ମୋରାଟୋରିୟମ ସୁବିଧା ଦେଲା ବଜାଜ ଫାଇନାନ୍ସ

ଭୁବନେଶ୍ୱର,୨୪।୪: ବଜାଜ ଫାଇନାନ୍ସ ପକ୍ଷରୁ ଏହାର ଗ୍ରାହକଙ୍କ ଲାଗି କୋଭିଡ୍‌-୧୯ ମୋରାଟୋରିୟମ ସୁବିଧା ପ୍ରଦାନ ସମ୍ପର୍କରେ ଘୋଷଣା କରାଯାଇଛି। ଭଲ ଟ୍ରାକ୍‌ ରେକର୍ଡ ଥିବା ଗ୍ରାହକଙ୍କୁ ଋଣ…

କରୋନା ଯୋଦ୍ଧାଙ୍କୁ ଓଜିବିକେଏସ୍‌ର ସମର୍ଥନ

ଭୁବନେଶ୍ୱର,୨୪।୪: କରୋନା ବିରୋଧରେ ଲଢୁଥିବା ବ୍ୟକ୍ତିବିଶେଷଙ୍କୁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି) ପକ୍ଷରୁ ସମର୍ଥନ କରାଯାଇଛି। କରୋନା ଯୋଦ୍ଧାଙ୍କୁ ସମର୍ଥନ ଜଣାଇ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀମାନେ ସଲିଡାରିଡି…

ତନିସ୍କ ପକ୍ଷରୁ ଅକ୍ଷୟ ତୃତୀୟା ଅନ୍‌ଲାଇନ

ଭୁବନେଶ୍ୱର,୨୪।୪: ତନିସ୍କ ପକ୍ଷରୁ ଚଳିତ ବର୍ଷ ଅକ୍ଷୟ ତୃତୀୟା ଅନ୍‌ଲାଇନ ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଏହି ଅଫର ୨୭ ଏପ୍ରିଲ ଯାଏ ଏହାର ଇ-କମର୍ସ…

ଏଫ୍‌ଡିଆଇ ଲାଗି ଉତ୍କୃଷ୍ଟ ସମୟ

ଓ୍ବାଶିଂଟନ,୨୪।୪: କୋଭିଡ୍‌-୧୯ ଲାଗି ବର୍ତ୍ତମାନ ଚ୍ୟାଲେଞ୍ଜିଂ ସ୍ଥିତି ସୃଷ୍ଟି ହୋଇଛି। ଭାରତ ସମେତ ସାରା ବିଶ୍ୱ ଏବେ ଲକ୍‌ଡାଉନ ଯୋଗୁ ବିଭିନ୍ନ ସମସ୍ୟା ସୃଷ୍ଟି ହେଉଛି। ଦେଶର…

ଭାରତକୁ ରେମିଟାନ୍ସ କମିବ

ଓ୍ବାଶିଂଟନ,୨୪।୪: କୋଭିଡ୍‌-୧୯ ଯୋଗୁ ଏବେ ସାରା ବିଶ୍ୱରେ ମାନ୍ଦାବସ୍ଥା ସ୍ଥିତି ଉପୁଜିଛି। ଫଳରେ ବିଦେଶରେ ରହୁଥିବା ଭାରତୀୟମାନଙ୍କ ରେମିଟାନ୍ସ (ପ୍ରେରିତ ଅର୍ଥ) ୨୩% କମିବ ବୋଲି ଆଶଙ୍କା…

ମୁକେଶ ପୁଣି ହେଲେ ଏସିଆର ସବୁଠୁ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୨୪।୪: ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଜିଓ ସହ ଫେସ୍‌ବୁକ୍‌ର ଚୁକ୍ତି ହେବା ପରେ ଅମ୍ବାନୀ ପୁଣି ଥରେ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ସ୍ଥାନକୁ ଫେରିଛନ୍ତି।…

କଣ୍ଟେନମେଣ୍ଟ ମୁକ୍ତ ହେଲା ରାଜଧାନୀ

ଭୁବନେଶ୍ବରର ସମସ୍ତ କଣ୍ଟେନମେଣ୍ଟ ଜୋନ୍‌ ତଥା ଆବଦ୍ଧାଞ୍ଚଳ ବମିଖାଲ, ସତ୍ୟନଗର ଓ ସୂର୍ଯ୍ୟନଗରୁ ଆବଦ୍ଧାଞ୍ଚଳ କଟକଣା ହଟାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ଜାରି କରାଯାଇଥିବା…

ଗୋମାଂସ ଚାଲାଣ, ୨ ଗିରଫ

ଆର.ଉଦୟଗିରି,୨୩ା୪(ଡି.ଏନ.ଏ.)-ଆର.ଉଦୟଗିରି ଥାନା ରଣାଲଇ ଗ୍ରାମରୁ ବୁଧବାର ଗୋମାଂସ ଚାଲାଣ କରୁଥିବା ଅଭିଯୋଗରେ ବାଇକ୍‌ ସହ ୨ ଜଣକୁ ପୋଲିସ ଗିରଫ କରିଛି। ସେମାନେ ହେଲେ ରଣାଲଇ ଗ୍ରାମର…

ପୋଲିସକୁ ମାଡ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଆର.ଉଦୟଗିରି,୨୩ା୪(ଡି.ଏନ.ଏ.)- ଲକ୍‌ଡାଉନ ଲାଗୁହେବାପରେ ଗତ ୧୪ ତାରିଖରେ ଅଡବା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ କେତେକ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ମୋହନା ଓ ଅଡବା ପୋଲିସ ୧୬…

ବାର୍‌ହା ଆକ୍ରମଣରେ ଯୁବକ ଗୁରୁତର

ବାଲିଗୁଡ଼ା,୨୩ା୪(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କୋଟଗଡ଼ ବ୍ଲକ ମାଦାଗୁଡା ଗ୍ରାମର ରବି ମଲ୍ଲିକ ବାର୍‌ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ନିକଟସ୍ଥ କାଜୁ ବଗିଚାରେ କାମସାରି ଫେରିବାବେଳେ ସେ ବାର୍‌ହା…