ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ୮ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଯାଇପାରୁ ନାହାଁନ୍ତି ଶୌଚାଳୟ: ପିନ୍ଧୁଛନ୍ତି ଆଡଲ୍ଟ ଡାଏପର

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ନିୟୋଜିତ ହୋଇଥିବା ଡାକ୍ତର ନିଜ ଜୀବନକୁ ତୁଛ ମଣି କାର୍ଯ୍ୟ କରୁଛନ୍ତି। ଏପରିସ୍ଥଳେ କେତେକ ସ୍ଥାନରେ ସେମାନଙ୍କୁ ସାଧାରଣ ଲୋକେ…

କରୋନା ପରୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୩।୪: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣ ସ୍ବାମୀ ଗୁରୁବାର କରୋନା ଟେଷ୍ଟ କରିଛନ୍ତି। ତାଙ୍କ ସହ ବିଧାନସଭା ବାଚସ୍ପତି ଭିପି ଶିବକୋଲୁଣ୍ଡୁ, ବିଧାନସଭାର ସମସ୍ତ ମନ୍ତ୍ରୀ,ବିଧାୟକ ଓ…

ପେଟ୍ରୋଲ ପମ୍ପରେ ଷ୍ଟାଫ୍‌, ଭାରୀଯାନ ଚାଳକଙ୍କ ସ୍କ୍ରିନିଂ ବାଧ୍ୟତାମୂଳକ; ବିନା ମାସ୍କରେ ପକାଇ ପାରିବେନି ତେଲ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୩।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ଥିବା ସମସ୍ତ ପେଟ୍ରୋଲ ପମ୍ପ ପାଇଁ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ନୂତନ ନିର୍ଦ୍ଦେଶନାମା…

ବାରିପଦା, ବଲାଙ୍ଗୀରରେ କୋଭିଡ୍‌-୧୯ ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୩ା୪: ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାର ପ୍ରଭାବରେ ସାରା ବିଶ୍ବରେ ଆତଙ୍କ ଖେଳିଯାଇଛି। ତେବେ ଭାରତରେ କରୋନା ଆକ୍ରାନ୍ତଙ୍କ…

ହଂସପୁର ଗ୍ରାମରେ ୭୦୦ଶହ ଲୋକଙ୍କ ପାଇଁ ଚାଲିଥିଲା ଭୋଜି: ଖାଇବାକୁ ବସିବା ବେଳେ ପ୍ରଶାସନର ଚଢ଼ାଉ, ଛତ୍ରଭଙ୍ଗ କଲେ ଲୋକେ

ଛତ୍ରପୁର, ୨୩।୪(ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତ ଅଧୀନ ହଂସପୁର ଗାଁରେ ବୁଧବାର ରାତିରେ ୭୦୦ ଲୋକଙ୍କ ପାଇଁ ଭୋଜି ରନ୍ଧା ସରିଥିଲା। ଏପରିକି ଲୋକେ…

ଗରିବ ପରିବାରକୁ ଶୁଖିଲା ଖାଦ୍ୟ ବାଣ୍ଟିଲେ ବିଡିଓ

ଶେରଗଡ଼,୨୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାରଠାରୁ ଗରିବ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବରମୁଣ୍ଡଳୀ ଓ ଧବଲପୁର ପଞ୍ଚାୟତରେ ଏହି ଶୁଖିଲା ଖାଦ୍ୟ…

CORONAVIRUS UPDATE: ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍‌ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଥିବା…

ଅନ୍ୟ ଜିଲାରୁ ଚୌଦ୍ୱାର ଫେରୁଛନ୍ତି ଲୋକେ: ସଚେତନ ହେଲେ, କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଆସିଲେ

ଚୌଦ୍ୱାର,୨୩।୪(ଡି.ଏନ୍‌.ଏ.): କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବାହାରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ଡାକ୍ତରୀ ପରୀକ୍ଷା କରାଇ ସ୍ଥାନୀୟ କ୍ୱାରେଣ୍ଟାଇନ ସେଣ୍ଟରରେ ରଖିବା ବ୍ୟବସ୍ଥା ସରକାରଙ୍କ ତରଫରୁ…

କରୋନା ଭାଇରସ: ଯେ କୌଣସି ଅଙ୍ଗକୁ କରିପାରେ ଆକ୍ରାନ୍ତ, ହୃଦରୋଗୀଙ୍କ ପାଇଁ ଅଧିକ ବିପଦ

ଜୁରିଚ୍‌,୨୩।୪: କରୋନା ଭାଇରସ କେବଳ ଫୁସ୍‌ପୁସ୍‌କୁ ନୁହେଁ ରକ୍ତ ମାଧ୍ୟମରେ ଖୁବ୍‌ଶୀଘ୍ର ଅନ୍ୟ ଅଙ୍ଗକୁ ମଧ୍ୟ ସଂକ୍ରମଣ କରିପାରେ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ସ୍ବିଜରଲାଣ୍ଡର ଜୁରିଚ୍‌ ବିଶ୍ୱବିଦ୍ୟାଳୟର…

ଗରିବ-ଦିନମଜୁରିଆ-ଚାଷୀମୁଲିଆଙ୍କୁ ମିଳୁ ୭୫୦୦ଟଙ୍କା କରୋନା ସହାୟତା: ସୋନିଆ

ନୂଆଦିଲ୍ଲୀ,୨୩।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଗରିବ, ଦିନ ମଜୁରିଆ ଏବଂ ଚାଷୀ ମୁଲିଆଙ୍କ ଉପରେ…