ସିଏଏ ହିଂସା: ହାଇକୋର୍ଟଙ୍କ ରାୟକୁ ବିରୋଧ କରି ସୁପ୍ରିମକୋର୍ଟ ଯାଇପାରନ୍ତି ଯୋଗୀ ସରକାର

ଲକ୍ଷ୍ନୌ,୧୦।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶରେ ଉପୁଜିଥିବା ହିଂସାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ଏକ ପୋଷ୍ଟର ଯୋଗୀ ଆଦିତ୍ୟନାଥଙ୍କ ସରକାର ଜାରି କରିଥିଲେ। ଗୋଟିଏ ଦିନ…

ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆଜି ପବିତ୍ର ହୋଲି। ସାରା ଦେଶରେ ଏହି ପର୍ବକୁ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଉଥିବା ବେଳେ କେତେକ ସ୍ଥାନରେ କରୋନା ଭାଇରସ୍‌କୁ ନେଇ ହୋଲି ଫିକା…

ଯୋଗକରି ହୋଲିଖେଳିଲେ କାମାକ୍ଷାନଗର ଅଞ୍ଚଳବାସୀ

କାମାକ୍ଷାନଗର,୧୦।୩(ଡି.ଏନ୍‌.ଏ.): ଆଜି ରଙ୍ଗର ପର୍ବ ହୋଲି। ସାରା ଦେଶରେ ଏହି ପର୍ବକୁ ଧମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ଚଳିତବର୍ଷ କରୋନାର ଭୟରେ ଏକ ପ୍ରକାର ହୋଲି ଫିକା…

ହିଙ୍ଗୁଳା ମନ୍ଦିରରୁ ଚୋରି: ତାଲା ଭାଙ୍ଗି ହୁଣ୍ଡିବାକ୍ସରୁ ଟଙ୍କା ନେଇଗଲେ ଦୁର୍ବୃତ୍ତ

ବଅଁରପାଳ,୧୦।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ ବଳରାମ ପ୍ରସାଦଠାରେ ଥିବା ହିଙ୍ଗୁଳା ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିର ତାଲା…

ଆଗରପଡା ମେଲଣରେ ୬୦ରୁ ଉର୍ଦ୍ଧ୍ୱ ବିମାନ

ବନ୍ତ, ୧୦ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ରାମଗଡ ମେଲଣରେ ୬୦ରୁ ଊର୍ଦ୍ଧ୍ୱ ସୁସଜ୍ଜିତ ବିମାନ ବିରାଜମାନ ହୋଇଛନ୍ତି। ମଙ୍ଗଳବାର ଭୋର ୪ଟାରେ ବାଣ ରୋଷଣୀ ସହିତ…

ଦୁଇ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ପାଟଣା, ୧୦ା୩(ସ୍ବ. ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ଦେଉଳିଆ ସାହିର ଜଣେ ଓ ନୂଆଖମଣ ଢ଼ିପା ସାହିର ଜଣେ ଯୁବକଙ୍କ ସୋମବାର ବିଳମ୍ବିତ ରାତିରେ…

ଆରମ୍ଭ ହେଲା ଐତିହାସିକ ପତିରାଜପୁର ମେଳା: ୫୦ ହଜାର ଶ୍ରଦ୍ଧାଳୁଙ୍କ ସମାଗମ

ସୋର, ୧୦ା୩(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକର ଐତିହାସିକ ପତିରାଜପୁର ଦୋଳମେଳନ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଣରେ ସୋମବାର ରାତିରେ ଆରମ୍ଭ ହୋଇଛି। ମେଳାର…

ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଡେରାଡୁନ୍‌: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି। ଲୋକେ…

ଛାତ୍ରୀଙ୍କ ଆତ୍ମହତ୍ୟା

ରୂପସା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ସାଉଡି ଗ୍ରାମର ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ସେ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିଲେ। ଗତ ୮…

ପାଇପଲାଇନ କାଟି ତେଲ ଚୋରି

ରୂପସା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ମଧୁସୂଦନ ଗ୍ରାମ ନିକଟ ଦେଇ ଯାଉଥିବା ହଳଦିଆ-ପାରାଦ୍ୱୀପ ପାଇପ ଲାଇନ କାଟି ଦୁର୍ବୃତ୍ତ ନିୟମିତ ତେଲ ଚୋରି କରୁଥିବା ଅଭିଯୋଗ…