ଧୋନିଙ୍କ ଶେଷ ଆଇପିଏଲ ! Dhoni’s final IPL series !

ସ୍ପୋଷ୍ଟ୍ସ ରାଉଣ୍ଡଅପର ଏହି ଏପିସୋଡରେ ଦେଖିବା କୋରନାକୁ ନେଇ ଚାଇନା ପରେ ଇଟାଲୀରେ ପରିସ୍ଥିତି ସାଙ୍ଘାତିକ ହେବାରୁ ସେଠାକାର ସରକାର କଣ ନିଷ୍ପତ୍ତି ନେଇଛନ୍ତି । ଆଇସିସି…

ବାଟ ଭୁଲି ୩୦ କିଲୋମିଟର ଚାଲିଆସିଥିଲେ ଦୁଇ ଶିଶୁପୁତ୍ର: ଉଦ୍ଧାର କଲା ଚାଇଲ୍ଡଲାଇନ୍‌, ପରିବାରବର୍ଗଙ୍କୁ ହସ୍ତାନ୍ତର

ଆନନ୍ଦପୁର,୧୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ବେଲବାହାଳି ଗ୍ରାମରୁ ଦୁଇ ଶିଶୁଙ୍କୁ ଆନନ୍ଦପୁର ଚାଇଲ୍ଡଲାଇନ୍‌ ସଦସ୍ୟମାନେ ଉଦ୍ଧାର କରି ସେମାନଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛନ୍ତି। ଦୁଇ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ ଆଜିର ତୁଳା ରାଶିସ୍ଥ ଚନ୍ଦ୍ର ପାରିବାରିକ ସୌଖ୍ୟ, ସହମତିରେ ଯାନ୍ତ୍ରିକ ଦ୍ରବ୍ୟ କିମ୍ବା ସ୍ବର୍ଣ୍ଣାଳଙ୍କର, ନୂତନ ବସ୍ତ୍ରାଦି କ୍ରୟ କରିବେ । ଭଲ ଭଲ କହୁଥିବା…

ନେମାଳୋ ପୀଠର ହେବ ବିକାଶ

ଭୁବନେଶ୍ୱର,୧୨।୩(ବ୍ୟୁରୋ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ମହାପୁରୁଷ ଅଚ୍ୟୁତାନନ୍ଦ ଦାସଙ୍କ ପୀଠସ୍ଥଳୀ ତଥା ପ୍ରସିଦ୍ଧ ନେମାଳୋ ପୀଠର ବିକାଶ କରାଯିବ। ଏନେଇ ପଞ୍ଚାୟତିରାଜ, ପାନୀୟଜଳ, ଆଇନ,…

ମାମୁଘରେ ମସ୍ତିଷ୍କ ବିକୃତ ପୁତୁରାର ଉନ୍ମତ୍ତକାଣ୍ଡ, ମାଉସୀଙ୍କୁ କୁରାଢ଼ିରେ ହାଣି ହତ୍ୟା

ରାଇରଙ୍ଗପୁର,୧୨।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅନ୍ତର୍ଗତ ଦଲଡ଼ିହା ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମରେ ଥିବା ନିଜ ମାମୁ ଘରକୁ…

ଅଲଗା ହେବେ ସିଦ୍ଧାନ୍ତ-ମେଘା

ବମ୍ବେ: ଅଭିନେତା ସିଦ୍ଧାନ୍ତ କର୍ନିକ ସ୍ତ୍ରୀ ମେଘା ଗୁପ୍ତାଙ୍କଠାରୁ ଅଲଗା ହେବେ। ଗତବର୍ଷ ଏପ୍ରିଲରୁ ଉଭୟ ଅଲଗା ରହିଆସୁଥିଲେ। ଏବେ ସେମାନେ ଛାଡ଼ପତ୍ର ପାଇଁ ଅପିଲ କରିଥିବା…

ଉଚ୍ଛେଦ ପୂର୍ବରୁ ଦୋକାନ ହଟାଇଲେ ବ୍ୟବସାୟୀ, ଥଇଥାନ କରା ନ ଗଲେ ଆନ୍ଦୋଳନ ଚେତାବନୀ

ଗଞ୍ଜାମ,୧୨।୩(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନବଜାରଠାରୁ ତ୍ରିବେଣୀ ମଠ ଛକ ଯାଏ ରାସ୍ତା ସମ୍ପ୍ରସାରଣ ପାଇଁ ଜବରଦଖଲ ଉଚ୍ଛେଦ କରାଯିବା ନେଇ ତହସିଲ ପ୍ରଶାସନ ପକ୍ଷରୁ ଗତ ଫେବୃୟାରୀ…

ଧାନପେଷା ମେଶିନ ସଂସ୍ପର୍ଶରେ ଆସି ମହିଳା ଗୁରୁତର

ଆନନ୍ଦପୁର,୧୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦରଡ଼ିପାଳ ଗ୍ରାମରେ ଜଣେ ମହିଳା ଧାନପେଷା ମେଶିନ୍‌ ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ଦରଡ଼ିପାଳ ଗ୍ରାମର…

ବିରୋଧୀ ଦଳ ନେତାଙ୍କ ଅଭିଯୋଗ: କେନ୍ଦୁପତ୍ର ତୋଳାଳି ପଇସା ପାଉ ନାହାନ୍ତି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): କେନ୍ଦୁପତ୍ର ତୋଳାଳିଙ୍କୁ ସେମାନଙ୍କ ନ୍ୟାଯ୍ୟ ପତ୍ର ମିଳୁନାହିଁ। ସେମାନେ ଯେତିକି ପାଉଣା ପାଇବା କଥା ତାହା ପାଉ ନାହାନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଉନ୍ନୟନ ପରିଷଦର…

‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତ ମାନ୍ୟତା ଦାବି: ମନ୍ତ୍ରୀ ସଚିବଙ୍କ ସହ ଆଲୋଚନା କରି ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନକୁ ନେଇ ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ଅଭିଯୋଗ…