ଶ୍ରୀଲିଙ୍ଗରାଜଙ୍କ ଚନ୍ଦନଯାତ୍ରା ବନ୍ଦ

ପୁରୁଣା ଭୁବନେଶ୍ୱର,୨୫ା୪(ଡି.ଏନ.ଏ.): କରୋନା ସଂକ୍ରମଣକୁ ରୋକିବାକୁ ଲକ୍‌ଡାଉନ ଚାଲିଥିବାରୁ ଠାକୁରଙ୍କ କୌଣସି ବାହାର ନୀତି ଅନୁଷ୍ଠିତ ହୋଇପାରିବ ନାହିଁ। ଏଥିଲାଗି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୨୨ ଦିନିଆ ଚନ୍ଦନ…

ଭୟ ବଢ଼ାଉଛନ୍ତି ଅମାନିଆ: ସହରରେ ବୁଲିବୁଲି ଯାଞ୍ଚ କଲେ ଜିଲାପାଳ

ଢେଙ୍କାନାଳ ଅଫିସ, ୨୫।୪ - କୋଭିଡ୍‌-୧୯ ଭୂତାଣୁ ଠାବ ହୋଇଥିବା ଏକମାତ୍ର ରୋଗୀ ସୁସ୍ଥ ହୋଇ ଫେରିବା ପରେ କରୋନା ମୁକ୍ତ ହୋଇଛି ଢେଙ୍କାନାଳ ଜିଲା। ଏପ୍ରିଲ…

ମିଛ ଖବରରେ ଅଙ୍କୁଶ ଲଗାଇବ ମାର୍ଗଦର୍ଶିକା

ଢେଙ୍କାନାଳ ଅଫିସ, ୨୫।୪ - ସମ୍ପ୍ରତି ମିଛ, ତ୍ରୁଟିପୂର୍ଣ୍ଣ ଖବର ଭୟଙ୍କର ବିପଦ ଭାବେ ଉଭା ହୋଇଛି। ସୋସିଆଲ ମିଡିଆର ବହୁଳ ପ୍ରଚଳନ ଏପରି ମିଛ ଖବରର…

କାଳବୈଶାଖୀ: ଭାଙ୍ଗିଲା ଗଛ, ଟାଓ୍ବାର

ଅନୁଗୋଳ ଅଫିସ/କଣିହଁ।/ ଭୁବନ,୨୫ା୪(ଡି.ଏନ.ଏ.) - ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ସମୟରେ ବଜ୍ରପାତ ଯୋଗୁ ୨ଜଣଙ୍କ ଜୀବନ…

ମିଳିଲା ଚୋରା କାରବାର ଚେର

ଅନୁଗୋଳ ଅଫିସ,୨୫ା୪ - ଲକ୍‌ଡାଉନ୍‌ ଯୋଗୁ ଅନୁଗୋଳ ସହରର ସମସ୍ତ ମଦ ଦୋକାନ ବନ୍ଦ ଥିଲେ ବି କିଛିଦିନ ହେଲା ଚଢ଼ା ଦରରେ ଚାଲିଥିଲା ଚୋରା କାରବାର।…

ଆମ୍ବୁଲାନ୍ସରେ ପାସେଞ୍ଜର ବୋହି ଅଡୁଆରେ ଚାଳକ

ପାଟଣା, ୨୫ା୪(ସ୍ବ.ପ୍ର.)-ସାରାଦେଶ କରୋନା ପାଇଁ ଲକ୍‌ଡାଉନ ଥିବା ବେଳେ କେତେକ ଲୋକ ଗଳାବାଟ ଦେଇ ଆଇନ ଉଲ୍ଲଂଘନ କରିବାକୁ ପଛାଉନାହାନ୍ତି। କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର…

ଧିମେଇଲା ଭାରତର ‘ଆନିମଲ ସ୍ପିରିଟ୍‌’

  ନୂଆଦିଲ୍ଲୀ,୨୫।୪: କୌଣସି ଅର୍ଥ ବ୍ୟବସ୍ଥାରେ କାର୍ଯ୍ୟ ଆରମ୍ଭ ଲାଗି ନିବେଶକଙ୍କ ମଧ୍ୟରେ ରହିଥିବା ଆତ୍ମବିଶ୍ୱାସ ଅନେକ ଗୁରୁତ୍ୱ ବହନକରେ। କିଛି ମାସର ବଜାର ସ୍ଥିତିକୁ ବିଚାରକରି…

ଏମ୍‌ଏସ୍‌ଏମ୍‌ଇ, ଅଣସଙ୍ଗଠିତ କ୍ଷେତ୍ରକୁ ମିଳିବ ପ୍ରାଥମିକତା

ନୂଆଦିଲ୍ଲୀ,୨୫।୪: କେନ୍ଦ୍ର ସରକାର କିଛି ବଛାବଛା କ୍ଷେତ୍ରକୁ ପ୍ୟାକେଜ ପ୍ରଦାନ କରିବା ଲାଗି ଯୋଜନା କରିଛନ୍ତି। ଏହି ପ୍ୟାକେଜ ଶୀଘ୍ର ଘୋଷଣା ହେବା ସମ୍ଭାବନା ରହିଛି। ଅଣୁ…

୧୦ ଲକ୍ଷ କୋଟି ଛୁଇଁପାରେ ଏନ୍‌ପିଏ

ନୂଆଦିଲ୍ଲୀ,୨୫।୪: କୋଭିଡ୍‌-୧୯ ମହାମାରୀ ଯୋଗୁ ଭାରତୀୟ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା ଅନାଦାୟ ଋଣ(ଏନ୍‌ପିଏ) ବୃଦ୍ଧି ଘଟି ୧୦ ଲକ୍ଷ କୋଟି ଟଙ୍କା ଛୁଇଁବା ନେଇ ଆଶଙ୍କା କରାଯାଇଛି। ମହାମାରୀ…

ଆରଡ଼ିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଆରଡି,୨୫ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲାର ଆରଡି ପୀଠ ସମେତ ଏହାର ଆଖପାଖ ଅଞ୍ଚଳରେ ୬୦ ଘଣ୍ଟିିଆ ଶଟ୍‌ଡାଉନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛିା ଗୁରୁବାର ଆରଡି ଫାଣ୍ଡି ପୋଲିସ ଆରଡି,…