଇ ଆଜ ୩୫ ମତ୍ସ୍ୟଜୀବୀ ଚେନ୍ନାଇରୁ ଗଞ୍ଜାମ ଫେରୁଛନ୍ତି। ସୋମବାର ସନ୍ଧ୍ୟା ସୁଦ୍ଧା ସେମାନଙ୍କ ଡଙ୍ଗା ଗଞ୍ଜାମ ସମୁଦ୍ର କୂଳରେ ଲାଗିବ ବୋଲି…

କରୋନା ଯୁଦ୍ଧରେ ବିଜୟୀ ହେବା ପରେ ପ୍ରଥମ ଫଟୋ ଶେୟାର କଲେ କନିକା

ମୁମ୍ବାଇ: ବଲିଉଡ୍‌ ସିଙ୍ଗର କନିକା କପୁର କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବା ପରେ ପ୍ରତିଦିନ ତାଙ୍କ ସ୍ବାସ୍ଥ୍ୟକୁ ନେଇ କିଛି ନା କିଛି ଖବର ସାମ୍ନାକୁ…

ଆର୍ଥାରାଇଟିସ୍‌ ଔଷଧ ଦ୍ୱାରା ସମ୍ଭବ କରୋନା ଚିକିତ୍ସା: ୪୮ ଘଣ୍ଟାରେ ହୋଇଥାଏ ଫଳପ୍ରଦ !

ଓ୍ବାଶିଂଟନ,୨୭।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ ଡାଉନ୍‌ ଜାରି ହୋଇଛି। କରୋନା ମହାମାରୀର…

ଲକ୍‌ ଡାଉନ୍‌ ସତ୍ତ୍ୱେ ଚାଲିଛି ଦେଶୀ ମଦ ବ୍ୟବସାୟ: ବଡମାଲ ଥାନାରେ ୧୫ ମାମଲା ରୁଜୁ, ୨୧ ଗିରଫ

ଝାରସୁଗୁଡା ଅଫିସ,୨୭ା୪- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ ଡାଉନ କରାଯାଇଛି। ଏହି ଲକଡାଉନ ସମୟରେ ବିଷେଶ କରି ମଦ ଦୋକାନ ଓ…

ନୂଆଗାଁରେ ନିଆରା ବିବାହ: ମାସ୍କ ପିନ୍ଧି ବିବାହ କଲେ ବରକନ୍ୟା

ନୟାଗଡ଼ ଅଫିସ,୨୭ା୪: ବାହାଘର ହେଲା। ହେଲେ ନ ଥିଲା ବାଜା ବାଣ, ରୋଷଣୀ କିମ୍ବା ଭୋଜି ଭାତର ଆସର। ପୁରୋହିତଙ୍କ ମନ୍ତ୍ରଗାନ ମଧ୍ୟ ଶୁଭୁ ନ ଥିଲା।…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କରୋନାରେ ଖବରଦାତାଙ୍କ ମୃତ୍ୟୁ ଘଟିଲେ ମିଳିବ ୧୫ ଲକ୍ଷ ଟଙ୍କା

ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ଯୋଗୁ ସାରା ବିଶ୍ୱରେ ଏକ ବିରାଟ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ କରୋନା ଭାଇରସ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ…

୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ଆରମ୍ଭ

ନୂଆପଡା ଅଫିସ,୨୭।୪-ସ୍ଥାନୀୟ ସିଲଦାସ୍ଥିତ ଅନ୍ବେଷା ହଷ୍ଟେଲରେ ୨୦୦ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ଉଦ୍‌ଘାଟିତ ହୋଇଛି । ଏହାକୁ ଜିଲାପାଳ ମଧୁସ୍ମିତା ସାହୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି।…

କରୋନାରୁ ଆରୋଗ୍ୟ ଲାଭ କରି କାର୍ଯ୍ୟରେ ଯୋଗଦେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୭।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କରୋନାରୁ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିବା ପରେ ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଆରୋଗ୍ୟ ହୋଇ ଫେରିବା ପରେ ପ୍ରଥମଥର…

ବରଗଡ଼ରେ ଫସିଛନ୍ତି ଛତିଶଗଡ଼ର ୨୪ଶ୍ରମିକ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦହିଗାଁ ପଞ୍ଚାୟତର ବୁବୁଡ଼ାରେ ୨୪ଜଣ ଶ୍ରମିକ ଅସହାୟ ଅବସ୍ଥାରେ ଫସି ରହିଛନ୍ତି । ସେମାନେ ଛତିଶଗଡ଼ର ମୂଳ ବାସିନ୍ଦା…

ଚାଷୀଙ୍କୁ କ୍ଷତିପୂରଣ ଦାବିକଲା କଂଗ୍ରେସ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତଥା କରାମାଡ଼ ଯୋଗୁ ବ୍ୟାପକ ଫସଲକ୍ଷତି ହୋଇଛି। ଏଥିରେ ବରଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସୀମା, ମାଲିପାଲି,…