କରୋନା ସହିତ ଲଢ଼ିବା ଲାଗି ଉପଯୁକ୍ତ ମତାମତ ଦେଲେ ପୁରସ୍କାର ମିଳିବ ଲକ୍ଷେ ୭୫ ହଜାର: ମୋଦି

ନୂଆଦିଲ୍ଲୀ,୧୮।୩: କରୋନା ଭାରତରେ ଆତଙ୍କ ସୃଷ୍ଟି କରିଛି। ତେବେ ସରକାର ଏହାର ମୁକାବିଲା କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି। କରୋନା ସହିତ ଲଢ଼ିବା ଲାଗି ଉପଯୁକ୍ତ ମତାମତ…

ହୋର୍ଡିଂରେ ଖିଲାପକାରୀଙ୍କ ନାଁ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ବର୍ଷବର୍ଷ ଧରି ହୋଲଡିଂ ଟ୍ୟାକ୍ସ ଦେଇ ନ ଥିବା ୩୪୩ଜଣ ବଡ଼ ଖିଲାପକାରୀଙ୍କ ତାଲିକା ରାଜଧାନୀର ବିଭିନ୍ନ ରାସ୍ତା ପାର୍ଶ୍ୱରେ ଥିବା ବଡ଼ ହୋର୍ଡ଼ିଂରେ…

କରୋନା ଭୟ: ଭିତ୍ତିଭୂମି ସଜାଡୁଛି ଏସ୍‌ସିବି

କଟକ ଅଫିସ,୧୮ା୩: ଏସ୍‌ସିବି ମେଡିକାଲରେ କରୋନା ମୁକାବିଲା ପାଇଁ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦିଆଯାଇଛି। ସନ୍ଦିଗ୍ଧ କିମ୍ବା ଆକ୍ରାନ୍ତ ରୋଗୀ ଆସିଲେ ସେମାନଙ୍କୁ କିଭଳି ସେବା ଯୋଗାଇ…

ସତର୍କତା, ସଚେତନତା ନେଇ ବିଏମ୍‌ସିର ଚଢ଼ାଉ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟାପକ ସଚେତନତା କରୁଛି। ହୋଟେଲ, ଘରୋଇ ହସ୍ପିଟାଲ, ଶିକ୍ଷାନୁଷ୍ଠାନ, କୋଚିଂ, ମଲ୍‌, ହାଟ,…

୮୦୦ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୧୮-୩ : ଦେଶର ପୁଞ୍ଜିବଜାରରେ କରୋନା ଆତଙ୍କ ଲାଗି ରହିଛି। ମଙ୍ଗଳବାର ମଧ୍ୟ ସେନ୍‌ସେକ୍ସରେ ଏହାର ନକାରାତ୍ମକ ପ୍ରଭାବ ପରିଲକ୍ଷିତ ହୋଇଛି। କରୋନା ଯୋଗୁ ମାନ୍ଦାବସ୍ଥା ସ୍ଥିତି…

ଭୁଟାନ ରାଜାଙ୍କ ପରାମର୍ଶ ନେଇ ପୃଥିବୀ ସାରା ଚର୍ଚ୍ଚା

ଥିମ୍ପୁ,୧୮।୩: ଭୁଟାନର ରାଜା ଜିଗ୍‌ମେ ଖେସାର ନାମଗେୟଲ ଓ୍ବାଙ୍ଗଚୁକ୍‌ ଗତ ଫେବୃୟାରୀ ୨୧ରେ ନିଜ ୪୦ ତମ ଜନ୍ମଦିନ ପାଳନ ଅବସରରେ ଦେଶବାସୀଙ୍କୁ ବୃକ୍ଷଚାରା ରୋପଣ ପାଇଁ…

ଯାତ୍ରୀ ହ୍ରାସ ଯୋଗୁ ବାତିଲ ହେଉଛି ଟ୍ରେନ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮-୩ :ପୂର୍ବତଟ ରେଳପଥ ଯାତ୍ରୀ ପରିବହନ କ୍ଷେତ୍ରରେ ବୃହତ୍‌ ସଂଖ୍ୟାରେ ହ୍ରାସ ଘଟିଛି। ଲୋକମାନେ ବୁକିଂ କରିଥିବା ସେମାନଙ୍କ ଟିକେଟ ବାତିଲ କରି ଦେଉଛନ୍ତି। ଗତ ୬…

୨ ସପ୍ତାହରେ ୨ କମ୍ପାନୀର ଶୁଭ କାର୍ଯ୍ୟକ୍ରମ ସ୍ଥଗିତ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୩: କଳିଙ୍ଗନଗର ଶିଳ୍ପାଞ୍ଚଳରେ ଗତ ୨ ସପ୍ତାହ ମଧ୍ୟରେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ୨ କାରଖାନା ଶୁଭ ଦେଇ ନ ପାରି ଫେରିଯାଇଛି।…

ସତର୍କ ରହିବାକୁ ବିମାନ କମ୍ପାନୀଙ୍କୁ ଡିଜିସିଏ ନିର୍ଦ୍ଦେଶ

ମୁମ୍ବାଇ,୧୮-୩: କରୋନା ଲାଗି ସତର୍କ ରହିବାକୁ ବିମାନ ଚଳାଚଳ କ୍ଷେତ୍ର ନିୟାମକ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ବିମାନ କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଇଛି। ପ୍ରତି ୨୪…

ଘରୁ କାମ କରିବେ ଫୋର୍ଡର ୧୦ ହଜାର କର୍ମଚାରୀ

ମୁମ୍ବାଇ,୧୮-୩: କରୋନା ଯୋଗୁ ଅଟୋମୋବାଇଲ ଶିଳ୍ପରେ ପ୍ରତିଷେଧମୂଳକ ବ୍ୟବସ୍ଥା ଆରମ୍ଭ ହୋଇଛି। ଆମେରିକା ଭିତ୍ତିକ ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଫୋର୍ଡ ଏହାର ୧୦ ହଜାର କର୍ମଚାରୀଙ୍କୁ ଘରୁ…