କର୍‌ତାରପୁର ଗୁରୁଦ୍ୱାର ଗମ୍ବୁଜ ଭୁଶୁଡ଼ିଲା

ନୂଆଦିଲ୍ଲୀ/ଇସ୍‌ଲାମାବାଦ: ୨୦ା୪(ଆଇଏଏନ୍‌ଏସ୍‌): ଝଡ଼ବର୍ଷା ଯୋଗୁ କର୍‌ତାରପୁର ଗୁରୁଦ୍ୱାର ଦର୍‌ବାର ସାହିବର ୮ଟି ନବନିର୍ମିତ ଗମ୍ବୁଜ ଭୁଶୁଡ଼ିପଡ଼ିଛି। ଏହି ଘଟଣା ଶିଖ୍‌ମାନଙ୍କୁ ବ୍ୟଥିତ କରିଛି। ଭାରତ ସରକାର ଏ…

ଇ-କମର୍ସରେ ବିକ୍ରି ହେବନି ଅଣ ଅତ୍ୟାବଶ୍ୟକ ସାମଗ୍ରୀ

ନୂଆଦିଲ୍ଲୀ,୨୦ା୪(ପି.ଟି.): ଇ-କମର୍ସ ପ୍ଲାଟ୍‌ଫର୍ମ ଜରିଆରେ ମୋବାଇଲ୍‌ ଫୋନ୍‌, ରେଫ୍ରିଜରେଟର, ରେଡିମେଡ୍‌ ପୋଷାକ ଆଦି ଅଣଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ଲାଗି ସରକାର ଅନୁମତି ଦେବାର ୪ ଦିନ ପରେ…

ଶ୍ରମିକଙ୍କୁ ଆନ୍ତଃ ରାଜ୍ୟ ଯାତାୟାତ ମନା

ନୂଆଦିଲ୍ଲୀ,୨୦ା୪(ପି.ଟି.): ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଶ୍ରମିକଙ୍କୁ ସେହି ରାଜ୍ୟରେ କାର୍ଯ୍ୟ କରିବା ଲାଗି ସୁଯୋଗ ପ୍ରଦାନ କରାଯିବ। ସେମାନେ କେତେକ ସର୍ତ୍ତରେ…

ଆଜି ଚିହ୍ନଟ ୭ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଭଦ୍ରକର ୫, ବାଲେଶ୍ୱରର ୨

ଭୁବନେଶ୍ୱର,୨୦ା୪(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଚିହ୍ନଟ ହୋଇଥିବା ୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ଭଦ୍ରକ…

ଲୋକଙ୍କୁ କଟକଣା, ବାବୁଙ୍କୁ ଢିଲା

ଅନୁଗୋଳ ଅଫିସ, ୨୦।୪: ଅନୁଗୋଳ ଜିଲାରେ ଲକ୍‌ଡାଉନ୍‌ କଟକଣା କଡ଼ାକଡ଼ି କରାଯାଇଛି। ଜରୁରୀ ନ ଥିଲେ ଘରୁ ନ ବାହାରିବାକୁ ସଚେତନ କରାଯାଉଛି। ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।…

ସରପଞ୍ଚଙ୍କୁ କରାଗଲା ସଚେତନ

ବନ୍ତଳା, ୨୦ା୪(ଡି.ଏନ.ଏ.) ରାଜ୍ୟ ସରକାର ସରପଞ୍ଚମାନଙ୍କୁ ଅଧିକ କ୍ଷମତା ଦେବା ପରେ ରବିବାର ଅପରାହ୍ନରେ ବନ୍ତଳା ଥାନା ଅଞ୍ଚଳର ସମସ୍ତ ସରପଞ୍ଚଙ୍କୁ ଡକାଇ ଥାନା ଦାୟିତ୍ୱରେ ଥିବା ପ୍ରବୋଶନାଲ…

ଗାଁରେ ବାହାର ଲୋକଙ୍କ ପ୍ରବେଶକୁ ବିରୋଧ

ବାରିପଦା ଅଫିସ, ୨୦ା୪- କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକ ଡ଼ାଉନ ହୋଇଛି। ଏହି ସମୟରେ ଅତି ଆବଶ୍ୟକ ନ ପଡ଼ିଲେ ଘରୁ…

ଆସୁଛି ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ଧାର୍ଯ୍ୟ ସମୟରେ ବସ୍ତ୍ର ଯୋଗାଣକୁ ନେଇ ଚିନ୍ତା

ଖୋର୍ଦ୍ଧା ଅଫିସ,୨୦ା୪: ଲୀଳାମୟ ଠାକୁର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବାରମାସରେ ତେର ଯାତ୍ରା ଅନୁଷ୍ଠିତ ହୋଇଥାଏ। ସେଥିମଧ୍ୟରୁ ଶ୍ରେଷ୍ଠ ହେଉଛି ରଥଯାତ୍ରା। କାଳିଆ ସାଆନ୍ତ, ବଡଠାକୁରଙ୍କ ସହ ଭଉଣୀ…

ଡ୍ରୋନ୍‌ରେ ବିଶୋଧନ ଆରମ୍ଭ କଲା ବିଏମ୍‌ସି

ଭୁବନେଶ୍ୱର,୨୦ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ବିଏମ୍‌ସି ସହରର ଗଳିକନ୍ଦିରେ ବିଶୋଧନ ପ୍ରକ୍ରିୟା ଜାରି ରିଖିଛି। ଦିନରେ ହ୍ୟାଣ୍ଡ୍‌ ସ୍ପ୍ରେ ଏବଂ ଦମକଳ ବାହିନୀ ଗାଡ଼ି ମାଧ୍ୟମରେ ଜଳରେ…

ସହରାଞ୍ଚଳରେ କଡ଼ାକଡ଼ି, ଗ୍ରାମାଞ୍ଚଳରେ କୋହଳ

ଢେଙ୍କାନାଳ ଅଫିସ, ୨୦।୪: କରୋନା ପ୍ରଭାବିତ ଢେଙ୍କାନାଳ ଜିଲାରେ ସୋମବାରଠାରୁ ବଦଳିଯିବ ଲକ୍‌ଡାଉନ ନିୟମ। ସଂକ୍ରମଣ ଆଶଙ୍କା ସମ୍ପୂର୍ଣ୍ଣ ଟଳି ନ ଥିବାରୁ ସହରାଞ୍ଚଳରେ କଟକଣା କଡ଼ାକଡ଼ି ରହିବ।…