ଗଞ୍ଜାମ କଲେଜ ହେବ କ୍ୱାରାଣ୍ଟାଇନ ସେଣ୍ଟର: ସାନିଟାଇଜର ସାମଗ୍ରୀ ପ୍ରଦାନ କରିବ ଗ୍ରାସୀମ କମ୍ପାନୀ

ଗଞ୍ଜାମ,୧୭।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି । ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁବାରେ ଲାଗିଛି। ଏଥିପାଇଁ କେନ୍ଦ୍ର ଓ…

୧୧୮ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ

ଚୌଦ୍ୱାର,୧୭ା୪(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସହରାଞ୍ଚଳରେ ରହୁଥିବା ନିର୍ମାଣ ଶ୍ରମିକଙ୍କୁ ସରକାରଙ୍କ ତରଫରୁ ମଞ୍ଜୁର ହୋଇଥିବା ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ଅବସରରେ ସ୍ଥାନୀୟ କଳା…

କରୋନା ଚିହ୍ନଟ କରିବ କୁକୁର!

ଲଣ୍ଡନ: କରୋନା ଭୂତାଣୁ ଯୋଗୁ ସମଗ୍ର ବିଶ୍ୱବାସୀ ଚିନ୍ତାରେ। ଏହି ମାରାତ୍ମକ ଭୂତାଣୁ ଯୋଗୁ ହଜାର ହଜାର ଲୋକଙ୍କ ଜୀବନ ହାନି ହୋଇସାରିଥିବା ବେଳେ ଲକ୍ଷାଧିକ ଲୋକ…

କରୋନା ସହାୟତା: ପ୍ରତ୍ୟେକ ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ୫ ହଜାର ଟଙ୍କା

ପୁରୀ ଅଫିସ, ୧୭।୪: କରୋନା କଟକଣା ପାଇଁ ଗତ ମାସ ୨୦ ତାରିଖରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ଫଳରେ ସେବାୟତଙ୍କ ଆର୍ଥିକ ସ୍ଥିତି ବିଗିଡିଯାଇଛି।…

ଲକ୍‌ଡାଉନ୍‌ କଟକଣାକୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଫୁ: ଆଡ଼ମ୍ବରରେ କଲେ ପୁଅର ବିବାହ

ବେଙ୍ଗାଲୁରୁ,୧୭।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ବନାଇ…

ଥାନାଧିକାରୀଙ୍କୁ ମିଳିଲା ଅଧିକ କ୍ଷମତା: ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କଲେ ସାଧାରଣ ଜନତା, ସରକାରୀ ଅଧିକାରୀଙ୍କ ଉପରେ ନେଇପାରିବେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନାର ମୁକାବିଲା ଲାଗି ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ସଚେତନତା ସତ୍ତ୍ୱେ ଅନେକେ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ…

ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ: ଜିଲାରୁ କେହି ବି ଭୁବନେଶ୍ୱର ଯିବେ ନାହିଁ

ଛତ୍ରପୁର, ୧୭।୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାକୁ ହଟସ୍ପଟ ଅଞ୍ଚଳ ଭାବେ ସରକାର ଘୋଷଣା କରିଛନ୍ତି। ଏଣୁ ଭୁବନେଶ୍ୱରରୁ ଯାଉଥିବା ଲୋକ ତଥା ଅଧିକାରୀଙ୍କ ଉପରେ ଗଞ୍ଜାମ ଜ଼ିଲାପ୍ରଶାସନ ବିଶେଷ…

କରୋନା ସଚେତନତା: ଏହେଡ ତରଫରୁ ମାସ୍କ ଓ ସାବୁନ ବିତରଣ

ଜି.ଉଦୟଗିରି, ୧୭।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ନାଣ୍ଡାସ୍ଥିତ ଏହେଡ ସଂସ୍ଥା ତରଫରୁ ବ୍ଲକର ଦୁର୍ଗମ ଅଞ୍ଚଳ ସିରିକି, କଟାବାଲି, ମୁକୁଲିଙ୍ଗିଆ ଏବଂ ଜି .ଉଦୟଗିରି ଏନ୍‌ଏସି…

ଶୋପିଆନରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୧୭।୪: ଗୋଟିଏ ପଟେ ସାରା ବିଶ୍ୱ କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟରେ ଗତି କରୁଥିବା ବେଳେ ଅନ୍ୟପଟେ ଆତଙ୍କବାଦୀ ନିଜ ମନ୍ଦ ବୁଦ୍ଧିରୁ ବାଦ୍‌ ପଡ଼ୁନାହାନ୍ତି। ଶୁକ୍ରବାର…

୬୩ କଳାକାରଙ୍କୁ ମିଳିଲା ୪ ମାସର ଅଗ୍ରୀମ ଭତ୍ତା

ଦିଗପହଣ୍ଡି,୧୭ା୪(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ବସବାସ କରୁଥିବା ୬୩ କଳାକାରଙ୍କୁ ୪ ମାସର ଅଗ୍ରୀମ କଳାକାର ଭତ୍ତା ପ୍ରଦାନ…