ମାସ୍କ, ସାବୁନ ବାଣ୍ଟିଲା ଜନଜାଗରଣ ମଞ୍ଚ

ଖଇରା,୧୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ ଜନକଲ୍ୟାଣ ସେବାକୁ ବ୍ରତ ଭାବେ ଗ୍ରହଣ କରି ଆସିଥିବା ଜନଜାଗରଣ ମଞ୍ଚ ପୁଣିଥରେ ଅସହାୟଙ୍କୁ ସହାୟତା…

ଓଡ଼ିଶା ସୀମା ପାରି ହେଉଥିବା ୧୧ ବଙ୍ଗୀୟ ଶ୍ରମିକ ଧରାପଡିଲେ

ଭୋଗରାଇ, ୧୭।୪(ଡି.ଏନ.ଏ.)-କରୋନା ଲାଗି ସମଗ୍ର ଦେଶ ଲକ୍‌ଡାଉନ୍‌ ଥିବାବେଳେ ଗତ ଗୁରୁବାର ରାତିରେ ଏକ ବୋଲେରୋରେ ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପାରି ହେଉଥିବା ୧୧ଜଣ ବଙ୍ଗୀୟ…

ଅଲିମ୍ପିକ୍ସ ଯୋଗ୍ୟତା ହାସଲ ପାଇଁ ଅପେକ୍ଷା ଯନ୍ତ୍ରଣାଦାୟକ

ନୂଆଦିଲ୍ଲୀ, ୧୭ା୪(ପି.ଟି.)-ନିଜର ଭବିଷ୍ୟତକୁ ନେଇ ଦ୍ୱନ୍ଦ୍ୱ ଓ ଉତ୍କଣ୍ଠାରେ ରହିଛନ୍ତି ଜାତୀୟ ରେକର୍ଡ ହାସଲକାରୀ ଲଙ୍ଗ୍‌ଜମ୍ପର ମୁରଲୀ ଶ୍ରୀଶଙ୍କର। କୋଭିଡ୍‌-୧୯ ମହାମାରୀର ଆବିର୍ଭାବ ତାଙ୍କ ପାଇଁ ସମସ୍ୟା…

୨୦୨୧ ଟୋକିଓ ଅଲିମ୍ପିକ୍ସ : ଧୈର୍ଯ୍ୟ ହରାଇ ନାହାନ୍ତି ସାନିଆ

ନୂଆଦିଲ୍ଲୀ, ୧୭।୪- ଦୀର୍ଘ ଦୁଇବର୍ଷ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ଟେନିସରୁ ଦୂରେଇ ରହିବାପରେ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲେ ଭାରତର ସାନିଆ ମିର୍ଜା। ଲକ୍ଷ୍ୟଥିଲା ଟୋକିଓ ଅଲିମ୍ପିକ୍ସ। ମାତ୍ର କରୋନା ଭାଇରସ…

ଜି.ଉଦୟଗିରିରେ ବର୍ଷା, କୁଆପଥର ବୃଷ୍ଟି

ଜି.ଉଦୟଗିରି,୧୭ା୪(ଡି.ଏନ୍‌.ଏ.)- ଜି.ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ପ୍ରବଳ ବର୍ଷା ପବନ ସହ କୁଆପଥର ବୃଷ୍ଟି ହୋଇଛି। ପ୍ରାୟ ଘଣ୍ଟାଏ ଧରି ବର୍ଷାପବନ ଓ କୁଆପଥର ମାଡରେ ଜନଜୀବସ…

ଆହତ କୃଷ୍ଣସାର ମୃଗ ଶାବକ ଉଦ୍ଧାର

ବୁଗୁଡ଼ା,୧୭ା୪(ଡି.ଏନ.ଏ)- ବୁଗୁଡ଼ା ଏନ୍‌ଏସି ସୂର୍ଯ୍ୟନଗର ଅଞ୍ଚଳରୁ ଗୁରୁବାର ଅପରାହ୍ନରେ ବୁଗୁଡ଼ା ବନବିଭାଗ କର୍ମଚାରୀ ଏକ ୨ ମାସର ଆହତ କୃଷ୍ଣସାର ମୃଗ ଶାବକକୁ ଉଦ୍ଧାର କରିଛନ୍ତି। ସୂର୍ଯ୍ୟନଗର…

ମହିଳାଙ୍କୁ ବଳାତ୍କାର ଅଭିଯୋଗ

ଦିଗପହଣ୍ଡି,୧୭ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ଥାନା ଅଧୀନ ଏକ ଗଁାର ଜଣେ ଅନୁସୂଚିତ ଜାତିର ମହିଳାଙ୍କୁ ତାଙ୍କ ଚାଷଜମିରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତଦନ୍ତକାରୀ ପୋଲିସ ଅଧିକାରୀ ଚିକିଟି…

ମିଲର୍ସ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ସୋନପୁର,୧୭।୪(ନି.ପ୍ର.) : କରୋନା ମହାମାରୀର ମୁକାବିଲା କରିବା ପାଇଁ ସୁବର୍ଣ୍ଣପୁର ଜିଲା ମିଲର୍ସ ସଂଘ ୫ଲକ୍ଷ ୫୧ହଜାର ଟଙ୍କା ପ୍ରଦାନ କରିଛି। ଶୁକ୍ରବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ…

ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି : ଛାତ୍ର, ଯୁବ ବିଜେଡି ପକ୍ଷରୁ ରକ୍ତଦାନ ଶିବିର

ସୋନପୁର,୧୭।୪(ନି.ପ୍ର.): ପ୍ରବାଦ ପୁରୁଷ ତଥା ଜନନାୟକ ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ…

କରୋନା ସଚେତନତା : ମାସ୍କ, ସାନିଟାଇଜର ବିତରଣ

ସୋନପୁର,୧୭।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ସଚେତନତା ଆବଶ୍ୟକ ହୋଇପଡିଛି। ଜରୁରି କାମରେ ଘରୁ ବାହାରିଲେ ମୁହଁରେ ମାକ୍ସ ଲଗାଇବା ବାଧ୍ୟତାମୂଳକ କରାଯାଇଛି। ତେଣୁ ସୋନପୁର…