କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି

କୁଆମରା, ୨୬।୪(ଡି.ଏନ.ଏ.)-ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ କାଳ ବୈଶାଖୀ ତାଣ୍ଡବ ରଚିଛି ଗୋପବନ୍ଧୁ ନଗର ବ୍ଲକରେ। ପବନ ସାଙ୍ଗକୁ କୁଆପଥର ମାଡ ଓ ମୂଷଳ ଧାରାରେ ବର୍ଷା ଜନ…

ଅଗଣାରେ ଶୋଇଥିଲେ ଯୁବକ: ସାପ କାମୁଡ଼ାରେ ଜୀବନ ଗଲା

ଦେବଗଡ,୨୬ା୪(ଡି.ଏନ.ଏ.):ଦେବଗଡ ଥାନା ଅଧୀନ ଖଜୁରୀବାହାଳ ଗ୍ରାମରେ ଶନିବାର ରାତିରେ ସାପ କାମୁଡାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖବର ମୁତାବକ ଖଜୁରୀବାହାଳ ଗ୍ରାମର ସତାରୀ ସାମାଡ(୨୬) ସବୁଦିନ…

‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ଘରେ ଘରେ ବହି ବାଣ୍ଟିଲେ ପ୍ରଧାନଶିକ୍ଷୟିତ୍ରୀ

ଓଡ଼ଗାଁ,୨୬ା୪(ସ୍ବ.ପ୍ର.) : କୋଭିଡ୍‌-୧୯ ପାଇଁ ସମସ୍ତ ସ୍କୁଲ ବନ୍ଦ ରହିଥିବା ବେଳେ ପିଲାଙ୍କୁ ସ୍କୁଲ ଆସିବା ବାରଣ ରହିଛ। ଏହି ସମୟରେ ପିଲାଙ୍କୁ ଘର ଘର ବୁଲି…

ଲକ୍‌ ଡାଉନ୍‌ ନିୟମ ମାନି ରମଜାନ ପାଳନ କରିବାକୁ ନିଷ୍ପତ୍ତି

ଭଟଲି,୨୬ା୪(ଡି.ଏନ.ଏ): ବର୍ତ୍ତମାନ କରୋନା (କୋଭିଡ-୧୯)ପାଇଁ ସମଗ୍ର ଭାରତ ବର୍ଷକୁ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ ସମଗ୍ର ଦେଶରେ ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ…

ବ୍ରହ୍ମ ତାଳଧ୍ୱଜ ରଥ କାଠ ଅନୁକୂଳ

କେନ୍ଦ୍ରାପଡ଼ା ଅଫିସ, ୨୬।୪-ଆସନ୍ତା ଜୁନ ୨୩ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତହିଁ ପରଦିନ ଅର୍ଥାତ୍‌ ୨୪ ତାରିଖରେ ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ାର ବ୍ରହ୍ମ ତାଳଧ୍ୱଜ ରଥ…

ହାତୀ ଆକ୍ରମଣରେ ୨ ମୃତକ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା

ବଡ଼ଗାଁ,୨୬ା୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ହାତୀ ଉପଦ୍ରବ ପ୍ରତିବର୍ଷ ଦେଖିବାକୁ ମିଳିଥାଏ। ଏଥିଯୋଗୁ ବହୁ ଧନ, ଜୀବନ ହାନି ହୋଇଥାଏ। ଗତବର୍ଷ ହାତୀ ଆକ୍ରମଣରେ…

୪୩ ୟୁନିଟ୍‌ ରକ୍ତ ସଂଗୃହୀତ

ଆନନ୍ଦପୁର,୨୬। ୪(ସ୍ବ.ପ୍ର.)- ଘସିପୁରା ନିର୍ବାଚନମଣ୍ଡଳୀ ବୀରଗୋବିନ୍ଦପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଘସିପୁରା ବିଧାୟକ ବଦ୍ରି…

ରାଶିଫଳ: ସୋମବାର, ଅପ୍ରେଲ ୨୭ ତାରିଖ – Daily Horoscope

ମେଷ ବୁଧାଦିତ୍ୟ ଯୋଗ ପ୍ରଭାବରେ ସାମାଜିକ ସ୍ତରରେ ବିଜ୍ଞ ବ୍ୟକ୍ତିମାନେ ଆପଣଙ୍କର ନିସ୍ବାର୍ଥପର କାର୍ଯ୍ୟାବଳୀର ଭୂୟସୀ ପ୍ରସଂସା କରିବେ ା କୈାଣସି ପ୍ରକାରର ପ୍ରତିବନ୍ଧକ ନଥାଇ ଆନୁଷ୍ଠାନିକ…

ଦଧିବାମନଙ୍କ ରଥ ନିର୍ମାଣ କାମର ଅନୁକୂଳ

ଭଟଲି,୨୬ା୪(ଡି.ଏନ.ଏ.) ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଦଧିବାମନ ପୀଠରେ ଅକ୍ଷୟ ତୃତୀୟା ନୀତି ନିୟମ ସହ ରଥକାଠ ଅନୁକୂଳ କରାଯାଇଛି। ବର୍ତ୍ତମାନ ସମଗ୍ର…

କରୋନା ଲାଗି ଜିଲା ପ୍ରଶାସନର କଟକଣା: ଆରଡ଼ିରେ ବନ୍ଦହେଲା ଚନ୍ଦନଚାପ

ଆରଡି, ୨୬ା୪(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ପବିତ୍ର ଅକ୍ଷୟ ତୃତୀୟାରେ ଆରମ୍ଭ ହେଉଥିବା ବାବା ଆଖଣ୍ଡଳମଣିଙ୍କ ଚନ୍ଦନ ଚାପ ବନ୍ଦ ହେବାର ନିଷ୍ପତ୍ତି ନେଇଛି ଜିଲା…