ଅଟକିଲା କଟକ

କଟକ ଅଫିସ,୨୨।୩: କଟକ ସହରରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୭ଟାରୁ ସହରର ରାସ୍ତାଘାଟ ଶୂନଶାନ ହୋଇପଡିଛି। ବାଦାମବାଡ଼ି ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ…

ପୋଖରୀକୁ ଓଲଟିଲା ୧୦୮ ଆମ୍ବୁଲାନ୍ସ, ଡ୍ରାଇଭର ଫେରାର

ବାଲେଶ୍ୱର ଅଫିସ,୨୨।୩- ବାଲେଶ୍ୱର ଜିଲା ସୋର ଅଞ୍ଚଳର ଔପଦା ଅଭିମୁଖେ ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ୟୁକୋ ବ୍ୟାଙ୍କ ନିକଟରେ ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଓଲଟି…

ଜନତା କର୍ଫ୍ୟୁକୁ ସମ୍ମାନ ଦେଲେ ବାଲେଶ୍ୱର ସହରବାସୀ

ବାଲେଶ୍ୱର ଅଫିସ,୨୨।୩: କରୋନା ଭୂତାଣୁ୍ର ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ ରବିବାର ପାଳିତ ହେଉଥିବା ଜନତା କର୍ଫ୍ୟୁକୁ ସହରବାସୀଙ୍କ ସମର୍ଥନ କରିଛନ୍ତି। ଅଞ୍ଚଳରେ ସମସ୍ତ…

‘ଜନତା କର୍ଫ୍ୟୁ’ରେ ଶୂନଶାନ୍‌ ବରଗଡ଼

ବରଗଡ଼ ଅଫିସ,୨୨।୩- କରୋନା ସଂକ୍ରମଣ ରୋକିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ଦେଶବ୍ୟାପୀ ଚାଲିଥିବା ଜନତା କର୍ଫ୍ୟୁ ବରଗଡ଼ରେ ଅନୁଭୂତ ହୋଇଛି। ସକାଳୁ…

ଦାରିଙ୍ଗବାଡ଼ିରେ ଜନତା କର୍ଫ୍ୟୁର ପ୍ରଭାବ: ଦୋକାନ ବଜାର, ଗାଡ଼ିମୋଟର ଚଳାଚଳ ବନ୍ଦ; ରାସ୍ତାଘାଟ ଜନଶୂନ୍ୟ

ଦାରିଙ୍ଗବାଡି,୨୨।୩(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ରବିବାର ଜନତାକର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ଦାରିଙ୍ଗବାଡି ସମେତ ସିମନବାଡି, ବ୍ରାହ୍ମଣୀଗାଁ, ଗଦାପୁର ସମେତ ୨୫ ପଞ୍ଚାୟତରେ ଏହାର ପ୍ରଭାବ…

କଟକଣାକୁ ବେଖାତିର: ବରୁଣେଇରେ ଭୋଜି

ଖୋର୍ଦ୍ଧା ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଧାର୍ମିକ ପୀଠ ଏବଂ ପର୍ଯ୍ୟଟନସ୍ଥଳରେ ଭୋଜିଭାତ…

କଟକର ଆଉ ୨୦ ହୋଟେଲ୍‌ରେ କ୍ବାରାଣ୍ଟାଇନ୍‌ ସୁବିଧା

କଟକ ଅଫିସ,୨୨।୩: କଟକ ସହରର ଆଉ ୨୦ଟି ହୋଟେଲ୍‌ରେ କ୍ବାରାଣ୍ଟାଇନ୍‌ ସୁବିଧା କରାଯାଇଛି। ସିଏମ୍‌ସି ଏହି ପଦକ୍ଷେପ ନେଇଥିବାବେଳେ ଏଥିରେ ସହଯୋଗ କରିଛି ‘ଓୟୋ ରୁମ୍‌’। ଏହି…

ଏସ୍‌ସିବିରେ ବନ୍ଦ ରହିବ ନିୟମିତ ଅପରେଶନ

କଟକ ଅଫିସ, ୨୨।୩: କରୋନା ବିଶ୍ୱରେ ମହାମାରୀ ରୂପ ନେଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇ ଥିବା ଜନତା କର୍ଫ୍ୟୁର ପ୍ରଭାବ ଏସ୍‌ସିବି ମେଡିକାଲରେ ମଧ୍ୟ ପଡିବ।…

ଜନତା କର୍ଫ୍ୟୁ ସମର୍ଥନରେ ବାଲୁକା ଶିଳ୍ପୀ ମାନସ କୁମାରଙ୍କ ସ୍ୟାଣ୍ଡ ଆନିମେଶନ

ପୁରୀ ଅଫିସ,୨୨।୩: ମହାମାରୀ କରୋନାକୁ ନେଇ ଏବେ ସବୁଠି ଆତଙ୍କ। ସମଗ୍ର ବିଶ୍ୱ କରୋନା ସହିତ ଲଢ଼େଇ କରୁଥିବାବେଳେ ଭାରତ ବି ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। କିନ୍ତୁ…

ଜନତା କର୍ଫ୍ୟୁ: ଘରୁ ନ ବାହାରିବା ପାଇଁ ପରାମର୍ଶ, କାର୍ଯ୍ୟାନୁଷ୍ଠାନ ନେବ କମିଶନରେଟ ପୋଲିସ

ଭୁବନେଶ୍ୱର,୨୨।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସଚେତନତା ଓ କଟକଣାକୁ ଆହୁରି ବ୍ୟାପକ କରିବାକୁ ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ଲାଗୁ ହୋଇଛି। ଏହାକୁ…