କାଜୁ ଜଙ୍ଗଲ ଲିଜ୍‌କୁ ନେଇ ବୋମାମାଡ଼, ଜଣେ ମୃତ

ବେଗୁନିଆପଡା,୨୦ା୪(ଡି.ଏନ.ଏ.)- କାଜୁ ଜଙ୍ଗଲ ଲିଜ୍‌କୁ ନେଇ ବେଗୁନିଆପଡା ବ୍ଲକ ଖିଡିଙ୍ଗିଠାରେ ସୋମବାର ୨ଗୋଷ୍ଠୀ ମୁହଁାମୁହିଁ ହେବା ସହ ବୋମାମାଡରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବେଗୁନିଆପଡା…

ଲକ୍‌ଡାଉନରେ ମାତିଛନ୍ତି ଲୁଟେରା

ପାଟପୁର,୨୦ା୪- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ୨ ଘରୁ ଚୋରି ଉଦ୍ୟମ କରି ବିଫଳ ହୋଇଥିବାବେଳେ ଜଣେ ମହିଳାଙ୍କ…

ମିଲ ଫଣ୍ଡକୁ ସହାୟତା ପାଇଁ ବିଧାୟିକାଙ୍କୁ ଚେକ ପ୍ରଦାନ

ବେଗୁନିଆପଡା,୨୦ା୪(ଡି.ଏନ.ଏ.)- ଲକ୍‌ଡାଉନ ପାଇଁ ସରକାର ରାଶନକାର୍ଡଧାରୀଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରୁଛନ୍ତି। ତେବେ ଅନେକ ଅସହାୟ ଓ ଗରିବ ବିଭିନ୍ନ କାରଣରୁ କାର୍ଡ ପାଇପାରିନାହାନ୍ତି। ଏହି ବର୍ଗର…

କୋଭିଡ୍‌ ଫଣ୍ଡକୁ ୯୦ ହଜାର ଦେଲେ ଠିକାଦାର

ଜି.ଉଦୟଗିରି,୨୦ା୪(ଡି.ଏନ୍‌.ଏ.)- ଜି.ଉଦୟଗିରି ପଞ୍ଚାୟତ ସମିତିର ଠିକାଦାରମାନେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ)କୁ ୯୦ ହଜାର ଟଙ୍କାର ଏକ ଚେକ ଜି.ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକଙ୍କ ମାଧ୍ୟମରେ…

ସ୍ତ୍ରୀଙ୍କୁ ଅଫିସ ଛାଡିବାକୁ ଯାଇ ସ୍ବାମୀ ଗଣିଲେ ଜରିମାନା

ଭଞ୍ଜନଗର,୨୦।୪(ଡି.ଏନ.ଏ.)- ଭଞ୍ଜନଗର ଉପଖଣ୍ଡର ଜଣେ ମହିଳା ଯନ୍ତ୍ରୀ ନିଜ ଘରୁ ସୋମବାର ଅଫିସ ଅଭିମୁଖେ ବାହାରିଥିଲେ। ଯନ୍ତ୍ରୀଙ୍କୁ ଗାଡ଼ି ଚଳାଇବା ଆସୁ ନ ଥିବା ଯୋଗୁ ତାଙ୍କ…

୧୬ ପରିବାରଙ୍କୁ ଘରଭଡ଼ା ଛାଡ଼ କଲେ ରଘୁନାଥ

କଟକ ଅଫିସ,୨୦ା୪: ସହରରେ ଅଧାରୁ ଅଧିକ ଭଡ଼ାଟିଆ ବାସିନ୍ଦା। ଭଡ଼ା ରହୁଥିବା ଲୋକେ ବି ଅଧିକାଂଶରେ ବ୍ୟବସାୟ, ଛୋଟ ଦୋକାନ କିମ୍ବା କୌଣସି ଘରୋଇ କମ୍ପାନୀରେ ଚାକିରି…

କ୍ରୋମାଇଟ ପରିବହନକୁ ଶ୍ରମିକଙ୍କ ବିରୋଧ

କାଳିଆପାଣି,୨୦।୪(ଡିଏନଏ):  ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ସାରୁଆବିଲ ଖଣିରୁ କ୍ରୋମାଇଟ ପରିବହନକୁ ଶ୍ରମିକମାନେ ବିରୋଧ କରି ବନ୍ଦ କରିଦେଇଛନ୍ତି। ମିଶ୍ରିଲାଲ ଖଣିର ଲିଜ…

ହଜାରେ ଲିଟର ପୋଚ ନଷ୍ଟ, ଭାଟି ସିଲ

ପାତ୍ରପୁର,୨୦ା୪(ଡି.ଏନ୍‌.ଏ.)- ଲକ୍‌ଡାଉନରେ ମଦଦୋକାନ ବନ୍ଦ ଥିବାବେଳେ ଦେଶୀମଦ କାରବାର ବୃଦ୍ଧି ପାଇଛି। ଭାଟି ମାନଙ୍କରେ ମଦ ତିଆରି କରି ମାଲାମାଲ୍‌ ହେଉଛନ୍ତି ମାଫିଆ। ଜରଡା ଥାନା ଅଧିକାରୀ…

ତଳମୁଣ୍ଡରେ ପହଞ୍ଚିଲାନି କେନାଲ ପାଣି: ମରିବାକୁ ବସିଲାଣି ଗର୍ଭଣୀ ଧାନ

ଜୁନାଗଡ,୨୦।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ କେନାଲ ବିଭାଗ ପାଣି ଦେବାକୁ କହିି ଶେଷ ମୁହୂର୍ତ୍ତରେ ନ ଦେବା ଫଳରେ ଚାଷୀମାନେ ଅଡୁଆରେ ପଡିଛନ୍ତି। ବର୍ତ୍ତମାନ ରବିଧାନ ଗର୍ଭଣୀ ଅବସ୍ଥାରେ…

ପରିବା ଚାଷୀଙ୍କ କରୋନା ପାଣ୍ଠିକୁ ସହାୟତା

ନୂଆପଡା ଅଫିସ,୨୦ା୪: କରୋନା ମୁକାବିଲା ଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଅଣ୍ଟା ଭିଡିଛନ୍ତି। ଏଥିପାଇଁ ବିଭିନ୍ନ ସଂଗଠନ, ବ୍ୟକ୍ତିବିଶେଷ ସହାୟତାର ହାତ ବଢାଉଛନ୍ତି। ଏହିକ୍ରମରେ…