ଚିନିକଳର ୮ କର୍ମଚାରୀଙ୍କ ବିରୋଧରେ ମାମଲା

ଆସିକା,୧୪।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ସମବାୟ ଚିନିକଳରେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ୮ଜଣ କର୍ମଚାରୀଙ୍କ ବିରୋଧରେ ଶୁକ୍ରବାର ଆସିକା ଥାନାରେ ମାମଲା…

‘ସତର୍କ ରହିଲେ ମୁକାବିଲା କରିହେବ’

କଟକ ଅଫିସ, ୧୪।୩: ରାଜ୍ୟରେ କରୋନା ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ବାଟାଲିୟନ୍‌, ବାରାକ୍ସ ଓ ବିଭିନ୍ନ…

ସୁସ୍ଥ ହେଲେ କରୋନା ସଂକ୍ରମିତ!

ନୂଆଦିଲ୍ଲୀ,୧୪।୩: କରୋନା ଭାଇରସ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଆମ ଦେଶରେ ଏହା ତା’ର ଉପସ୍ଥିତି ଜାହିର କରିସାରିଛି। କେରଳରେ ସବୁଠାରୁ…

କରୋନା କବଳରେ ବିଶ୍ୱନେତା

ଓ୍ବାଶିଂଟନ, ୧୪।୩: ପୃଥିବୀର ୧୪୫ଟି ଦେଶରେ କରୋନା ନିଜର କାୟା ବିସ୍ତାର କରିଛି। ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ କାହାକୁ ବି କରୋନା ଛାଡ଼ିନି। କାନାଡ଼ାର…

‘କରୋନା ଉପରେ ନିର୍ଭର କରେ ଅର୍ଥ ବ୍ୟବସ୍ଥା ଭାଗ୍ୟ’

ନୂଆଦିଲ୍ଲୀ,୧୪।୩: କରୋନା ଭାଇରସ ଉପରେ ଭାରତୀୟ ଅର୍ଥ ବ୍ୟବସ୍ଥାର ଭାଗ୍ୟ ନିର୍ଭର କରେ। ଏହି ଭାଇରସ ବ୍ୟାପିବା ଆରମ୍ଭ କଲେ ଭାରତ ଏହା ଦ୍ୱାରା ଗଭୀର ଭାବେ…

ଦ୍ୱନ୍ଦ୍ୱରେ ଚାଷୀ

ଧାନ ଉତ୍ପାଦନରେ ବଳକା ଜିଲା ସୁବର୍ଣ୍ଣପୁର। ଆଧୁନିକ ଉପାୟରେ ଚାଷ କରି ସ୍ଥାନୀୟ କୁଶଳୀ ଚାଷୀ ଅଧିକ ଉତ୍ପାଦନ କରୁଛନ୍ତି। ବାହାର ଜିଲା ଓ ରାଜ୍ୟକୁ ଏଠାରୁ…

କରୋନା ଭାଇରସର ନୂଆ ଠିକଣା ଇଟାଲି: ଗୋଟିଏ ଦିନରେ ୨୫୦ ମୃତ

ରୋମ,୧୪।୩: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ପ୍ରାୟ ୧୪୫ ଦେଶକୁ ବ୍ୟାପି ସାରିଲାଣି। ଉହାନ ସହରରେ କରୋନା ଭାଇରସ ସଂକ୍ରମଣରେ ହଜାର…

ଦିଲ୍ଲୀ ଦଙ୍ଗା: ଅଙ୍କିତ ଶର୍ମାଙ୍କୁ ଧାରୁଆ ଅସ୍ତ୍ରରେ କରାଯାଇଥିଲା ଆକ୍ରମଣ

ନୂଆଦିଲ୍ଲୀ,୧୪।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଗତ ମାସରେ ଉତ୍ତର ପୂର୍ବ ଦିଲ୍ଲୀରେ ଦଙ୍ଗା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଇଣ୍ଟଲିଜେନ୍ସ ବ୍ୟୁରୋର ଅଧିକାରୀ ଅଙ୍କତି ଶର୍ମାଙ୍କ…

୫୫ ବର୍ଷରେ ଆମିର ଖାଁ: ରୀନାଙ୍କ ପାଖକୁ ଲେଖିଥିଲେ ରକ୍ତରେ ଚିଠି

ମୁମ୍ବାଇ: ବଲିଉଡ୍‌ ଷ୍ଟାର୍‌ ଆମିର ଖାଁ ଶନିବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ମାର୍ଚ୍ଚ ୧୪ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ କୟାମତ୍‌ ସେ…

୧୪୫ ଦେଶରେ କରୋନା ମହାମାରୀ: ମୃତ୍ୟୁ ସଂଖ୍ୟା ୫୪୩୬, ଲକ୍ଷେ ୪୫ ହଜାରରୁ ଅଧିକ ସଂକ୍ରମିତ

ଜେନେଭା,୧୪।୩: କରୋନା ମହାମାରୀ ପୃଥିବୀର ଗୋଟିଏ ପରେ ଗୋଟିଏ ଦେଶରେ ପହଞ୍ଚିବାରେ ଲାଗିଛି ଇତିମଧ୍ୟରେ ଏହା ୧୪୫ଟି ଦେଶରେ ପହଞ୍ଚିଛି। ଶନିବାର ସକାଳ ସୁଦ୍ଧା କରୋନା ସଂକ୍ରମଣଙ୍କ…