ଆଜି କମଲନାଥଙ୍କ ଶକ୍ତି ପରୀକ୍ଷା

ନୂଆଦିଲ୍ଲୀ/ଭୋପାଳ,୧୬।୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ଆସ୍ଥାଭୋଟର ସମ୍ମୁଖୀନ ହେବେ। ଏହା ପୂର୍ବରୁ ଭୋପାଳରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…

ନାଁ ଫୌଜି, କାମ ସେବା କରିବା

କେନ୍ଦୁଝର, ୧୬ା୩(ସ୍ବ.ପ୍ର.)- ଦେଶ ସୁରକ୍ଷା ଲାଗି ସେନା ବାହିନୀରେ ଯୋଗ ଦେବାକୁ ସେ ନେଇଥିଲେ ତାଲିମ । ତାଙ୍କ ଚିନ୍ତାଧାରା ଓ କର୍ମ ପରେ ତାଙ୍କ ଜୀବନର…

ଆନନ୍ଦପୁରରେ ପ୍ରଥମ କରୋନା ସନ୍ଦିଗ୍ଧ

ଘସିପୁରା/ଆନନ୍ଦପୁର, ୧୬।୩(ଡି.ଏନ.ଏ./ସ୍ବ.ପ୍ର.)-ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ରବିବାର ଜଣେ କରୋନା ସନ୍ଦିଗ୍ଧ ଯୁବକ ଚିକିତ୍ସିତ ହୋଇଛନ୍ତି। ଯୁବକ ଜଣଙ୍କ ଘର ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଉଁଶଗଡ଼ ଅଞ୍ଚଳରେ। ସେ…

କରୋନା ଭୟ: ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ…

ଗୃହିଣୀରୁ କ୍ଷୁଦ୍ର ଶିଳ୍ପୋଦ୍ୟୋଗୀ

ଭଦ୍ରକ ଅଫିସ,୧୬।୩-ଘରର ଚାରିକାନ୍ଥ ମଧ୍ୟରେ ଆଉ ସୀମିତ ହୋଇ ରହିନାହାନ୍ତି ମହିଳା। ପ୍ରତ୍ୟେକ କ୍ଷେତ୍ରରେ ସେମାନେ ଆଗରେ। ପାଠ ଠାରୁ ଆରମ୍ଭ କରି କ୍ରୀଡ଼ା ସବୁଠି ସେମାନେ…

ଆନ୍ଧ୍ରରେ ପୌର ନିର୍ବାଚନ ସ୍ଥଗିତ

ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ ୬…

ଜଙ୍ଗଲରୁ ଆଦିବାସୀଙ୍କ ଉଚ୍ଛେଦକୁ ବିରୋଧ

ଯଶୀପୁର,୧୬ା୩(ଡି.ଏନ୍‌.ଏ.)-ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଅସ୍ତକୁମାର ପଞ୍ଚାୟତର ବଳାରାମପୁରଠାରେ ଶନିବାର ବନବାସୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ଜଙ୍ଗଲ ଇଲାକାରେ ବସବାସ କରୁଥିବା ଆଦିବାସୀଙ୍କୁ ଉଚ୍ଛେଦ କରାଯିବା ସଂକ୍ରାନ୍ତ…

ପରଲୋକରେ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ

ବାରିପଦା ଅଫିସ, ୧୬ା୩- ଓଡ଼ିଆ ସିନେଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ(୬୪)ଙ୍କ ରବିବାର ହୃଦ୍‌ଘାତରେ ପରଲୋକ ଘଟିଛି। ସନ୍ଧ୍ୟାରେ ବାରିପଦା ଲାଲବଜାରସ୍ଥିତ ନିଜ ବାସଭବନରେ ଥିବା…

କୋଚି ବିମାନବନ୍ଦରରେ କରୋନା ରୋଗୀ

କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍‌ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ କେରଳର…

ପୂଜାରେ ସୀମିତ ରହିବ ତାରାତାରିଣୀଙ୍କ ଚୈତ୍ରଯାତ୍ରା

ଛତ୍ରପୁର/ବ୍ରହ୍ମପୁର ଅଫିସ, ୧୬ା୩(ଡି.ଏନ.ଏ.) କରୋନାର ଭୟାବହତା ନେଇ ଗଞ୍ଜାମରେ ସତର୍କତା ଅବଲମ୍ବନ ପାଇଁ ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଛତ୍ରପୁରସ୍ଥିତ ସମ୍ମିଳନୀ ଗୃହରେ ଏକ ଜରୁରୀ ବୈଠକ…