ସାମ୍‌ସଙ୍ଗ ଦେଲା ୨୦ କୋଟି

ନୂଆଦିଲ୍ଲୀ,୧୮।୪: କରୋନା ପାଇଁ ଉପୁଜିଥିବା ସ୍ଥିତିର ମୁକାବିଲା ଲାଗି ସାମ୍‌ସଙ୍ଗ ପକ୍ଷରୁ ୨୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀ ପିଏମ୍‌ କେୟାର୍ସ ପାଣ୍ଠିକୁ…

ପ୍ରିମିୟମ ଅବତାରରେ ମାରୁତି ସୁଜୁକି ଡିଜାୟାର

ନୂଆଦିଲ୍ଲୀ,୧୮।୪: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ ପକ୍ଷରୁ ଏହାର ପ୍ରମୁଖ ମଡେଲ ଡିଜାୟାର ପ୍ରିମିୟମ ଅବତାରରେ ଆସିଛି। ଭାରତର ବେଷ୍ଟ ସେଲିଂ ସେଡାନ ଭାବେ ପରିଗଣିତ ଡିଜାୟାର…

ଭୋକ ଉପାସରେ ୯ ଦିନ: ଧାରଣା ଦେଲେ ଆଦିବାସୀ ପରିବାର

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଝାଟିଆ ଗ୍ରାମର କେତେକ ଦିନମଜୁରିଆ ଆଦିବାସୀ ପରିବାର ୯ଦିନ ଭୋକ ଉପାସରେ ରହିବା ପରେ ଶୁକ୍ରବାର…

୨ ଅବକାରୀ ଏଏସ୍‌ଆଇ ନିଲମ୍ବିତ

ବୌଦ୍ଧ,୧୮ା୪(ସ୍ବ.ପ୍ର.)-ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ଜୋରସୋର ଉଦ୍ୟମ ଚାଲିଛି। ଏଥିପାଇଁ ଜିଲାସ୍ତରରେ ମଧ୍ୟ କର୍ମଚାରୀମାନଙ୍କୁ କରୋନା ମୁକାବିଲା ପାଇଁ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।…

କଂସ ରୂପରେ ସଚେତନତା

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡଗରପଡା ଗ୍ରାମର ଗୟାଧର ବିଶ୍ୱାଳ ନିଆରା ଢଙ୍ଗରେ କରୋନା ସଚେତନତା କରିଛନ୍ତି। ଲକଡାଉନ ଲାଗୁ ହେବା ଦିନଠାରୁ ସେ…

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍‌ ତାର, ସଂସ୍ପର୍ଶରେ ଆସି ଯୁବକ ଗୁରୁତର,

ଦେବଗଡ଼,୧୮ା୪(ଡ଼ି.ଏନ୍‌.ଏ.) ଦେବଗଡ଼ ଜିଲା ବାରକୋଟ ବ୍ଲକ ବଲଣ୍ଡା ଗ୍ରାମ ନିକଟ ଜଙ୍ଗଲରେ ବାର୍‌ହା ଶିକାରପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଛନ୍ତି।…

କରୋନା ଲଢ଼େଇରେ ଆଉ ଜଣେ ଯୋଦ୍ଧା

ଝାରସୁଗୁଡ଼ା ଅଫିସ,୧୮ା୪- କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏଥିପାଇଁ ସରକାର ସମଗ୍ର ଦେଶବାସୀଙ୍କ ସହଯୋଗ ଲୋଡୁଥିବା ବେଳେ ଏହି…

ବ୍ୟାଙ୍କ ଆଗରେ ଲମ୍ବା ଲାଇନ୍‌: ସାମାଜିକ ଦୂରତା ନିୟମକୁ ଅବମାନନା

ବାଲେଶ୍ୱର ଅଫିସ,୧୮।୪-ବାଲେଶ୍ୱର ଜିଲାର ବିଭିନ୍ନ ବ୍ୟାଙ୍କ ସମ୍ମୁଖରେ ପ୍ରତିଦିନ ଲମ୍ବା ଲାଇନ୍‌ ଦେଖିବାକୁ ମିଳୁଛି। କୋଭିଡ-୧୯ ସଂକ୍ରମଣ ରୋକିବା ପାଇଁ ସମଗ୍ର ଭାରତବର୍ଷରେ ଲକ୍‌ଡାଉନ୍‌ ଓ ସାମାଜିକ…

ଲକ୍‌ ଡାଉନ୍‌ ହେଲା ଚାଷୀଙ୍କ ପାଇଁ କାଳ

କୋକସରା, ୧୮ା୪(ଡି.ଏନ.ଏ.) - ପ୍ରଥମେ କରାବର୍ଷା ଓ ତାର କିଛିଦିନ ପରେ ଲକ୍‌ଡାଉନ କଳାହାଣ୍ଡି ଜିଲା କୋକସରା ବ୍ଲକର ପନିପରିବା ଓ ତରଭୁଜ ଚାଷୀଙ୍କ ପାଇଁ କାଳ…

ଠିକଣା ସମୟରେ ନିଷ୍ପତ୍ତି ନିଆଯିବ: ଆଇସିସି

ମେଲବୋର୍ନ, ୧୮ା୪ (ପି.ଟି.)- କୋଭିଡ୍‌-୧୯ ଯୋଗୁ ଟି୨୦ ବିଶ୍ୱକପ୍‌ ନିର୍ଦ୍ଧାରିତ ସମୟରେ ହେବ ନା ଆସନ୍ତାବର୍ଷକୁ ଘୁଞ୍ଚତ୍ବ ସେ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ତେବେ ଅନ୍ତର୍ଜାତୀୟ…