କରୋନା ହୋଇଥିବା କହି ୧୩ ଦିନର ନବବଧୂଙ୍କୁ ଘରୁ ତଡ଼ିଦେଲେ ଶାଶୁଘର ଲୋକେ: ସ୍ବାମୀ, ଶ୍ୱଶୁର ଗିରଫ

ଉମରକୋଟ,୧୪।୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ଗାଁଠାରୁ ସହରଯାଏ ଏହି ଭାଇରସ୍‌ ଆତଙ୍କରେ ଆତଙ୍କିତ। ଏପରିକି ଜଣେ ନବବଧୂଙ୍କର ସାମାନ୍ୟ ଥଣ୍ଡା…

ଟୋକିଓ ଅଲିମ୍ପିକ୍ସ ଯଥା ସମୟରେ ହେବ: ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୧୪ା୩ (ଏଏଫ୍‌ପି): ସମଗ୍ର ବିଶ୍ୱରେ କରୋନା ଭାଇରସ ଏହାର କାୟା ବିସ୍ତାର କରିବାରେ ଲାଗିଥିବାରେ ଟୋକିଓ ଅଲିମ୍ପିକ୍ସ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ହେବ। ଶନିବାର ଏହା ଦୃଢତାର…

ଲୁକା କିଲିଆନ କରୋନା ଭାଇରସ୍‌ରେ ଆକ୍ରାନ୍ତ

ବର୍ଲିନ,୧୪ା୩ (ଏଏଫ୍‌ପି): ବୁଣ୍ଡେସଲିଗା ଟିମ୍‌ ପ୍ୟାଡରବର୍ନର ଲୁକା କିଲିଆନ ନାମକ ୨୦ ବର୍ଷୀୟ ଖେଳାଳି କରୋନା ଭାଇରସ୍‌ ଦ୍ୱାରା ଫୀଡ଼ିତ ହୋଇଛନ୍ତି। ଫଳରେ ତାଙ୍କ ଫୁଟ୍‌ବଲ ଦଳର…

ଜୁଆଆଡ୍ଡାରେ ଚଢ଼ାଉ: ୫ ବାଇକ୍‌, ୧୧ ହଜାର ଟଙ୍କା ଜବତ, ୬ କୋର୍ଟ ଚାଲାଣ

ହିଞ୍ଜିଳିକାଟୁ,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଜୁଆଆଡ୍ଡା ଉପରେ ପୋଲିସ ଟିମ୍‌ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରିଛି।…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନଗଲା

ଝରିଗାଁ,୧୪।୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଭାଲୁକୁନାଡ଼ି ପଞ୍ଚାୟତ ସାରିଆପଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଯାଇଛି। ପ୍ରାପ୍ତ…

ବାଇକ ସହ ଗଞ୍ଜେଇ ଜବତ, ଜଣେ ଗିରଫ

ସୋରଡା,୧୪ା୩(ଡି.ଏନ୍‌.ଏ.): ସୋରଡା ଗାଜଲବାଡି ରାସ୍ତା ଏନ୍‌ଏଚ୍‌-୫୯ ଦାନ୍ତଲିଙ୍ଗି ଗ୍ରାମ ଛକରେ ଶନିବାର ସକାଳେ ଏସ୍‌ଆଇ ସୁନିଲ କଣ୍ଡଗୋରୀଙ୍କ ନେତୃତ୍ୱରେ ଯାନବାହନ ଯାଞ୍ଚ ଚାଲିଥିଲା। କନ୍ଧମାଳ ଜିଲା ଦାରିଙ୍ଗବାଡି…

କଟକଣା ସତ୍ତ୍ୱେ କାର୍ଯ୍ୟକ୍ରମ

ବନ୍ତ,୧୪।୩(ଡି.ଏନ.ଏ.): ସମଗ୍ର ବିଶ୍ୱରେ ଏବେ କରୋନା ଭୟ ଲାଗି ରହିଥିବାବେଳେ ରାଜ୍ୟ ସରକାର ଏହି ମହାମାରୀକୁ ରାଜ୍ୟ ବିପତ୍ତି ଭାବେ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ସ୍କୁଲ,…

କରୋନା ପାଇଁ ଖୋଲିଲା ସ୍ବତନ୍ତ୍ର ୱାର୍ଡ଼

ବାରିପଦା ଅଫିସ,୧୪ା୩: କରୋନା ଭାଇରସ୍‌ ଯେଭଳି ନ ବ୍ୟାପିବ ସେଥିଲାଗି ବିଭିନ୍ନ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି । ଏହି ରୋଗ ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାରୁ ଏ…

ଅଦିନିଆ ଝଡ଼ରେ ଉଡ଼ିଲା ସ୍କୁଲ ଛପର

କପ୍ତିପଦା,୧୪ା୩(ଡି.ଏନ୍‌.ଏ.):  ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶାଳଚୁଆ ପଞ୍ଚାୟତ ଅଞ୍ଚଳରେ ଶନିବାର ଅପରାହ୍ନରେ ଅଦିନିଆ ଝଡ଼ବର୍ଷା ହେବାରୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର…

କରୋନା ଭାଇରସ୍‌ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ସଚେତନ ରହିବାକୁ ପରାମର୍ଶ

ସିଂହପୁର,୧୪।୩(ଡି.ଏନ୍‌.ଏ.): ଯାଜପୁର ଜିଲା ସିଂହପୁର ନିକଟବର୍ତ୍ତୀ ଅଙ୍ଗାଳୋ ଲଛମନ ବାଲାଜୀୟୁ ସ୍ନାତକ ମହାବିଦ୍ୟାଳୟ ପରିସରରେ କରୋନା ସଂକ୍ରମଣର ମୁକାବିଲା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ…