ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦିନକର ଦରମା ଦେଲେ ଶିକ୍ଷା ବିଭାଗ କର୍ମଚାରୀ

ନୂଆପଡା ଅଫିସ, ୨୧।୪-କୋଭିଡ-୧୯କୁ ମୁକାବିଲା କରିବାକୁ ନୂଆପଡା ଜିଲା ଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ସମସ୍ତ ଶିକ୍ଷକ, କର୍ମଚାରୀ ଏବଂ ଅଧିକାରୀ ଆଗକୁ ଆସିଛନ୍ତି। ସେମାନେ ନିଜର…

ଜୀବନ ବିନ୍ଦୁ କାର୍ଯ୍ୟକ୍ରମ: ୩୦ୟୁନିଟ ରକ୍ତ ସଂଗ୍ରହ

ଟିଟିଲାଗଡ଼, ୨୧।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେଇଛି। ରକ୍ତ ଅଭାବ ଦୂର ଲାଗି ରାଜ୍ୟ ମହିଳା ଓ ଶିଶୁ…

କ୍ଷତିଗ୍ରସ୍ତ ଧାନଜମି ବୁଲି ଦେଖିଲେ କୃଷି ଅଧିକାରୀ

ଜୁନାଗଡ,୨୧।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଦକ୍ଷିଣ କେନାଲ ଅନ୍ତର୍ଗତ ଜୁନାଗଡ ବ୍ଲକ ତଳଜାରିଙ୍ଗ ପଞ୍ଚାୟତରେ କେନାଲ ପାଣି ତଳମୁଣ୍ଡରେ ପହଞ୍ଚି ପାରି ନ ଥିବାରୁ ରବିଧାନ ଫସଲ…

କାଠ ବୋଝେଇ ଟ୍ରାକ୍ଟର ଜବତ୍‌, ଜଣେ ଗିରଫ

ଖପ୍ରାଖୋଲ, ୨୧ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ହରିଶଙ୍କର ରେଞ୍ଜ ସାନ ବାଂଜିପାଲି ଗାଁ ନିକଟରେ ଜଙ୍ଗଲ ବିଭାଗ ଚଢାଉ କରି ସୋମବାର ବିଳମ୍ବିତ ରାତିରେ ଖଇର କାଠ ବୋଝେଇ…

ମ୍ୟୁନିସିପାଲିଟି କରୋନା ଯୋଦ୍ଧାଙ୍କୁ ଔଷଧ ବ୍ୟବସାୟୀ ସଂଘର ସହାୟତା

ବଲାଙ୍ଗୀର ଅଫିସ, ୨୧ା୪: କରୋନା ସଂକ୍ରମଣକୁ ଖାତିର ନ କରି ଲକ୍‌ଡାଉନ୍‌ ସମୟରେ ଜନସାଧାରଣଙ୍କୁ ସେବା ଯୋଗାଇ ଆସୁଥିବା ମ୍ୟୁନିସିପାଲିଟି କର୍ମଚାରୀଙ୍କୁ ବଲାଙ୍ଗୀର ଔଷଧ ବ୍ୟବସାୟୀ ସଂଘ…

ବଡ଼ଚଣା ଥାନାବାବୁଙ୍କ ପାଇଁ ଥାନାରେ ସେବାୟତ, ନୋଟିସ୍‌ ଦେଇ ଛାଡ଼ିିଲା ପୋଲିସ

ପୁରୀ ଅଫିସ,୨୧ା୪:  କୋଭିଡ୍‌-୧୯ ନିର୍ଦ୍ଦେଶାବଳୀ ଉଲ୍ଲଂଘନ କରି ନିଲମ୍ବିତ ଯାଜପୁର ଜିଲା ବଡ଼ଚଣା ଥାନାଧିକାରୀ ଦୀପକ କୁମାର ଜେନାଙ୍କୁ ସପରିବାର ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ନେବା ସେବାୟତ…

ବିପତ୍ତି ବେଳେ ବିକୃତ ମାନସିକତା: ୧୦୪ ନଂକୁ ଆସୁଛି ଫେକ୍‌ କଲ୍‌, ମହିଳା କର୍ମଚାରୀଙ୍କୁ କରୁଛନ୍ତି ଅଶାଳୀନ ବ୍ୟବହାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଗୋଟିଏ ପଟେ କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଆକ୍ରାନ୍ତଙ୍କୁ ଶୀଘ୍ର ଚିହ୍ନଟ କରାଯିବା…

ତହସିଲ, ଏନ୍‌ଏସି ଓ ପୋଲିସ ପ୍ରଶାସନ ପକ୍ଷରୁ ସଚେତନତା

ଗଞ୍ଜାମ,୨୧ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ରାଜ୍ୟ ଓ ଜିଲା ପ୍ରଶାସନ ରାତିଦିନ ଏକ କରିଦେଇଛନ୍ତି l ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡା ଆଭିମୁଖ୍ୟ…

କୋଭିଡ-୧୯: ୩.୩ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କଲେ ଗଲ୍ଫର ଅର୍ଜୁନ

ନୂଆଦିଲ୍ଲୀ,୨୧।୪ (ପି.ଟି.): କୋଭିଡ୍‌-୧୯ ମୁକାବିଲା ପାଇଁ ଯୁବ ଗଲ୍ଫର ଅର୍ଜୁନ ଭଟ୍ଟି ପ୍ରୟାସ ଜାରି ରଖିଛନ୍ତି। ସେ ୩.୩ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛନ୍ତି। ନିଜର…

ବିଦ୍ୟୁତ କର୍ମଚାରୀଙ୍କ ପାଇଁ ପ୍ରୋତ୍ସାହନ ଦାବି କଲା ସଂଘ

ଭୁବନେଶ୍ୱର,୨୧।୪(ବ୍ୟୁରୋ)- ସାରା ମାନବ ସମାଜ କରୋନା ମୁକାବିଲାରେ ଲାଗିପଡିଛି। ଏହି ଲଢେଇରେ ବିଦ୍ୟୁତ ବିଭାଗର ବହୁତ ଅବଦାନ ରହିଛି। ଏହା କେବଳ ଜରୁରୀ ନୁହେଁ, ଅତ୍ୟନ୍ତ ଆବଶ୍ୟକତା…