ଜନତା କର୍ଫ୍ୟୁ ପ୍ରଭାବ: ଦେବଗଡ଼ ଜନଶୂନ୍ୟ

ଦେବଗଡ଼,୨୨।୩(ଡି.ଏନ୍‌.ଏ.): ବିଶ୍ୱ ବ୍ୟାପୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ପ୍ରଧାନମନ୍ତ୍ରୀଙ୍କ ‘ଜନତା କର୍ଫ୍ୟୁ’ ଆହ୍ବାନ ପରେ ରବିବାର ଦେବଗଡ଼ ଜିଲାରେ ଏହାର ପ୍ରଭାବ ପ୍ରତିଫଳିତ ହୋଇଛି।…

ଜୀବନର ଅନ୍ତିମ ମୁହୂର୍ତ୍ତରେ ଧୋନୀଙ୍କ ବିଶ୍ୱକପ୍‌ ବିଜୟୀ ଛକା ଦେଖିବାକୁ ଚାହାନ୍ତି ପ୍ରସିଦ୍ଧ ଭାରତୀୟ ଖେଳାଳି

ଆଇସିସି ୨୦୧୧ ଦିନିକିଆ ବିଶ୍ୱକପ୍‌ ଭାରତୀୟ ପ୍ରଶଂସକଙ୍କ ମନରେ ସର୍ବଦା ଲିପି ବଦ୍ଧ ହୋଇ ରହିବ। ଓ୍ବାଙ୍ଖଡେ ଷ୍ଟାଡିୟମରେ ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ମହେନ୍ଦ୍ର ସିଂ ଧୋନୀଙ୍କ…

ରୋମରେ ଥିବା ୨୬୩ ଭାରତୀୟଙ୍କୁ ନେଇ ଦିଲ୍ଲୀ ପହଞ୍ଚିଲା ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଚାଇନାର ମୃତ୍ୟୁହାରକୁ ଟପି ଗଲାଣି ଇଟାଲିର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର। ଏବେ ଇଟାଲିରେ…

ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ: ୭ ବର୍ଷ ପରେ ଦିନରେ ଅଣ୍ଡାଦାନ ପ୍ରକ୍ରିୟା

ଗଞ୍ଜାମ,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରିରହିଛି l ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ…

ପୁରୁଷୋତ୍ତମପୁରରେ ଜନତା କର୍ଫ୍ୟୁ: ରାସ୍ତାଘାଟ ଶୂନ୍‌ଶାନ୍‌

ପୁରୁଷୋତ୍ତମପୁର,୨୨ା୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ ନେଇ ରବିବାର ଗଞ୍ଜାମ ଜିଲା…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୨୪

ନୂଆଦିଲ୍ଲୀ,୨୨।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା କବଳକୁ ନେଇ ସାରିଲାଣି। ସବୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସମୟ କ୍ରମେ…

ମୁଁ ଘରେ ରହି କାମ କରୁଛି ଆପଣମାନେ ବି ‘ଜନତା କର୍ଫ୍ୟୁ’କୁ ସହଯୋଗ କରନ୍ତୁ: ରାଜନାଥ

ନୂଆଦିଲ୍ଲୀ,୨୨।୩: ସାରା ଦେଶରେ ରବିବାର ପାଳନ କରାଯାଇଛି ‘ଜନତା କର୍ଫ୍ୟୁ’। କରୋନା ଭାଇରସର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ କ୍ରମେ ‘ଜନତା କର୍ଫ୍ୟୁ’ ପାଳନ କରାଯାଉଛି।…

୨୦ରୁ ଊର୍ଦ୍ଧ୍ୱ ଦେଶରେ ଲକ୍‌ଡାଉନ୍‌: ୧୨୦କୋଟି ଲୋକ ଘରେ ବନ୍ଦ

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ପୃଥିବୀରେ ୨୦ଟିରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଚାଇନା, ଇଟାଲି, ସ୍ପେନ୍‌, ଫ୍ରାନ୍ସ୍‌, ଆୟର୍ଲାଣ୍ଡ୍‌, ଡେନମାର୍କ, ଏଲ୍‌-ସାଲଭେଡର,…

କେନ୍ଦୁଝରରେ ଜନତା କର୍ଫ୍ୟୁ, ସବୁଆଡ଼େ ଶୂନଶାନ୍‌

କେନ୍ଦୁଝର ୨୨।୩(ସ୍ବ.ପ୍ର.): ମହାମାରୀର ରୂପ ନେଇଥିବା କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ରବିବାର ଜନତା କର୍ଫ୍ୟୁ ପାଳନ କରିବାକୁ ଘୋଷଣା କରିଛନ୍ତି। ଏହାକୁ ସମାନ…

୬ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ଭିଲଓ୍ବାଡ଼ାରେ କର୍ଫ୍ୟୁ

ଆଜମେର/ଜୟପୁର,୨୨।୩: ରାଜସ୍ଥାନର ଭିଲଓ୍ବାଡ଼ାରେ ୬ ଜଣ ସ୍ବାସ୍ଥ୍ୟକର୍ମୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସେଠାରେ ଶୁକ୍ରବାର ସନ୍ଧ୍ୟାରୁ କର୍ଫ୍ୟୁ ଜାରି ହୋଇଛି। ପ୍ରଶାସନିକ…