ଫେଲ ମାରିଛେ ଜଲ ଯୋଗାଣ ପ୍ରକଳ୍ପ

ରିଷିଡା, ୧୩।୩ (ଡି.ଏନ୍‌.ଏ.)-  କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ାକେ ପାଇପ ପାଏନ୍‌ ଯୁଗେଇ ଦେବାର ଲାଗି ତେଲନଦୀରୁ ବେବସ୍‌ତା କରାଯାଇଛେ। ସେନ୍‌ତା ପାଏନ୍‌ ରଖବାର ଲାଗି…

ହିଂସାକାରୀଙ୍କୁ ଛଡ଼ାଯିବନି: ଶାହା

ନୂଆଦିଲ୍ଲୀ, ୧୩।୩: ଦିଲ୍ଲୀ ହିଂସାକାଣ୍ଡ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ରାଜ୍ୟ ସଭାରେ ନିଜ ଉତ୍ତର ରଖିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ…

ମହିଳାଙ୍କୁ ଗୋଡ଼େଇ ପିଟିବା ଘଟଣାରେ ୨ ଗିରଫ

ପୁରୁଣା ଭୁବନେଶ୍ୱର,୧୩।୩ (ଡି.ଏନ.ଏ.): ଜମି ସୀମା ବିବାଦକୁ ନେଇ ସୋମବାର ଲିଙ୍ଗରାଜ ଥାନା ଅଧୀନ ବିନ୍ଦୁସାଗର ରାସ୍ତାରେ ସବିତା ସେଠୀଙ୍କୁ କେତେଜଣ ବ୍ୟକ୍ତି ବିଚ୍‌ ରାସ୍ତାରେ ଗୋଡ଼େଇ…

ନିଜ ନୀତି ଆଦର୍ଶ ଭୁଲିଛନ୍ତି ସିନ୍ଧିଆ: ରାହୁଲ

ନୂଆଦିଲ୍ଲୀ,୧୩।୩(ପି.ଟି.): ଜ୍ୟୋତିରାଦିତ୍ୟ ସିନ୍ଧିଆ ତାଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ସନ୍ଦିହାନ ଥିବାରୁ ସେ ନିଜର ନୀତି ଆଦର୍ଶକୁ ଭୁଲିଯାଇଛନ୍ତି। ସେହି କାରଣରୁ ସେ ଭାଜପାରେ ସମ୍ମାନ ପାଇବେ ନାହିଁ…

ସୁଆସ୍‌ତିଅ ସେବାରୁ ବଁଚିତ୍‌ ବେହେରା, ଛଞ୍ଚାଣବାହାଲି ପଁଚେତ୍‌ବାସୀ: ଦରଖଁଡ଼ିଆ ହେଇ ପଡ଼ିଛେ ଡାକ୍‌ତରଖାନା କୁଠା

ପର୍ଲା,୧୩।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଅଧୀନ ବେହେରା ଆର ଛଞ୍ଚାଣବାହାଲି ଗଁ। ରେ ଥିବାର ହୋମିଓପ୍ୟାଥି ଡାକ୍‌ତରଖାନା ଲୁକ୍‌କର ସେବାରେ ନାଇଁ…

ଶାହାଙ୍କୁ ଭେଟିଲେ ସିନ୍ଧିଆ: ଭୋପାଳରେ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ/ଭୋପାଳ,୧୩।୩(ପି.ଟି.): ଭାଜପାରେ ଯୋଗଦେବାର ଦିନକ ପରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଥିଲେ। ତାଙ୍କର ଯୋଗଦାନ ମଧ୍ୟପ୍ରଦେଶ…

ଅଜନା ରୋଗ୍‌ରେ ଖଟେ ପଡ଼ିଛନ୍‌ ଫୁଲ

ଖପ୍ରାଖୋଲ, ୧୩।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଁଚେତ୍‌ ତୁର୍ଲା ଗଁାର ବୁଡୁ ଛତର(୭୧)କଁର ମାଏକିନା ଫୁଲ ଛତର(୬୦)। ସେ ଅନେକ ଦିନ ହେଲା…

୨୨ ବିଦ୍ରୋହୀ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ

ଭୋପାଳ,୧୩।୩(ପି.ଟି.): ମଧ୍ୟପ୍ରଦେଶର ୨୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେଇଥିବାବେଳେ ବାଚସ୍ପତି ଏନ୍‌.ପି. ପ୍ରଜାପତି ସେମାନଙ୍କୁ ନୋଟିସ ଜାରି କରିଛନ୍ତି। ସେମାନେ ସ୍ବେଚ୍ଛାକୃତ ଭାବେ ଇସ୍ତଫା ଦେଇଛନ୍ତି…

ପ୍ରଧାନମନ୍ତ୍ରୀକୁଁ ଦୁଇ ବହେନ୍‌କଁର ଚିଠି ଘଟ୍‌ନା: ପାଏନ୍‌ ନମୁନା ଠୁଲାଲା ଜଳଯୋଗାଣ ବିଭାଗ

ଅମରପାଲି, ୧୩।୩ (ଡି.ଏନ୍‌.ଏ.)- ନିଜର ଅଂଚଲରେ ବହପୁଥିବାର କିଡ୍‌ନୀ ରୋଗ୍‌ର ପରତିକାର ଆର ନିରମଲ ପିଇଲା ପାଏନ୍‌ ଯୁଗେଇ ଦେବାକେ ମାର୍ଚ୍ଚ ୩ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ରାଜସ୍ବରେ ଆଗୁଆ, ସେବା ଦେବାରେ ପଛୁଆ

ଜୟପୁର,୧୩।୩(ନି.ପ୍ର.) - କୋରାପୁଟ ଜିଲାର ଜୟପୁର ରେଳ ବିଭାଗ ଟିକେଟ ନେବାରେ ଆଗୁଆ ଥିବାବେଳେ ସେବା ପ୍ରଦାନରେ ପଛୁଆ ରହିଛି। ରେଳ କର୍ତ୍ତୃପକ୍ଷ ଚିଠି ଲେଖିଲେଖି ଥକିଲେଣି,…