ମାନେସାର ହୋଟେଲରେ ଭାଜପା ବିଧାୟକ

ନୂଆଦିଲ୍ଲୀ,୧୨ା୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଥିବାବେଳେ କଂଗ୍ରେସ ଏବଂ ଭାଜପା ସେମାନଙ୍କ ବିଧାୟକମାନଙ୍କୁ ସୁରକ୍ଷିତ ରଖିବାକୁ ଉଦ୍ୟମ କରିଛନ୍ତି। ଭାଜପା ଏହାର ସମସ୍ତ ବିଧାୟକଙ୍କୁ ହରିୟାଣାର ମାନେସାରସ୍ଥିତ…

୧୦୫ ଟଙ୍କା ପେଟ୍ରୋଲ ପାଇଁ ବନ୍ଧୁକ ଦେଖାଇଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ରାଜଧାନୀରେ କଥା କଥାକେ ଗର୍ଜୁଛି ଚୋରା ବନ୍ଧୁକ। ସାମାନ୍ୟ କଥାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରୁଛନ୍ତି। ସୋମବାର ରାତିରେ ଏଭଳି ଏକ ଘଟଣା…

ଜୟପୁର ଗଲେ କଂଗ୍ରେସ ବିଧାୟକ

ଜୟପୁର,୧୨ା୩(ପି.ଟି.): ପୂର୍ବତନ ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ିବା ପରେ ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଘୋଡ଼ାବେପାର ଏଡାଇବା ପାଇଁ ପାଖାପାଖି ୯୦ କଂଗ୍ରେସ ବିଧାୟକଙ୍କୁ ଏକ…

ଏଜିଆର୍‌ ଦେୟ ବାବଦ ମିଳିଲା ୨୫,୯୦୦ କୋଟି

ନୂଆଦିଲ୍ଲୀ,୧୨ା୩: ଆଡ୍‌ଜଷ୍ଟେଟ ଗ୍ରସ ରେଭିନ୍ୟୁ(ଏଜିଆର୍‌) ଦେୟ ବାବଦ ସରକାର ଟେଲିକମ୍‌ କମ୍ପାନୀଙ୍କଠାରୁ ୨୫,୯୦୦ କୋଟି ଟଙ୍କା ଆଦାୟ କରିଛନ୍ତି। ଅନ୍ୟ ବକେୟା ଶୀଘ୍ର ପ୍ରଦାନ କରିବାକୁ କମ୍ପାନୀଗୁଡିକୁ…

ମିନିମମ୍‌ ବାଲାନ୍ସ ନିୟମ ବାଦ୍‌ ଦେଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୨ା୩: ଦେଶର ପ୍ରମୁଖ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ଏହାର ମିନିମମ୍‌ ବାଲାନ୍ସ ନିୟମକୁ ବୁଧବାର ବାଦ ଦିଆଯାଇଛି। ଏହା ଫଳରେ ଏସ୍‌ବିଆଇରେ ଆକାଉଣ୍ଟ ଥିବା…

ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର ମାର୍ଗଠାରେ…

‘ନିର୍ଲଜ୍ଜ ଘୋଡ଼ାବେପାର କରୁଛି ଭାଜପା’

ଜୟପୁର,୧୨ା୩(ପି.ଟି.): ମଧ୍ୟପ୍ରଦେଶରେ ଭାଜପା ଅର୍ଥ ବଳରେ ନିର୍ଲଜ୍ଜ ଭାବେ ଘୋଡ଼ାବେପାର ଚଳାଇଛି ବୋଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବୁଧବାର କହିଛନ୍ତି। ଯେଉଁମାନେ ଦେଶକୁ ଶାସନ କରୁଛନ୍ତି,…

ସମବାୟ ବ୍ୟାଙ୍କ ଚେକ୍‌ କ୍ଲିୟରାନ୍ସରେ ସମସ୍ୟା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨ା୩: ୟେସ୍‌ ବ୍ୟାଙ୍କ ଉପରେ ରିଜର୍ଭ ବ୍ୟାଙ୍କର ଉଠାଣ କଟକଣା ଯୋଗୁ ଉକ୍ତ ବ୍ୟାଙ୍କର ବିଭିନ୍ନ ପେମେଣ୍ଟ ଏବଂ ଫଣ୍ଡ ଟ୍ରାନ୍ସଫର ସେବା ପ୍ରଭାବିତ ସ୍ଥିତିରେ ରହିଛି। ଏହା…

ସରିଲା ମହିଳା ୱେଲ୍ଡିଂ ଲିଗ୍‌

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସି.ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଚାଲିଥିବା ଜାତୀୟ ମହିଳା ୱେଲ୍ଡିଂ ଲିଗ୍‌ ଉଦ୍‌ଯାପିତ ହୋଇଯାଇଛି। ଫ୍ରୋନିୟସ୍‌…

୨ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ଧଅଁରାଖମନ ଗାଁର ୮ ବୁଢ଼ାବୁଢ଼ୀ

କର୍ଲାମୁଣ୍ଡା, ୧୨।୩ (ଡି.ଏନ୍‌.ଏ.)- ସରକାର ବୁଢ଼ାବୁଢ଼ୀ, ବିଧବା, ଛାର୍‌ରି ମହିଲା, ଦିବ୍ୟାଙ୍ଗମାନକୁ ସାମାଜିକ ସୁରକ୍ଷା ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ,…