କରୋନା ସଂକ୍ରମଣକୁ ରୋକିବା ଲାଗି ଜେଏସ୍‌ପିଏଲ୍‌ର ପଦକ୍ଷେପ

ଭୁବନେଶ୍ୱର,୨୧ା୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ (ଜେଏସ୍‌ପିଏଲ୍‌) ପକ୍ଷରୁ ପଦକ୍ଷେପ ହାତକୁ ନିଆଯାଇଛି। ନବୀନ ଜିନ୍ଦଲଙ୍କ ନେତୃତ୍ୱାଧିନ ଏହି…

କରୋନା ଭୟ: ଧାର୍ମିକ ଅନୁଷ୍ଠାନ ଖାଁ ଖାଁ

ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା ଭୟରେ ସରକାର ରାଜଧାନୀରେ ଥିବା ଏକାଧିକ ଧାର୍ମିକ ଅନୁଷ୍ଠାନ ଉପରେ ରୋକ ଲଗାଇବାପରେ ଏବେ ସେଠାରେ ବିରଳ ଚିତ୍ର ଦେଖିବାକୁ ମିଳିଛି।…

ଧଳତଙ୍ଗଗଡ଼କୁ ସଂରକ୍ଷିତ ଜଙ୍ଗଲ ମାନ୍ୟତା ମିଳୁନି

ଜଗତ୍‌ସିଂହପୁର ଅଫିସ,୨୧ା୩: ମାର୍ଚ୍ଚ ୨୧ ତାରିଖକୁ ବିଶ୍ୱ ଅରଣ୍ୟ ଦିବସ ଭାବେ ପାଳନ କରାଯାଉଛି। ଓଡ଼ିଶାର କମ ଜଙ୍ଗଲ ଥିବା ଜିଲାଗୁଡିକ ମଧ୍ୟରେ ଜଗତ୍‌ସିଂହପୁର ରହିଛି। ଜିଲାର…

ରାଜମିସ୍ତ୍ରି ହତ୍ୟା ମାମଲା: ମହିଳାଙ୍କୁ ଆଜୀବନ କାରାଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୨୧ା୩: ୨୦୧୭ ଜୁନରେ ଜଗତ୍‌ସିଂହପୁର ଥାନା ଶାଳିଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ଅନ୍ଧୁଟୀରେ ରାଜମିସ୍ତ୍ରି ଶରତ ରାୟ (୬୫)ଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ…

ପାରାଦୀପରେ କାଳବୈଶାଖୀ ତାଣ୍ଡବ: ବୁଡ଼ିଲା ୧୫ ମାଛଧରା ଡଙ୍ଗା, ୪୦ ଆହତ

ପାରାଦୀପ,୨୧ା୩(ସ୍ବ.ପ୍ର.): ପାରାଦୀପ ଆଖପାଖ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ତାଣ୍ଡବ ରଚିଥିଲା। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ମହାନଦୀର ଚଉମୁହାଣିଠାରୁ ମାଛ ଧରିବାକୁ ଯାଇଥିବା ଏକାଧିକ ହୁଲି…

ବିଦେଶରୁ ଫେରିଲେ ୧୩୦, ବଢ଼ୁଛି କରୋନା ଭୟ

କେନ୍ଦ୍ରାପଡା ଅଫିସ, ୨୧ା୩: ଗତ ୪ ତାରିଖରୁ ଗୁରୁବାର ସୁଦ୍ଧା ମୋଟ ୧୦୦ ଜଣ ବ୍ୟକ୍ତି ବିଦେଶରୁ ଜିଲାକୁ ଫେରିଥିବା ବେଳେ ଶୁକ୍ରବାର ୩୦ ଜଣ କେନ୍ଦ୍ରାପଡା…

ବଢ଼ିଛି ମହିଳା ସଙ୍କୀତ୍ତର୍ର୍ର୍ନ ମଣ୍ଡଳୀର ଆଦୃତି

କେନ୍ଦୁଝର,୨୧।୩-ସମାଜରେ ଆଧ୍ୟାତ୍ମିକ ଭାବନା ସୃଷ୍ଟି କରିବା ସହ କିଛି ରୋଜଗାର କରି ପେଟ ପୋଷିବା ଲାଗି ମହିଳାମାନେ ଆଗଭର ହୋଇ ପାଲା, ସଙ୍କୀତ୍ତର୍ର୍ନ ଭଳି କାର୍ଯ୍ୟକୁ ଆଦରି…

ଘରୋଇ କଳହ ବେଳେ ମାରପିଟ୍‌ରୁ ହତ୍ୟାକାଣ୍ଡ: କ୍ରିକେଟ ବ୍ୟାଟ୍‌ ମାଡ଼ରେ ଜୀବନ ଗଲା

ଯୋଡ଼ା,୨୧।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ସିଲିଯୋଡା ବେଲ ହଟିଂଠାରେ ଗୁରୁବାର ରାତିରେ ଘରୋଇ କଳହ ଓ ମାରପିଟ୍‌କୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଖବର…

ମା’ ତାରିଣୀଙ୍କ ମନ୍ଦିରରେ ଭକ୍ତଙ୍କୁ ଦର୍ଶନ ମନା

ଘଟଗାଁ,୨୧।୩(ଡି.ଏନ୍‌.ଏ.)- କେନ୍ଦୁଝର ଜିଲାର ପ୍ରସିଦ୍ଧ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଛି। କରୋନା ଭାଇରସ ସଂକ୍ରମଣରୁ ରକ୍ଷା ପାଇଁ ରାଜ୍ୟ ସରକାରଙ୍କ…