ନୂଆଦିଲ୍ଲୀ,୧୯-୩: କରୋନା ପ୍ରଭାବକୁ ନଜରରେ ରଖି ବିମାନ କମ୍ପାନୀଗୁଡିକ ଅନ୍ତର୍ଜାତୀୟ ଉଡାଣକୁ ବାତିଲ କରୁଛନ୍ତି। ମଙ୍ଗଳବାର ଗୋଏୟାର ଏଭଳି ନିଷ୍ପତ୍ତି ନେଇଥିବା ବେଳେ ବୁଧବାର ଏହି ଧାରାରେ…
ଭୁବନେଶ୍ୱର,୧୯।୩ (ବ୍ୟୁରୋ): ମହାମାରୀ କରୋନାର ସଫଳ ମୁକାବିଲା ପାଇଁ ପରସ୍ପରଠାରୁ ଦୂରତା ବଜାୟ ରଖିବା ଅତ୍ୟନ୍ତ ଜରୁରୀ। ଏହି ପରିପ୍ରେକ୍ଷୀରେ ପୋଲିସ କମିଶନରଙ୍କ ସମସ୍ତ କୋର୍ଟ ବନ୍ଦ…
ନୂଆଦିଲ୍ଲୀ,୧୯-୩: ଅର୍ଥ ବ୍ୟବସ୍ଥା ତଥା ବାଣିଜ୍ୟ ଏବଂ କାରବାର ଉପରେ କରୋନା ପ୍ରଭାବକୁ କମ୍ କରିବା ଲାଗି ଏସିଆନ୍ ଡେଭଲପମେଣ୍ଟ ବ୍ୟାଙ୍କ ପକ୍ଷରୁ ୬.୫ ବିଲିୟନ ଡଲାରର…
କଟକ ଅଫିସ,୧୯।୩: କରୋନା ଭୂତାରୁ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକ ସ୍ଥଳେ ହୋଟେଲ ରୁମ୍କୁଗୁଡ଼ିକୁ ଆଇସୋଲେଶନ୍ ୱାର୍ଡ ଭାବେ ବ୍ୟବହାର କରାଯିବ। ହୋଟେଲ ରୁମରେ ରହୁଥିବା ବ୍ୟକ୍ତିବିଶେଷ…
ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଘାଟିକିଆସ୍ଥିତ ବନ ବିଭାଗରେ ଟ୍ରେନିଂ ନେଉଥିବା ସହକର୍ମୀ ଯୁବତୀଙ୍କୁ ଏକତରଫା ପ୍ରେମ ନିବେଦନ କରି ହଇରାଣ କରୁଥିବା ଯୁବକଙ୍କୁ ପୋଲିସ…
ମୁମ୍ବାଇ, ୧୯।୩ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଡେଭ୍ଲପମେଣ୍ଟ ଅମ୍ପାୟର ପ୍ୟାନେଲରେ ଦୁଇଜଣ ଭାରତୀୟ ମହିଳା ଅମ୍ପାୟର ସ୍ଥାନ ପାଇଛନ୍ତି। ସୋମାନେ ହେଲେ ମୁମ୍ବାଇର ବିନ୍ଦ୍ରା…
ଭୁବନେଶ୍ୱର,୧୯।୩ (ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜିନଗରସ୍ଥିତ ରଙ୍ଗିଲା ବାର୍ରେ ବୁଧବାର ବିଳମ୍ବିତ ରାତିରେ ପୋଲିସ ଚଢାଉ କରି ୧୦ଜଣ ଯୁବତୀଙ୍କୁ ଉଦ୍ଧାର କରିଛି। କରୋନା ସଂକ୍ରମଣ…
ନୂଆଦିଲ୍ଲୀ,୧୯-୩: ସେବା ଯୋଗାଣକୁ ପୁଣି ଥରେ ଶୁଭାରମ୍ଭ କରାଯାଇଥିବା ୟେସ୍ ବ୍ୟାଙ୍କ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଫଳରେ ଗ୍ରାହକମାନେ ବ୍ୟାଙ୍କର ବିଭିନ୍ନ ସେବା ପୂର୍ବବତ ଲାଭ…
ନୂଆଦିଲ୍ଲୀ,୧୯-୩: କରୋନା ପ୍ରଭାବକୁ କମ୍ କରିବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୭୪ ଲକ୍ଷ କୋଟି ଟଙ୍କାର ଏକ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ମଧ୍ୟରୁ…
କଟକ ରୋଡ,୧୯।୩ (ଡି.ଏନ୍.ଏ.): କରୋନା ଗୀତକୁ କେନ୍ଦ୍ରକରି ମଙ୍ଗଳବାର ରାଜଧାନୀର ଏକ ପେଟ୍ରୋଲ ପମ୍ପରେ ଯୁବତୀ ଓ ଯୁବକମାନଙ୍କ ମଧ୍ୟରେ ମାରପିଟ୍ ହୋଇଛି। ଏହି ଘଟଣାରେ ବଡ଼ଗଡ଼…