ବିଦେଶରୁ ଫେରିବେ ଭାରତୀୟ

ନୂଆଦିଲ୍ଲୀ,୨୬।୪: ମାର୍ଚ୍ଚ ୨୨ରୁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଛି। ଫଳରେ ଅନେକ ଭାରତୀୟ ଫେରି ନ ପାରି ବିଭିନ୍ନ ଦେଶରେ ଅଟକି ରହିଛନ୍ତି। ଲକ୍‌ଡାଉନ ଶେଷ…

ସଟ୍‌ଡାଉନ୍‌ କାର୍ଯ୍ୟକାରୀ ସଫଳ, ୩ ଜିଲାବାସୀଙ୍କୁ ଧନ୍ୟବାଦ: ଡିଜିପି

କଟକ ଅଫିସ,୨୬।୪: କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ତିନୋଟି ଜିଲା ଯଥା ଭଦ୍ରକ, ବାଲେଶ୍ବର ଏବଂ ଯାଜପୁର ଜିଲ୍ଲାରେ ଘୋଷଣା କରାଯାଇଥିଲା। ରବିବାର ସକାଳ ଏହା…

ସ୍ବାସ୍ଥ୍ୟ ସଙ୍କଟର ସମ୍ମୁଖୀନ ହେବେ ୧୦ କୋଟି ଶିଶୁ

ଜେନେଭା, ୨୬।୪: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଅନେକ କାର୍ଯ୍ୟ ବନ୍ଦ ହୋଇଯାଇଛି। ଏଭଳିସ୍ଥିତିରେ ଲୋକମାନେ ସୁସ୍ଥ ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା…

ଦୋକାନ ଖୋଲିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍‌ଡାଉନ ରହିଛି। ଦୋକାନ ବଜାର, ବେପାର ବାଣିଜ୍ୟ, କାମଧନ୍ଦା ସବୁକିଛି ବନ୍ଦ ହୋଇଯାଇଛି। ଲୋକମାନେ…

ସଞ୍ଜୟ କୋଠାରି ନୂଆ ସିଭିସି

ନୂଆଦିଲ୍ଲୀ,୨୬।୪ପି.ଟି.): ରାଷ୍ଟ୍ରପତିଙ୍କ ସଚିବ ଥିବା ସଞ୍ଜୟ କୋଠାରିଙ୍କୁ ଶନିବାର କେନ୍ଦ୍ରୀୟ ଭିଜିଲାନ୍ସ ଆୟୁକ୍ତ (ସିଭିସି) ନିଯୁକ୍ତ କରାଯାଇଛି। କେ.ସି. ଚୌଧ୍‌ରୀଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଗତବର୍ଷ…

୧୯୧୮ରେ ‘ସ୍ପାନିଶ୍‌ ଫ୍ଲୁ’କୁ ହରାଇଥିଲେ, ଏବେ କରୋନାକୁ

ମାଦ୍ରିଦ୍‌,୨୬।୪: କରୋନା ଭାଇରସ୍‌(କୋଭିଡ୍‌-୧୯)ରେ ପ୍ରାଣ ହରାଇଥିବା ଲୋକଙ୍କ ମଧ୍ୟରୁ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଅଧିକ। ଉଦାହରଣ ଭାବେ ଏହି ମହାମାରୀରେ ସବୁଠୁ ଅଧିକ ପ୍ରଭାବିତ ଆମେରିକାର ନ୍ୟୁୟର୍କକୁ…

ମହଙ୍ଗା ପଡ଼ିଲା ନକଲି ଇନ୍ସପେକ୍ଟରଙ୍କ ମିଶନ ଲଭ୍‌: ଗିରଫ ହେଲେ ଖବରଦାତା ଓ ସହଯୋଗୀ

ଭୁବନେଶ୍ୱର,୨୬।୪ (ବ୍ୟୁରୋ): ଶୁକ୍ରବାର ଜଣେ ନକଲି ମହିଳା ଆଇପିଏସ୍‌ଙ୍କ କାରନାମା ପଦାକୁ ଆସିଥିବା ବେଳେ ଶନିବାର ଅନୁରୂପ ଘଟଣା ଘଟିଛିି। ନକଲି ଇନ୍ସପେକ୍ଟରଙ୍କ ମିଶନ୍‌ ଲଭ୍‌ ମହଙ୍ଗା…

ଆଜି ଅକ୍ଷୟ ତୃତୀୟା: କରୋନା ପାଇଁ ଅଧୁରା ରହିବ ସୁନା କିଣାବିକା ସ୍ବପ୍ନ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଆଜି ଅକ୍ଷୟ ତୃତୀୟା। ଏହିଦିନଠାରୁ ସୁନା କିଣିବାକୁ ହିନ୍ଦୁ ପରମ୍ପରା ଅନୁଯାୟୀ ଶୁଭ ବୋଲି ବିବେଚନା କରାଯାଏ। ସୁନା କିଣି ଘରକୁ ଆଣିଲେ ଲକ୍ଷ୍ମୀ ଆସନ୍ତି…

ଖୁସି ଛଡ଼ାଇନେଲା କରୋନା: ଅଧାଗଢ଼ା ହୋଇ ନରେନ୍ଦ୍ରରେ ଭାସୁଛନ୍ତି ନନ୍ଦା, ଭଦ୍ରା

ପୁରୀ ଅଫିସ, ୨୬।୪: ମହାମାରୀ କରୋନା ବିଶ୍ୱବାସୀଙ୍କ ପାଇଁ ଆତଙ୍କ ସୃଷ୍ଟି କରିଛି। ଲକ୍ଷଲକ୍ଷ ଲୋକଙ୍କ ଜୀବନଜୀବିକା ଛଡ଼ାଇ ନେଇଛି। ଏପରି କି ଭକ୍ତ ଓ ଭଗବାନଙ୍କ…

ଜରୁରୀକାଳୀନ ପାସ୍‌ ଦେବାକୁ ଡାକ୍ତର ନେଲେ ଲାଞ୍ଚ, ସିଡିଏମ୍‌ଓଙ୍କ ନିର୍ଦ୍ଦେଶ ପରେ ତଦନ୍ତ ଆରମ୍ଭ

କାକଟପୁର, ୨୬।୪(ଡି.ଏନ.ଏ): ଲକ୍‌ଡାଉନ ସମୟରେ ବାହାରକୁ ଯିବା ପାଇଁ ଆବଶ୍ୟକ ଜରୁରୀକାଳୀନ ପାସ୍‌ ଦେବାକୁ କାକଟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି।…