ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୮।୪ - ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ଶନିବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ବ୍ରହ୍ମପୁର ରେଳଷ୍ଟେଶନ ନିକଟରୁ ତାଙ୍କୁ ପୋଲିସ ଉଦ୍ଧାର…

ଗଞ୍ଜାମ କୋଭିଡ ହସ୍ପିଟାଲ ପାଇଁ ଏମ୍‌କେସିଜିରୁ ଯିବେ ୧୬ ଡାକ୍ତର, ୨୪ରେ ଯୋଗ ଦେବାକୁ ନିର୍ଦ୍ଦେଶ

ଛତ୍ରପୁର, ୧୮।୪(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାର ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡ଼ିକାଲ ହସ୍ପିଟାଲକୁ ଟାଟା ଗ୍ରୁପର ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ-୧୯ ହସ୍ପିଟାଲରେ ପରିଣତ କରାଯାଇଛି।…

ରାଶିଫଳ: ରବିବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ କାର୍ଯ୍ୟଦକ୍ଷତା କାରଣରୁ ଉଚ୍ଚ ସ୍ତରରେ ସମ୍ପର୍କ ସ୍ଥାପିତ ହେବ ଏବଂ ବିଶିଷ୍ଟ ବ୍ୟକ୍ତି ମାନଙ୍କ ଶୁଭେଚ୍ଛା ଲାଭ କରିବେ। ଅର୍ଥନୈତିକ ସ୍ଥିତିର ଅଭିବୃଦ୍ଧି,କଳା,ସାହିତ୍ୟ,ସଙ୍ଗୀତରେ ଉନ୍ନତି, ଯାନ୍ତ୍ରିକ…

ଜୁନ ୧୭ ପରେ ହେବ ବାକି ରହିଯାଇଥିବା ପରୀକ୍ଷା, ଛାତ୍ରୀଛାତ୍ର ପଢ଼ାପଢ଼ି କରନ୍ତୁ: ମନ୍ତ୍ରୀ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଜୁନ ୧୭ ପୂର୍ବରୁ ବାକି ରହିଯାଇଥିବା ବିଭିନ୍ନ ପରୀକ୍ଷା ହେବ ନାହିଁ। ଜୁନ ୧୭ରେ ସ୍କୁଲ ଓ କଲେଜ ଖୋଲିବା ପରେ ଯେକୌଣସି ସମୟରେ ପରୀକ୍ଷା…

ଖାଦ୍ୟ ପାଇଲେ ଘାଟି ଉପରେ ରହୁଥିବା ଭୋକିଲା ମାଙ୍କଡପଲ

ଲାଞ୍ଜିଗଡ,୧୮।୪(ଡି.ଏନ୍‌.ଏ): ଭବାନୀପାଟଣାରୁ ବିଶ୍ୱନାଥପୁରକୁ ଯାଉଥିବା ରାସ୍ତାରେ ବଞ୍ଜାରୀଘାଟି, ଢେପଗୁଡା ଘାଟି, ଶିକେରକୁପା ଆଦି ଅଞ୍ଚଳରେ ଶହଶହ ମାଙ୍କଡଙ୍କୁ ଲକ୍‌ ଡାଉନ ଭୋକିଲା ରଖିଛି। ଏବେ ଲାଞ୍ଜିଗଡରୋଡର ଯୋଗମୟା…

ଭାରତୀୟଙ୍କୁ ଭାଗ୍ୟବାନ ବୋଲି କହିଲେ ଆମେରିକା ଡାକ୍ତର

ଓ୍ବାଶିଂଟନ,୧୮।୪: ଆମେରିକାର ନ୍ୟୁଜର୍ସିରେ ଏବେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଭାରତୀୟ ଡାକ୍ତର କ୍ରିତି ଅଗ୍ରଓ୍ବାଲ କୁହନ୍ତି ପ୍ରତିଦିନ ସେ ଚିକିତ୍ସା କରୁଥିବା ହସ୍ପିଟାଲରେ ଶହ ଶହ…

ଆଲପ୍ସ ପର୍ବତର ୮୦୦ ମିଟର ଉଚ୍ଚରେ ତ୍ରିରଙ୍ଗା: କରୋନା ଲଢ଼େଇରେ ଭାରତୀୟ ଏକଜୁଟ କହିଲେ ମୋଦି

ନୂଆଦିଲ୍ଲୀ/ବେର୍ନ,୧୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏପରିସ୍ଥଳେ ଭାରତବାସୀଙ୍କ ଏକତାକୁ ରୂପାୟନ…

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୮୯ ହଜାର ଟଙ୍କା ଦାନ

ସାକ୍ଷୀଗୋପାଳ,୧୮।୪(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ପୁରୀ ଜିଲା ସତ୍ୟବାଦୀ ବ୍ଲକ ବିଦ୍ୟାଧରପୁର ଗ୍ରାମବାସୀ ରାଜ୍ୟ କରୋନା ସାହାୟତା ପାଣ୍ଠିକୁ ୩୩ ହଜାର ୮୦ ଟଙ୍କା ଦାନ କରିଛନ୍ତି…

ଦୁର୍ଗମ ଅଞ୍ଚଳ ନିୟମଗିରି ପାଦଦେଶର ଅଧିବାସୀଙ୍କୁ ସଚେତନ କଲେ ବିଡିଓ

ଲାଞ୍ଜିଗଡ,୧୮।୪(ଡି.ଏନ୍‌.ଏ):କରୋନା ମୁକାବିଲା ନେଇ ନିୟମଗିରି ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସଚେତନ କରାଯାଇଛି। ଲାଞ୍ଜିଗଡ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର ନିୟମଗିରି ପାଦ ଦେଶରେ ଥିବା ତ୍ରିଲୋଚନପୁର…

ଲକ୍‌ ଡାଉନ୍‌ର ପ୍ରଭାବ: ୧୦ ବର୍ଷ ପଛକୁ ଚାଲିଯିବ ଦେଶ; ସୃଷ୍ଟି ହେବେ ୧୦ କୋଟି ନୂଆ ଗରିବ; ବିପିଏଲ୍‌ ସଂଖ୍ୟା ଛୁଇଁବ ୯୧ କୋଟି

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତ ସରକାର ଦେଶବ୍ୟାପୀ ଲକ୍‌ ଡାଉନ୍‌ ଜାରି କରିଛନ୍ତି। ଏହାଦ୍ୱାରା ଦେଶ ଆର୍ଥିକ ଦୃଷ୍ଟିକୋଣରୁ ୧୦ ବର୍ଷ ପଛକୁ ଚାଲିଯିବ…