ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା ରହିଛି।…

ବାହାରୁ ଫେରିଥିବା ଲୋକଙ୍କୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ

କେନ୍ଦୁଝର,୧୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କାଦଡିହା ଗ୍ରାମର ପ୍ରାଥମିକ ସ୍କୁଲରେ ୧୩ ଜଣ ମହିଳା ଓ ପୁରୁଷ ଗତ ୩ ତାରିଖରୁ ଅଲଗା ରହୁଥିଲେ…

ପ୍ରବଳ ଖରାରେ ସାମାଜିକ ଦୁରତ୍ୱ ରକ୍ଷା

ରାଇକିଆ,୧୭।୪(ଡି.ଏନ୍‌.ଏ.): କରନାରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱକୁ ବିଶେଷଭାବେ ଗୁରୁତ୍ୱ ଦିଆଯାଉଛି । ବିଭିନ୍ନ ସ୍ଥାନରେ ଅନ୍ୟ ଲୋକଙ୍କଠାରୁ ଦୂରେଇ ରହିବାକୁ କୁହାଯାଉଛି। ସାମାଜିକ ଦୂରତ୍ୱ…

ଭୁବନେଶ୍ୱର କରୋନା ହଟ୍‌ସ୍ପଟ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଏଥିପାଇଁ…

ସହରର ବିଭିନ୍ନ ସ୍ଥାନରେ ଚାଲିଛି ବିଶୋଧନ ପ୍ରକ୍ରିୟା

କେନ୍ଦୁଝର,୧୭ା୪(ସ୍ବ.ପ୍ର.): କରୋନା ମହାମାରୀ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଶୋଧନ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି। କେନ୍ଦୁଝର ସହରର ବିଭିନ୍ନ ଅଫିସ, ଡାକ୍ତରଖାନା, ରାସ୍ତାଘାଟ ବିଶୋଧନ କରାଯାଉଛି।…

ଲକ୍‌ଡାଉନ୍‌ରେ ଫସିଛନ୍ତି ବିଶ୍ୱ ଭ୍ରମଣରେ ବାହାରିଥିବା ଦମ୍ପତି : କାର୍‌କୁ କରିଛନ୍ତି ଘର

ଓ୍ବାଶିଂଟନ୍‌: କରୋନା ଭୂତାଣୁ ଯୋଗୁ ବିଶ୍ୱବ୍ୟାପୀ କରାଯାଇଥିବା ଲକ୍‌ଡାଉନ୍‌ରେ ଅନେକ ଲୋକ ବିଭିନ୍ନ ସ୍ଥାନରେ ଫସି ରହିଛନ୍ତି। ଏମିତି ସମୟରେ ଫସିଛନ୍ତି ଇଂଲଣ୍ଡର ଏକ ଦମ୍ପତି। ଏହି…

ଭଦ୍ରକ ଜିଲାପାଳଙ୍କ ନିର୍ଦ୍ଦେଶନାମା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଗଣିବେ ୫୦୦ ତଣ୍ଡ

ଭଦ୍ରକ ଅଫିସ - ଏଣିକି ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ତଣ୍ଡ ଗଣିବେ ୫୦୦ ଟଙ୍କା। ଏନେଇ ଭଦ୍ରକ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ନିର୍ଦ୍ଦେଶନାମା…

ନିରାଡମ୍ବରରେ ପାଳିତ ହେଲା ବିଜୁ ଶ୍ରାଦ୍ଧବାର୍ଷିକୀ

ଭଦ୍ରକ ଅଫିସ,୧୭।୪: ନିରାଡ଼ମ୍ବର ଭାବେ ଶୁକ୍ରବାର ଭଦ୍ରକରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କ ବାସଭବନ ପରିସରରେ ସାମାଜିକ ଦୂରତ୍ୱ…

ଉଦ୍‌ଘାଟନ ପୂର୍ବରୁ ସମୀକ୍ଷା: ଅନୁଗୋଳ କୋଭିଡ-୧୯ ହସ୍ପିଟାଲ ଭିତ୍ତିଭୂମି, ପ୍ରସ୍ତୁତି ବୁଲି ଦେଖିଲେ ୫-ଟି ସଚିବ

ତାଳଚେର,୧୭।୪(ନି.ପ୍ର.): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ୍‌-୧୯ ଡାକ୍ତରଖାନା ନିର୍ମାଣ କରାଯାଉଛି। ଏହି କ୍ରମରେ ଅନୁଗୋଳ ଜିଲାରେ ମଧ୍ୟ ଗୋଟିଏ…

ଲକ୍‌ଡାଉନ ଉଲ୍ଲଂଘନ: ପାଟଣା ପୋଲିସ ପକ୍ଷରୁ ୬୯ ବାଇକ, ୨କାର ଜବତ

ପାଟଣା,୧୭।୪(ସ୍ବ.ପ୍ର.): ସାରା ଦେଶରେ କରୋନା ଭୂତାଣୁ ସଂକ୍ରମଣରେ ଅଙ୍କୁଶ ଲଗାଇବାକୁ ସରକାର ଲକ୍‌ଡାଉନ କରିଥିବା ବେଳେ କେତେକ ଅମାନିଆ ଏହାକୁ ଉଲ୍ଲଂଘନ କରୁଛନ୍ତି। ବାଇକ୍‌ ଓ କାର…