କରୋନା ଭାଇରସ କବଳରେ ୩ ବର୍ଷର ଭାରତୀୟ ଶିଶୁ

ଥିରୁଭାନନ୍ତପୁରମ,୯।୩: ଡରାଇଲାଣି କରୋନା ଭାଇରସ। ଆମେରିକା, ଇଟାଲି ଭଳି ଦେଶ ଏହି କରୋନା ଭାଇରସ କବଳରେ ଆସିଥିବା ବେଳେ ଏବେ ଏହା ଭାରତରେ କାୟା ବିସ୍ତାର କରି…

ମଙ୍ଗଳ ଗ୍ରହର ପରୀକ୍ଷା ପାଇଁ ମାତା-ନା-ମଢ଼ରେ ଆମେରିକା ମହାକାଶ ବିଜ୍ଞାନୀ ଟିମ୍‌

ଭୁଜ,୯।୩: ଗୁଜରାଟ ଭୁଜ ଅଞ୍ଚଳରେ ଥିବା ମାତା-ନା-ମଢ଼ରେ ଆମେରିକା ମହାକାଶ ବିଜ୍ଞାନୀ ଟିମ୍‌ ପହଞ୍ଚି ପରୀକ୍ଷା ନିରୀକ୍ଷା ଆରମ୍ଭ କରିଛନ୍ତି। ଏହି ଅଞ୍ଚଳର ମୃତ୍ତିକା ମଙ୍ଗଳ ଗ୍ରହର…

ଏସ୍‌ସିବିରେ କରୋନା ସନ୍ଦିଗ୍ଧ, ୩ ସ୍ବାଇନ୍‌ ଫ୍ଲ୍ୟୁ ରୋଗୀ

କଟକ ଅଫିସ,୯।୩: କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଇ ରବିବାର ଜଣଙ୍କୁ ଏସ୍‌ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ସେ ଜଣେ ଇଞ୍ଜିନିୟର ହୋଇଥିବାବେଳେ…

ପୌର ନିର୍ବାଚନକୁ ଓହ୍ଲାଇବ ଏଏପି

ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ଚଳିତବର୍ଷ ଶେଷ ଆଡକୁ ପୌର ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହି ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଅଂଶଗ୍ରହଣ କରିବ। ଓଡ଼ିଶା ଗସ୍ତରେ ଥିବା…

ରାଜ୍ୟ ସଭା ନିର୍ବାଚନ: ଚତୁର୍ଥ ଆସନ ପାଇଁ ବାଟ ଫିଟୁଛି

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡିଶାରେ ଖାଲି ହେବାକୁ ଥିବା ୪ ରାଜ୍ୟ ସଭା ଆସନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବା ବେଳେ ଆସନ୍ତା ୨୬ରେ ନିର୍ବାଚନ ହେବ। ଇତି…

ବନ୍ୟା ପାଣିରେ ନିଆଁ

ବଲାଙ୍ଗୀର ସହର ନିକଟରେ କୌଣସି ନଦୀ ପ୍ରବାହିତ ହୋଇନାହିଁ। ସହର ମଧ୍ୟଦେଇ ଅଙ୍କାବଙ୍କା ହୋଇ ଲକ୍ଷ୍ମୀଯୋର ପ୍ରବାହିତ ହେଉଛି। ସାଧାରଣତଃ ସହରରେ ବନ୍ୟା ପ୍ରଭାବ ଦେଖାଯାଏ ନାହିଁ।…

୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ

କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି…

ମାସକ ଭିତରେ ୩ ଗୁଳିକାଣ୍ଡ: ବସ୍‌ ମାଲିକଙ୍କୁ ଗୁଳିମାଡ଼ ପରେ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୯।୩(ବ୍ୟୁରୋ): କମିଶନରେଟ ପୋଲିସ ଚାହିଁ ରହିଛି, ହେଲେ ରାଜଧାନୀରେ ତୁହାକୁ ତୁହା ଗୁଳି ଫୁଟୁଛି। ଅପରାଧିମାନେ ଦିନଦ୍ୱିପ୍ରହରରେ ସଂଘବଦ୍ଧ ଭାବେ ଅପରାଧ ଘଟାଉଥିଲେ ମଧ୍ୟ ପୋଲିସ ସେମାନଙ୍କ…

ପୋଷଣ ପାଇଁ ‘ସୋପାନ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୯।୩(ବ୍ୟୁରୋ): ମହିଳା ଏବଂ ଶିଶୁଙ୍କ ପୋଷଣଗତ ବିକାଶକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଇ ଆସୁଛନ୍ତି। ନିକଟରେ ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସ୍ବତନ୍ତ୍ର ପୋଷଣ…

ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରୀୟ ପଦବୀରେ ଓଡ଼ିଆ

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡ଼ିଶାରେ ଜନ୍ମିତ ବହୁ ପ୍ରଶାସନିକ ଅଧିକାରୀ ବର୍ତ୍ତମାନ କେନ୍ଦ୍ରରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରୁଛନ୍ତି। ସ୍ବାଧୀନତା ପରବର୍ତ୍ତୀ ସମୟଠାରୁ ଅନୁଧ୍ୟାନ କଲେ ବର୍ତ୍ତମାନ ସମୟରେ ଏକାଧିକ…