ବିଦେଶାଗତଙ୍କ ଉପରେ ନଜର: ମାର୍ଚ୍ଚ ୪ ପରେ ଆସିଥିବା ବ୍ୟକ୍ତିଙ୍କୁ ୪୮ ଘଣ୍ଟା ମହଲତ,ନାମପଞ୍ଜୀକରଣ କଲେ ମିଳିବ ୧୫ ହଜାର ଟଙ୍କା

ଭୁବନେଶ୍ୱର,୧୬।୩(ବ୍ୟୁରୋ)- ବିଦେଶରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଛି। ସେମାନେ ପହଞ୍ଚିବାର ୨୪ ଘଣ୍ଟା ମଧ୍ୟରେ ଟୋଲ୍‌ ଫ୍ରି ନମ୍ବର ୧୦୪କୁ କଲ୍‌ କରି…

ବାଇକ୍‌ରୁ ପଡ଼ି ୨ ଜଣଙ୍କ ଜୀବନ ଗଲା

କପ୍ତିପଦା,୧୬ା୩(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ନେଦାମ ନିକଟରେ ସୋମବାର ଅପରାହ୍ନ ୪ଟାରେ ଏକ ବାଇକ୍‌ରୁ ପଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ…

ପାଣିରେ ବୁଡ଼ି ୩ ଜଣଙ୍କ ସଲିଳ ସମାଧି

ଭଦ୍ରକ ଅଫିସ/ବାସୁଦେବପୁର, ୧୬।୩(ଡି.ଏନ.ଏ.)- ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ସନିଆ ସାବରଙ୍ଗ ଓ ବାସୁଦେବପୁର ବ୍ଲକ ଆର୍ତ୍ତୁଂ ଗ୍ରାମରେ ସୋମବାର ପାଣିରେ ବୁଡ଼ି ୩ ବାଳକଙ୍କ…

ବସ୍‌ରେ ଲାଗିଲା କଟକଣା: ଯାତ୍ରୀଙ୍କୁ ଛିଡ଼ା କରି ନେଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୬।୩ (ବ୍ୟୁରୋ)-କରୋନା ଭୂତାଣୁକୁ ନେଇ ସମଗ୍ର ବିଶ୍ୱ ଆତଙ୍କିତ। ଭାରତରେ ଏହି ଭୂତାଣୁ କାୟା ବିସ୍ତାର କରିଚାଲିଛି। ପରିସ୍ଥିତି ଯେପରି ଅଣାୟତ୍ତ ନ ହେବ ସେ ନେଇ…

ମୟୂରଭଞ୍ଜ: ବିଦେଶ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ବାରିପଦା ଅଫିସ, ୧୬ା୩- ବିଶ୍ୱ ବ୍ୟାପୀ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା…

ଚଡ଼କମେଳା ହେବା ନେଇ ଅନିଶ୍ଚିତତା

ଭୋଗରାଇ, ୧୬।୩(ଡି.ଏନ.ଏ.)-ଚୈତ୍ର ମାସ ହେଉଛି ଶିବଙ୍କ ବିବାହ ମାସ। ଏହି ମାସରେ ଶିବଙ୍କୁ ଆରାଧନା କଲେ ମହାପୁଣ୍ୟ ମିଳିଥାଏ ବୋଲି କୁହାଯାଏ। ଏଥିନିମନ୍ତେ ବାଲେଶ୍ୱର ଜିଲା ଭୋଗରାଇର…

ଆଇପିଏଲ୍‌ କ୍ୟାମ୍ପ ସ୍ଥଗିତ

ନୂଆଦିଲ୍ଲୀ, ୧୬ା୩ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୮ଫ୍ରାଞ୍ଚାଇଜ୍‌ ସେମାନଙ୍କ ପ୍ରି-ଟୁର୍ନାମେଣ୍ଟ କ୍ୟାମ୍ପକୁ ବାତିଲ କରିଛନ୍ତି। କରୋନା ଭାଇରସ୍‌ ଆଶଙ୍କା ଲାଗି ବ୍ୟୟବହୁଳ ଇଭେଣ୍ଟକୁ ମାର୍ଚ୍ଚ ୨୯ରୁ…

ଫୁଟ୍‌ବଲ ଭାଷ୍ୟକାରଙ୍କ ଚିକିତ୍ସା ଲାଗି କ୍ରୀଡ଼ାମନ୍ତ୍ରୀଙ୍କ ସହାୟତା

ନୂଆଦିଲ୍ଲୀ, ୧୬।୩ (ପି.ଟି.)-ସ୍ବାସ୍ଥ୍ୟଜନିତ ସମସ୍ୟା ଦେଇ ଗତି କରୁଥିବା ଫୁଟ୍‌ବଲ ଭାଷ୍ୟକାର ତଥା ଐତିହାସିକ ନୋଭି କାପାଡିଆଙ୍କ ଚିକିତ୍ସା ଖର୍ଚ୍ଚ ଲାଗି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ…

ତାରାତାରିଣୀ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌ : ହେବନି ମୁଣ୍ଡନ

ପୁରୁଷୋତ୍ତମପୁର,୧୬।୩(ଡି.ଏନ୍‌.ଏ.): କରୋନା ଲାଗି ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପ୍ରଶାସନ ଅଙ୍କୁଶ ଲଗାଇଛି। ମୁଣ୍ଡନ କାର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରି…

ସେଲ୍‌ଫି ନେବାକୁ ପସନ୍ଦ କରନ୍ତିନି ଅନୁଷ୍କା

ସୁପରହିଟ୍‌ ଫିଲ୍ମ ‘ବାହୁବଳୀ’ରେ ଦେବସେନା ଚରିତ୍ରରେ ଅଭିନୟ କରି ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଅଭିନେତ୍ରୀ ହେଉଛନ୍ତି ଅନୁଷ୍କା ସେଠୀ। ତେବେ ଏହି ଅଭିନେତ୍ରୀଙ୍କ…