୫ ବାଂଲାଦେଶ ଫେରନ୍ତାଙ୍କ ହେଲା ମେଡିକାଲ ଯାଞ୍ଚ

କୋରୁକୋଣ୍ଡା,୧୮ା୩(ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିତାପାରି-୩ ପଞ୍ଚାୟତ ଅନ୍ତର୍ଗତ ଏମଭି-୧୦୪ ଗ୍ରାମର ଗୋଟିଏ ପରିବାରର ୫ ଜଣ ସଦସ୍ୟ ବିଦେଶ ଯାଇ ଫେରିଥିବାରୁ ସେମାନଙ୍କୁ ସନ୍ଦେହରେ…

କରୋନା ପାଇଁ ସଚେତନ କରୁଛନ୍ତି ଡାକ୍ତରୀ ଟିମ୍‌

ମାଥିଲି/ଗୋବିନ୍ଦପଲି,୨୮।୩(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଞ୍ଚଳର ବିଭିନ୍ନ ଆଦିବାସୀପଡା ଗ୍ରାମରେ ବୁଧବାର ଡାକ୍ତରୀଦଳ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିଛନ୍ତି। ଆଦିବାସୀ ଗ୍ରାମଗୁଡିକରେ ଘରକୁ ଘର…

ଖେଳାଳିଙ୍କ ନିରାପତ୍ତା ସହ ବୁଝାମଣା କରାଯାଇଥିଲା: ସାଇନା

ନୂଆଦିଲ୍ଲୀ,୧୮।୩(ପି.ଟି.): ଭାରତୀୟ ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ନେହ୍ବାଲ ଗତ ସପ୍ତାହରେ ଖେଳାଯାଇଥିବା ଅଲ ଇଂଲଣ୍ଡ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ର ଆୟୋଜନ ନେଇ ପ୍ରଶ୍ନ ଉଠାଇଛନ୍ତି। ଖେଳାଳିଙ୍କ ନିରାପତ୍ତାକୁ…

କାଉଣ୍ଟି ଖେଳିବେ ହନୁମା

ନୂଆଦିଲ୍ଲୀ, ୧୮।୩ (ପି.ଟି.): ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମାରାତ୍ମକ କରୋନା ଭାଇରସ୍‌ ଲାଗି ପ୍ରାୟ ସମସ୍ତ ଖେଳ ବାତିଲ ହୋଇସାରିଛି। ଏହି ଅବସରରେ ଖେଳାଳିମାନେ ଘରେ…

ଦୁର୍ନୀତିର ତଦନ୍ତ ନ ହେଲେ ଆନ୍ଦୋଳନ

ଜଳେଶ୍ୱର,୧୮।୩(ସ୍ବ.ପ୍ର.):  ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ସୁଦର୍ଶନ ଦାସଙ୍କ ନେତୃତ୍ୱରେ…

ଇଂଲଣ୍ଡରୁ ଫେରିଲେ ଟିଏମ୍‌ସି ଏମ୍‌ପି: ଏବେ ପରିବାରଠାରୁ ୭ଦିନ ଯାଏଁ ରହିବେ ଅଲଗା

କୋଲକାତା,୧୮।୩: କୋଲକାତାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ମଙ୍ଗଳବାର ଇଂଲଣ୍ଡରୁ ଭାରତକୁ ଫେରିଛନ୍ତି। କୋଲକାତା ବିମାନବନ୍ଦରରେ ପହଞ୍ଚିବା ପରେ ମିମିଙ୍କୁ…

କରୋନା କରାଇଦେଲା ପାସ୍‌

ଲକ୍ଷ୍ନୌ,୧୮।୩: ସାରା ଦେଶରେ କରୋନା ଭାଇରସ୍‌କୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହି ପ୍ରକୋପରୁ ବର୍ତ୍ତିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଏକତ୍ରିତ ହୋଇ…

ବଢ଼ୁଛି ସଂକ୍ରମିତ ଆଶଙ୍କା: ଏ ସବୁ ଖାଦ୍ୟ ଖାଇ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାନ୍ତୁ

କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଏହାକୁ ନେଇ ଦେଶ ତଥା ରାଜ୍ୟ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଛି। ମାସ୍କ…

କରୋନା ଚିନ୍ତାରୁ ଦୂରେଇବା ପାଇଁ ମାଧୁରୀଙ୍କ ଗୀତରେ ନୃତ୍ୟକଲେ ବିଦେଶୀ ମହିଳା

କରୋନା ଭୟରେ ଅଧିକାଂଶ ଦେଶର ଲୋକେ ଘରୁ ବାହାରିବା ବନ୍ଦ କରିଦେଲେଣି। ଏତିକିବେଳେ ଜର୍ମାନର ଜଣେ ମହିଳା କରୋନା ଚିନ୍ତାରୁ ମୁକୁଳିବା ପାଇଁ ଏକ ଖାସ୍‌ ଉପାୟ…

ଚିକିତ୍ସା କରୁଥିବା ଡାକ୍ତର କରୋନାରେ ସଂକ୍ରମିତ

ଲକ୍ଷ୍ନୌ,୧୮।୩: ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌କୁ ରୋକିବା ପାଇଁ ସବୁ ଦେଶ ଯଥା ସମ୍ଭବ ଉଦ୍ୟମ ଚଳାଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ ସରକାର ସ୍କୁଲ,…