ରବି ମିତ୍ତଲ ନୂଆ କ୍ରୀଡ଼ା ସଚିବ

ନୂଆଦିଲ୍ଲୀ, ୨୭ା୪(ପି.ଟି.)- ରବି ମିତ୍ତଲ ରବିବାର କେନ୍ଦ୍ର ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟପାର ବିଭାଗର ନୂଆ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ରାଧେଶ୍ୟାମ ଜୁଲାନିୟାଙ୍କ ସ୍ଥାନରେ…

ଶଢ଼ୁଛି ଫସଲ, ବଢ଼ୁଛି କ୍ଷତି

ଛେଣ୍ଡିପଦା,୨୭।୪(ସ୍ବ.ପ୍ର.) କରୋନା କଟକଣା ପାଇଁ କ୍ଷତି ସହୁଛନ୍ତି ପରିବା ଚାଷୀ। ଏକର ଏକର ଜମିରେ ସେମାନେ କରିଥିବା ପରିବା ବିକ୍ରି କଷ୍ଟକର ହୋଇପଡୁଥିବାରୁ ତାହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି…

ଶାଗୁଆନ କାଠ ସହ ୩ ବାଇକ୍‌ ଜବତ, ୧ ଗିରଫ

କପ୍ତିପଦା,୨୭ା୪(ଡି.ଏନ.ଏ)- ମୟୂରଭଞ୍ଜ କପ୍ତିପଦା ବ୍ଲକ୍‌ ଅଧୀନ ଜଡିଦା ବିଦ୍ୟାଳୟ ନିକଟରୁ ବନବିଭାଗ ଶାଗୁଆନ କାଠ ସହ ୩ଟି ବାଇକ ଜବତ୍‌ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ…

ବାଇକ୍‌ ଲୁଟ ଘଟଣା, ପୁଣି ଜଣେ ଅଭିଯୁକ୍ତ ଗିରଫ

ବଡ଼ବିଲ, ୨୭ା୪(ସ୍ବ.ପ୍ର.)-ବାଇକ୍‌ ଚୋରି ଘଟଣାରେ କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ରବିବାର ସୟାବାଲି ଅଞ୍ଚଳରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସୟାବାଲି…

ଅନ୍‌ଲାଇନ୍‌ ଚେସ୍‌ରୁ ୮.୮ ଲକ୍ଷ ଟଙ୍କା

ଚେନ୍ନାଇ, ୨୭ା୪ (ପି.ଟି.)-ଅନ୍‌ଲାଇନ୍‌ ଚେସ୍‌ ଚ୍ୟାରିଟି ଇଭେଣ୍ଟରୁ ୮.୮ ଲକ୍ଷ ଟଙ୍କା ସଂଗୃହୀତ ହୋଇ ପାରିଛି। ପୂର୍ବତନ ବିଶ୍ୱ ଚାମ୍ପିୟନ ବିଶ୍ୱନାଥନ ଆନନ୍ଦ ଭାରତ କ୍ରିକେଟର ୟୁଜବେନ୍ଦ୍ର…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା

ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅଗ୍ନିପୁର ଗ୍ରାମବାସୀ ଓ ମହିଳା ଗୋଷ୍ଠୀଙ୍କ ତରଫରୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି ା…

ଭାରତ ମସଲା ପକ୍ଷରୁ ରିଲିଫ ବଣ୍ଟନ

କଟକ,୨୭।୪: କୋଭିଡ୍‌ ଲକ୍‌ଡାଉନ ସମୟରେ ଭାରତ ମସଲା ପକ୍ଷରୁ କଟକଠାରେ ରିଲିଫ ବଣ୍ଟନ କରାଯାଇଛି। କମ୍ପାନୀ ପକ୍ଷରୁ ଧବେଳଶ୍ୱରଗଡାଠାରେ ଥିବା ବସ୍ତିରେ ପ୍ରାୟ ୧୦୦ ପରିବାରକୁ ଖାଦ୍ୟ…

ଅଖିମୁଠି ଅନୁକୂଳ

ବାରିପଦା ଅଫିସ, ୨୭ା୪- ଅକ୍ଷୟତୃତୀୟା ଅବସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସବୁଜ ମୟୂରଭଞ୍ଜ ପକ୍ଷରୁ ଏହାର ସଭାପତି ତଥା ରାଜ୍ୟ କୃଷି ଶିଳ୍ପ ନିଗମ ଅଧ୍ୟକ୍ଷ…

ରାମାୟଣ ଓ ମହାଭାରତ ପରେ ଦୂରଦର୍ଶନକୁ ଫେରିବ ଶୀକୃଷ୍ଣ ।

ସିନେ ଝଲକର ଏହି ଏପିସୋଡରେ ଆମେ ଦେଖିବା ଲକଡାଉନରେ କରିନା କପୁର କଣ କରୁଛନ୍ତି । କରୋନାକୁ ନେଇ ଅଜୟ ଦେବଗନଙ୍କର କେଉଁ ଗୀତ ଦର୍ଶକଙ୍କୁ ଆସୁଛି…

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୨୬ା୪-ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ରବିବାର ଜଣେ କରୋନା ସନ୍ଦିିଗ୍ଧ ଭର୍ତ୍ତି ହୋଇଛନ୍ତି। ସେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ…