ଆଇସିଆଇସିଆଇ ବ୍ୟାଙ୍କ ଦେଲା ୧୦୦ କୋଟି

ମୁମ୍ବାଇ,୨୧।୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ଯୋଗଦାନ ସ୍ବରୂପ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ୧୦୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ଅର୍ଥ ମଧ୍ୟରେ ପିଏମ୍‌ କେୟାର୍ସ…

ବିଏମ୍‌ଡବ୍ଲ୍ୟୁ ଇଣ୍ଡିଆ ସିଇଓଙ୍କ ପରଲୋକ

ନୂଆଦିଲ୍ଲୀ,୨୧।୪: ବିଏମ୍‌ଡବ୍ଲ୍ୟୁ ଗ୍ରୁପ୍‌ ଇଣ୍ଡିଆର ସଭାପତି ତଥା ସିଇଓ ରୁଦ୍ରତେଜ ସିଂଙ୍କର ସୋମବାର ପରଲୋକ ଘଟିଛି। ତାଙ୍କୁ ୪୬ ବର୍ଷ ହୋଇଥିଲା। ଜଣେ ପ୍ରେରଣାଦାୟୀ ବ୍ୟକ୍ତିତ୍ୱ ଏବଂ…

କେନ୍ଦ୍ରୀୟ ଟିକସରୁ ଓଡ଼ିଶାକୁ ୨,୧୩୧ କୋଟି

ନୂଆଦିଲ୍ଲୀ,୨୧।୪: କେନ୍ଦ୍ରୀୟ ଟିକସ ଏବଂ ଶୁଳ୍କରେ ରାଜ୍ୟଗୁଡିକର ଅଂଶ ବାବଦକୁ ଏପ୍ରିଲର କିସ୍ତି ପ୍ରଦାନ ଲାଗି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ୪୬,୦୩୮ କୋଟି ଟଙ୍କାର ରାଶିକୁ…

ପିଏମ୍‌ କେୟାର୍ସ ପାଣ୍ଠିକୁ ଏମ୍‌ଜିଏମ୍‌ ମିନେରାଲ୍ସ ଦେଲା ୧ କୋଟି

ଭୁବନେଶ୍ୱର,୨୧।୪: ପିଏମ୍‌ କେୟାର୍ସ ପାଣ୍ଠିକୁ ଏମ୍‌ଜିଏମ୍‌ ମିନେରାଲ୍ସ ପକ୍ଷରୁ ୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ପଙ୍କଜ ଲୋଚନ ମହାନ୍ତି ଉପସ୍ଥିତ…

ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କ ମଜୁରି ବଢ଼ିଲା

ନୂଆଦିଲ୍ଲୀ,୨୧।୪: ବର୍ତ୍ତମାନ କୋଭିଡ୍‌-୧୯ ଯୋଗୁ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ସୋମବାର ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି…

ରାଜସ୍ଥାନ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ

ନୂଆଦିଲ୍ଲୀ,୨୧।୪: ଲକ୍‌ଡାଉନ ସ୍ଥିତିରେ ଅର୍ଥ ବ୍ୟବସ୍ଥାକୁ ଗତିଶୀଳ କରିବା ଲାଗି ରାଜସ୍ଥାନ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ହାତକୁ ନିଆଯାଇଛି। ଅଶୋକ ଗେହଲଟଙ୍କ ନେତୃତ୍ୱାଧୀନ ରାଜସ୍ଥାନ ସରକାର…

ବ୍ୟବସାୟୀଙ୍କୁ କାରବାର ଚିନ୍ତା

ମୁମ୍ବାଇ,୨୧।୪: ଦେଶ ମଧ୍ୟରେ କରୋନା ଭୂତାଣୁ ନିୟନ୍ତ୍ରଣକୁ ଆସୁ ନ ଥିବା ଯୋଗୁ ଲକ୍‌ଡାଉନ ଅବଧି ଆସନ୍ତା ମାସ ୩ ତାରିଖକୁ ବଢ଼ାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଓ…

ଡାକ୍ତରଖାନାରେ ବିଦ୍ୟୁତ୍‌ ସମସ୍ୟା

କେନ୍ଦୁଝର,୨୧ା୪(ସ୍ବ.ପ୍ର.) କେନ୍ଦୁଝର ଜିଲା ମୁଖ୍ୟ ଡ଼ାକ୍ତରଖାନାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଯୋଗୁଁ ଅନେକ ସମୟରେ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ସୋମବାର ଏଭଳି ବିଦ୍ୟୁତ ସମସ୍ୟା ଦେଖାଦେବାରୁ ଟିକଟ…

ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା

କେନ୍ଦୁଝର,୨୧ା୪(ଡି.ଏନ୍‌.ଏ): କେନ୍ଦୁଝର ପୌରପାଳିକା ଅଧୀନରେ କୋଭିଡ-୧୯ର ମୁକାବିଲା କରୁଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷଣ ଶିବିର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଆରମ୍ଭ ହୋଇଛି। ପୌରପାଳିକାର ନିର୍ବାହୀ ଅଧିକାରୀ ଡ.ମଧୁସ୍ମିତା…

ଚୋରା ବାଲି ଚାଲାଣ: ୨ ଟ୍ରାକ୍ଟର ଜବତ

ପାଟଣା,୨୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ତହସିଲ ଉଦୟପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ବୈତରଣୀ ନଦୀର ଜୁମେଇଁ ଘାଟରୁ ସୋମବାର ପୂର୍ବାହ୍ନରେ ବେଆଇନ ଚୋରା ବାଲି ଚାଲାଣ…