୧୮୫ ଦେଶରେ କରୋନା: ଇଟାଲି ଜନଶୂନ୍ୟ; ଦିନେ ଗହଳି ଥିବା ଅଞ୍ଚଳରେ ଏବେ ଉଡୁଛି ପାରା

ଓ୍ବାଶିଂଟନ,୨୧।୩: ମହାମାରୀ କରୋନା ପୃଥିବୀର ୧୮୫ଟି ଦେଶରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ଶନିବାର ସୁଦ୍ଧା ୨ ଲକ୍ଷ ୭୫ ହଜାର ୯୯୭ରେ ପହଞ୍ଚିଛି। ଚାଇନାରେ କରୋନା ଦୁର୍ବଳ…

ରେଷ୍ଟୁରାଣ୍ଟ, ବାର୍‌, କଫି ଶପ୍‌ ବନ୍ଦ

ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା (କୋଭିଡ୍‌-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରି ଚାଲିଛି। ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସନେମା ହଲ, ପାର୍କ, ସଭା…

ବିଦେଶ ଫେରନ୍ତା ବ୍ୟକ୍ତି କରିନାହାନ୍ତି ନାମ ପଞ୍ଜିକରଣ: କେନ୍ଦୁଝରରେ ଭୟ

କେନ୍ଦୁଝର,୨୧।୩(ସ୍ବ.ପ୍ର.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦିନକୁ ଦିନ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ନିକଟରେ ଦୁବାଇରୁ ଫେରିଥିବା ଜଣେ…

ବନ୍ଦ ହେଲା ଭିନ୍ନକ୍ଷମ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ସ୍ବତନ୍ତ୍ର ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି।…

ଟୋକିଓ ଅଲିମ୍ପିକ୍ସ ସ୍ଥଗିତ ରଖିବାକୁ ୟୁଏସ୍‌ଏ ସୁଇମିଂର ପରାମର୍ଶ

ଲସଏଞ୍ଜେଲ୍ସ,୨୧।୩ (ଏଏଫ୍‌ପି): ଆମେରିକୀୟ ସନ୍ତରଣ ପ୍ରତିଯୋଗିତାର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ୟୁଏସ୍‌ଏ ସୁଇମିଂ ଆଗାମୀ ଟୋକିଓ ଅଲିମ୍ପିକ୍ସକୁ ସ୍ଥଗିତ ରଖିବାକୁ ପରାମର୍ଶ ଦେଇଛି। ସାରା ବିଶ୍ୱରେ କରୋନା…

ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ଓଡ଼ିଶାରେ ୨ ଜଣଙ୍କ ଶରୀରରେ କରୋନା ପଜିଟିଭ୍‌ ଥିବା ଜଣାପଡିଲାଣି। ପ୍ରତିଦିନ ନମୁନା ପରୀକ୍ଷା କରାଯାଉଛି। ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି।…

୩୫ ଲକ୍ଷ ଶ୍ରମିକଙ୍କୁ ୧ହଜାର ଲେଖାଏଁ ସହାୟତା ଦେବେ ଯୋଗୀ ସରକାର

ଲକ୍ଷ୍ନୌ,୨୧।୩: କରୋନା ଭାଇରସ ଯୋଗୁ ସମଗ୍ର ବିଶ୍ୱ ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ଭାରତରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।…

ବାବୁ ମହଲ: ଅଜବ ଗୁଜବ | Babu Mahal #26 ‘Ajaba Gujaba’

ଏବେ ସବୁଠି ଭାଇରସ୍‌ ଯୋଗୁଁ ଭୟର ବାତାବରଣ। ଏଭଳି ସ୍ଥିତିରେ ସୋସିଆଲ ମିଡିଆରେ ଏହି ମାରାତ୍ମକ ଭୂତାଣୁକୁ ନେଇ ଅନେକ ଗୁଜବ ପ୍ରଚାର ହେଉଛି, ଯାହାକୁ ଲୋକ…

ମଦ ଦୋକାନରେ ପଶି ୩୦ ଲିଟର ମଦ ପିଇଗଲେ ହାତୀ

ୟୁନାନ,୨୧।୩: ଜନସଂଖ୍ୟା ବଢ଼ିବା ଯୋଗୁ ଜଙ୍ଗଲର ପରିସୀମା କମିବାରେ ଲାଗିଛି। ଫଳରେ ଜଙ୍ଗଲର ରାଜା ହାତୀ ପାଇଁ ସ୍ଥାନ ନିଅଣ୍ଟ ପଡୁଛି। ତେଣୁ ବହୁ ସମୟରେ ହାତୀପଲ…

ଟୁଇନ୍‌ ସିଟିରେ ଯୁଗ୍ମ-ଅଯୁଗ୍ମ ଫର୍ମୁଲା: ଆଜି ଗଡ଼ିିଲା ଅଯୁଗ୍ମ ନମ୍ବର, ବସ୍‌-ଟ୍ରକ୍‌ ପାଇଁ ଲାଗୁ ହେବନି ଏହି ନିୟମ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶନିବାରଠାରୁ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱରରେ ଦିଲ୍ଲୀ ଭଳି ଯୁଗ୍ମ-ଅଯୁଗ୍ମ ଫର୍ମୁଲା ଲାଗୁ ହୋଇଛି। ନିୟମ ଅନୁସାରେ…