ପୁବୁ ସାହି ନିକଟ ଶଙ୍ଖ ତଳୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ସାନପୁଅ ଆଣିଲେ ହତ୍ୟା ଅଭିଯୋଗ, ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଆଦର୍ଶ ଥାନା ପୋଲିସ

ଖୋର୍ଦ୍ଧା ଅଫିସ,୧୬।୪: ଖୋର୍ଦ୍ଧା ଆର୍ଦଶ ଥାନା ଜାତୀୟ ରାଜପଥ ପୁବୁ ସାହି ନିକଟ ଶଙ୍ଖ ତଳୁ ପୋଲିସ ଗୁରୁବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

କରୋନାକୁ ନେଇ ଭୟଭୀତ ହେବାର କାରଣ ନାହିଁ, ଘରେ ରଖି ଚିକିତ୍ସା କରିବା ହୋଇପାରେ ସମସ୍ୟାବହୁଳ: ସୁରେଶ ମହାପାତ୍ର

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ୍‌ଙ୍କର ବିଭିନ୍ନ କୋଭିଡ-୧୯ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ସଂକ୍ରମଣର ଆଶଙ୍କା ଥିବାରୁ ସେମାନଙ୍କୁ ପରିବାରଲୋକେ ଦେଖା କରିପାରିବେ ନାହିଁ। ସରକାରଙ୍କ…

କୋଭିଡ-୧୯ ପଜିଟିଭ୍‌ଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ଦିଆଯାଉଛି ଟ୍ରେନିଂ, ଚିକିତ୍ସା କରିବା ପୂର୍ବରୁ କରାଯାଉଛି ମକ୍‌ଡ୍ରିଲ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): କରୋନା ସଂକ୍ରମଣ ଜନିତ ରୋଗ। ଏଣୁ ଏଥିରେ ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ତଥା ଅନ୍ୟ ସ୍ବାସ୍ଥ୍ୟକର୍ମଚାରୀଙ୍କ ପ୍ରତି ବିପଦ ରହିଛି। କାରଣ ସେମାନେ ମଧ୍ୟ…

୨ ଶିଶୁକନ୍ୟାଙ୍କୁ ଧରି ଲୁହ ଢାଳୁଛନ୍ତି ଯୁବତୀ

ଲୋଇସିଂହା, ୧୬।୪ (ଡି.ଏନ.ଏ.): ପ୍ରେମ ବିବାହ କରିବା ଜଣେ ଯୁବତୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଗର୍ଭବତୀ ସ୍ତ୍ରୀ, ୭ ବର୍ଷର ଶିଶୁକନ୍ୟାକୁ ଛାଡି ସଂପୃକ୍ତ…

ସଂକ୍ରମଣର ଭୟ ଥିବାରୁ ନିର୍ମାଣ ହେଉଛି ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ: ଏବେସୁଦ୍ଧା ୨୪ଟି କାର୍ଯ୍ୟକ୍ଷମ, ୧୧ଟିର ନିର୍ମାଣ ଚାଲିଛି

ଭୁବନେଶ୍ୱର,୧୬।୪(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣକୁ ପ୍ରତିହତ କରିବା ଲାଗି ରାଜ୍ୟ ତଥା ଜିଲା ସ୍ତରରେ ୩୫ଟି କୋଭିଡ୍‌ ଡାକ୍ତରଖାନା ପ୍ରତିଷ୍ଠା ହେବାକୁ ନିଷ୍ପତ୍ତି ନିଆଯାଇଥିଲା। ବର୍ତ୍ତମାନସୁଦ୍ଧା ସେଥିରୁ…

ହଜାରେ ଟଙ୍କା ପାଇଁ ରାତି ଅନିଦ୍ରା

ସମ୍ବଲପୁର, ୧୬।୪ (ବ୍ୟୁରୋ)- କରୋନା କଟକଣା ଲକ୍‌ ଡାଉନ ପରେ ଏହାର ପ୍ରଭାବ ସିଧାସଳଖ ଖଟିଖିଆ, ଦିନ ମଜୁରିଆ ଓ ଗରିବ ଶ୍ରେଣୀ ଲୋକଙ୍କ ଉପରେ ପଡିଛି।…

କେବଳ ବାହାରେ ନୁହେଁ, ଘରେ ବି ରଖନ୍ତୁ ସାମାଜିକ ଦୂରତ୍ୱ: ଉନ୍ନୟନ କମିଶନର

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରହିଛି। ଏବେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ଆବଶ୍ୟକ।…

ଭୟ ଭିତରେ ବି ଲୋକଙ୍କୁ ସଚେତନ କରୁଛନ୍ତି ଅଙ୍ଗନଓ୍ବାଡି କର୍ମୀ

ଲାଞ୍ଜିଗଡ,୧୬।୪(ଡି.ଏନ୍‌.ଏ.): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପ୍ରଶାସନର ସମସ୍ତ ବିଭାଗ ସଚେତନତା ପାଇଁ ଅଣ୍ଟା ଭିଡଛି। ଏଥିରୁ ବାଦ ପଡି…

କୋଭିଡ୍‌-୧୯ ଲକ୍‌ଡାଉନ୍‌: ଅନ୍‌ଲାଇନ୍‌ କୋଚିଂ ପାଇଁ ହାତ ମିଳାଇଲେ ସାଇ- ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ,୧୬।୪(ପି.ଟି.): କରୋନା ଭାଇରସ ମହାମାରୀ ରୂପ ନେଇଥିବା ବେଳେ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ଅନ୍‌ଲାଇନ କୋଚିଂ ପାଇଁ ଅଣ୍ଟା ଭିଡିଛନ୍ତି ଅଲ ଇଣ୍ଡିଆ…

ନିୟମ ଭାଙ୍ଗୁଛନ୍ତି ସରକାରୀ କାମରେ ନିୟୋଜିତ ଶ୍ରମିକ

ସମ୍ବଲପୁର, ୧୬।୪ (ବ୍ୟୁରୋ)-କରୋନା କଟକଣା ଓ ଏହାର ସଂକ୍ରମଣ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହାର ପ୍ରତିଷେଧକ ପାଇଁ ସାମାଜିକ ଦୂରତ୍ୱ ଏକ ପ୍ରମୁଖ…