ଟିଟିଲାଗଡରେ କରୋନା ସନ୍ଦିଗ୍ଧଙ୍କୁ ନେଇ ଚର୍ଚ୍ଚା

ବଲାଙ୍ଗୀର ଅଫିସ/ଟିଟିଲାଗଡ,୧୪।୩ (ଡି.ଏନ୍‌.ଏ.): କାନାଡାରୁ ଟିଟିଲାଗଡ ଆସିଥିବା ଯୁବ ଇଞ୍ଜିନିୟର ଦମ୍ପତିଙ୍କୁ କରୋନା ସନ୍ଦେହରେ ଶୁକ୍ରବାର ସନ୍ଧ୍ୟାରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଆଇସୋଲେସନ୍‌ ୱାର୍ଡରେ…

ସିନ୍ଧିଆଙ୍କ କାର୍‌କୁ ଢେଲାମାଡ଼

ନୂଆଦିଲ୍ଲୀ, ୧୪।୩(ପି.ଟି.): କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେବା ସହ ଶୁକ୍ରବାର ରାଜ୍ୟ ସଭା ଲାଗି ନାମାଙ୍କନପତ୍ର ଦାଖଲ କରିଥିବା ବରିଷ୍ଠ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ କାର୍‌ ଉପରକୁ…

ନିର୍ଭୟା ମାମଲାରେ ହାଇକୋର୍ଟ ଗଲେ ବିନୟ ଶର୍ମା

ନୂଆଦିଲ୍ଲୀ,୧୪ା୩(ପି.ଟି.): ଫାଶୀ ପାଇବାକୁ ଆଉ ସପ୍ତାହେ ବାକି ଥିବାବେଳେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଅନ୍ୟତମ ଅପରାଧୀ ବିନୟ ଶର୍ମା ଶୁକ୍ରବାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ…

ଫେସ୍‌ବୁକ ଷ୍ଟାଟସରେ କରୋନା ଗୁଜବ

ରାୟଗଡ଼ା ଅଫିସ,୧୪।୩: ସୋସିଆଲ ମିଡିଆରେ କରୋନା ଭାଇରସ ସମ୍ପର୍କିତ ମିଥ୍ୟା ଖବର ପ୍ରଚାର କରିବା ଅଭିଯୋଗରେ ଶୁକ୍ରବାର ଜଣଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ। ଅଭିଯୁକ୍ତ ଜଣକ…

କ୍ୟାଟେରିନା ଗ୍ରୀସ୍‌ର ପ୍ରଥମ ମହିଳା ରାଷ୍ଟ୍ରପତି

ଏଥେନ୍ସ,୧୪ା୩(ଏ.ପି.): ଗ୍ରୀସ୍‌ର ପୂର୍ବତନ ହାଇକୋର୍ଟ ବିଚାରପତି କ୍ୟାଟେରିନା ସାକେଲାରୋପୋଲୋଉ ଶୁକ୍ରବାର ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି। ଗ୍ରୀସ୍‌ ପାର୍ଲାମେଣ୍ଟରେ ବିପୁଳ ଭୋଟ ପାଇ…

ଗୁଜବ ପ୍ରଚାର କଲେ ଅପରାଧ ବିବେଚନା ହେବ

ଭୁବନେଶ୍ୱର, ୧୪।୩ (ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗାଇଡଲାଇନ୍‌ ଜାରି ହୋଇଛି। ରାଜ୍ୟ ସରକାର…

ହାତଧୋଇ ସଚେତନତାର ବାର୍ତ୍ତା

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ଅଧିକାରୀ, ମନ୍ତ୍ରୀପରିଷଦର ସଦସ୍ୟ ଏବଂ ବିଧାୟକ ଗଣ ସମସ୍ତେ ଶୁକ୍ରବାର ଅପରାହ୍ନରେ ଓଡ଼ିଶା…

୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା ୧୭ତାରିଖ…

୩୨୮ ଗଁ। ହେବ ‘ସୁନାମୀ ପ୍ରସ୍ତୁତ’

ଭୁବନେଶ୍ୱର,୧୪।୩(ବ୍ୟୁରୋ): ବାତ୍ୟା ଓ ବନ୍ୟା ପରିଚାଳନା କ୍ଷେତ୍ରରେ ବିଶ୍ୱସ୍ତରୀୟ ମାନକ ହାସଲ କରିବା ପରେ ବର୍ତ୍ତମାନ ଓଡିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓଏସ୍‌ଡିଏମ୍‌ଏ) ସୁନାମୀ ପରିଚାଳନା ପାଇଁ ପ୍ରସ୍ତୁତି…

ପୁଣି ମୁହଁ।ମୁହିଁ ଇରାନ-ଆମେରିକା

ବାଗ୍‌ଦାଦ/ତେହେରାନ,୧୪ା୩(ଏଏଫ୍‌ପି): ପୁଣିଥରେ ମୁହଁ।ମୁହିଁ ହୋଇଛନ୍ତି ଦୁଇ ପାରମ୍ପରିକ ଶତ୍ରୁରାଷ୍ଟ୍ର ଆମେରିକା ଓ ଇରାନ। ଇରାକରେ ଥିବା ଇରାନ ସପକ୍ଷବାଦୀ ଏକ ସେନା ଶିବିରରେ ଗୁରୁବାର ବିଳମ୍ବିତ ରାତିରେ…