ୱେବ୍‌ କନଫେରେନ୍ସରେ ମାତୃଭାଷା ସମ୍ମିଳନୀ

ବରଗଡ଼ ଅଫିସ୍‌,୨୬।୪: ଲକ୍‌ ଡାଉନ୍‌ ଯୋଗୁ ସମସ୍ତ ସଭା, ସମିତି ଆୟୋଜନ ଉପରେ ମଧ୍ୟ କଟକଣା ଲାଗୁ ହୋଇଛି। ଏଭଳି ସ୍ଥଳେ ବରଗଡ଼ର ସାକେତ୍‌ ଶ୍ରୀଭୂଷଣ ସାହୁଙ୍କ…

୨୩ ଦିନରେ ଦେଢ଼ ଲକ୍ଷ ଲୋକଙ୍କ ଜୀବନ ନେଲା କରୋନା

ଓ୍ବାଶିଂଟନ,୨୬।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ପୃଥିବୀରେ ଏଥିରେ ୨ ଲକ୍ଷରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି ୨୯…

ବଢିବ ଲକ୍‌ଡାଉନ ଅବଧି !

ନୂଆଦିଲ୍ଲୀ,୨୬।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଏବେ ସାରା ଦେଶରେ ଲକ୍‌ଡାଉନ ପାଳନ କରାଯାଉଥିବା ବେଳେ ଅନ୍ୟପଟେ କିନ୍ତୁ ସଂକ୍ରମଣ କମିବାର ନାଁ ନେଉନାହିଁ। ଏବେ ରାଜ୍ୟ…

ହୋଟେଲକୁ ସିଲ୍‌ କରିଦେଲା ପ୍ରଶାସନ

ବରଗଡ଼ ଅଫିସ୍‌,୨୬।୪: ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ସହରର ଏକ ହୋଟେଲକୁ ସିଲ୍‌ କରି ଦିଆଯାଇଛି । ଲକ୍‌ ଡାଉନ୍‌ କଟକଣା କୋହଳ ହୋଇଥିଲେ ହେଁ ହୋଟେଲ…

ଅଖିମୁଠି ଅନୁକୂଳ କଲେ ଚାଷୀ

ବରଗଡ଼ ଅଫିସ୍‌,୨୬।୪: ବରଗଡ଼ ଜିଲା କୃଷକ ସଂଗଠନ ସମନ୍ବୟ ସମିତି ପକ୍ଷରୁ ରବିବାର ଅକ୍ଷୟ ତୃତୀୟା ପାଳିତ ହୋଇଛି। ଜିଲାର ଚକରକେନ୍ଦଠାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସମିତିର…

ବାହାର ରାଜ୍ୟରେ ଗଞ୍ଜାମର ୩ ଲକ୍ଷ ଲୋକ: ୨ ଦିନରେ ୧୯୨୫ ଜଣ କଲେଣି ଅନ୍‌ଲାଇନ୍‌ରେ ପଞ୍ଜୀକରଣ

ଛତ୍ରପୁର,୨୬ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାର ୩ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ବାହାର ରାଜ୍ୟରେ ଥିବା ସମ୍ପର୍କରେ ପ୍ରାକ୍‌ ଆକଳନରୁ ଜଣାପଡ଼ିଛି। ଏଥିରୁ ଅଧିକାଂଶ ଲୋକ ଲକ୍‌ଡାଉନ୍‌…

ଗଞ୍ଜାମ ପୋଲିସର ଅଭିନବ ପ୍ରୟାସ: କରୋନା ସଚେତନତା ଗୀତ ଗାଇଲେ ରମ୍ଭା ଥାନାଧିକାରୀ

ଛତ୍ରପୁର, ୨୬।୪(ଡି.ଏନ୍‌.ଏ.)-କରୋନା ଭୁତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗଞ୍ଜାମ ପୋଲିସ ଜ଼ିଲା ପକ୍ଷରୁ ଲୋକଙ୍କୁ ସଚେତନତା ପାଇଁ ଏକ ଅଭିନବ ପ୍ରୟାସ କରାଯାଇଛି। ‘ଆସ ଆମେ…

ଝଡ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

ବାମରା, ୨୬।୪ (ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବ୍ଲକର ବିଭିନ୍ନ ଅଞ୍ଚଳରେ ଶୁକ୍ରବାର ଦିନ ପ୍ରବଳ ଝଡ ବର୍ଷା ହେବା ଫଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କେତେକ…

ଦେଶୀ ମଦ ସହ ମୋଟରସାଇକେଲ ଜବତ: ୨ ଜଣଙ୍କୁ ଗରିଫ କଲା ପୋଲିସ

ପୁରୁଷୋତ୍ତମପୁର,୨୬ା୪(ଡି.ଏନ୍‌.ଏ.): କରୋନାକୁ ନେଇ ଗଞ୍ଜାମ ଜିଲାପାଳ ମଦ କାରବାର ସମ୍ପୂର୍ଣ୍ଣ ରୂପେ ବନ୍ଦ ଲାଗି କଡ଼ା ନିର୍ଦ୍ଦେଶ ଜାରି କରିଥିବା ସତ୍ତ୍ୱେ ପୁରୁଷୋତ୍ତମପୁର ଅଞ୍ଚଳରେ ମଦମାଫିଆମାନେ ବିନା…

କରୋନା ଯୁଦ୍ଧରେ ଉଦାହରଣ ସାଜିଲେ ଜେରୁସ: କର୍ତ୍ତବ୍ୟ ସହ ତୁଲାଉଛନ୍ତି ପରିବାରର ଦାୟିତ୍ୱ, ପ୍ରଶଂସା କଲେ ପୁରୀ ଏସ୍‌ପି

ସାକ୍ଷୀଗୋପାଳ,୨୬।୪(ଡି.ଏନ.ଏ.): କରୋନା ମୁକାବିଲାକୁ ନେଇ ସମ୍ପ୍ରତି ଲକ୍‌ଡାଉନ୍‌ କଟକଣା ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରିବାକୁ ନେଇ ପ୍ରମୁଖ ଭୂମିକା ଗ୍ରହଣ କରିଛି ପୋଲିସ।…