ଭୂତାଣୁ ସଂକ୍ରମଣ ପରେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ହୁଏ ବୃଦ୍ଧି: କରୋନା କ୍ଷେତ୍ରରେ ବି ଏହା ସମ୍ଭବ !

ଓ୍ବାଶିଂଟନ,୧୫।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ମାନବ ସମାଜରୁ ଏହି ମହାମାରୀକୁ ଦୂରେଇବା ପାଇଁ ନାନା ପ୍ରକାର ଗବେଷଣା ଜାରି ରହିଛି। ଏହି ମର୍ମରେ…

ଖୁବ୍‌ଶୀଘ୍ର ଆରମ୍ଭ ହେବ କେନ୍ଦୁପତ୍ର, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ

ଭୁବନେଶ୍ୱର,୧୫।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ହ୍ରାସ କରିବା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ ବଳବତ୍ତର ରହିଛି। ହେଲେ ଏହାଯୋଗୁ ବିଭିନ୍ନ ଅର୍ଥନୈତିକ କାରବାର ବାଧାପ୍ରାପ୍ତ ହୋଇଛି। ତୃଣମୂଳସ୍ତରରେ…

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ୩୭ ଲିଟର ମଦ ଜବତ, ୩ ଗରଫ

ଆର୍‌.ଉଦୟଗିରି, ୧୫।୪(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରି ଅବକାରୀ ବିଭାଗ ପକ୍ଷରୁ ଆର.ଉଦୟଗିରି ଆସିସାହି, ଖଜୁରିପଦା, ସେରେଙ୍ଗ ଆଦି ଗ୍ରାମରେ ମଙ୍ଗଳବାର ଚଢ଼ାଉ କରାଯାଇ ୩୭ ଲିଟର ଦେଶିମଦ…

୩ ପଞ୍ଚାୟତକୁ ସାନିଟାଇଜ୍‌ କଲା ଆଇଆର୍‌ଇ

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.): ଭାରତୀୟ ବିରଳ ମୃତ୍ତିକା (ଆଇଆର୍‌ଇ) ପ୍ଲାଣ୍ଟ ପକ୍ଷରୁ ନିକଟବର୍ତ୍ତୀ କଣମଣା, ଆର୍ଜିପଲ୍ଲୀ ଓ କାଳୀପାଲି ପଞ୍ଚାୟତକୁ ସାନିଟାଇଜ୍‌ କରାଯାଇଛି। ପ୍ଲାଣ୍ଟର ସିଜିଏମ ଏ. ଜେ. ଜନର୍ଥନନ୍‌ଙ୍କ…

US ରୁ ଦେଲେ ସଚେତନତା ବାର୍ତ୍ତା

ସାରାବିଶ୍ବ ଏବେ ମାରାତ୍ମକ କରୋନା ସହ ଲଢେଇ କରୁଛି । ଏହି ସମୟରେ ନିଜ ଦେଶଠୁ ଦୂରରେ ରହୁଥିବା ପ୍ରବାସୀ ଓଡିଆ କରୋନା ସହ ଲଢେଇ ଲାଗି…

ଆମେରିକାରୁ ଆସିଲା ଖୁସି ଖବର: କରୋନା ସଂକ୍ରମଣରେ ଫୁସ୍‌ଫୁସ୍‌କୁ ସୁରକ୍ଷିତ ରଖିବ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ !

ନ୍ୟୁୟର୍କ,୧୫।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଔଷଧ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଦିନରାତି ଏନେଇ ଉଦ୍ୟମ ଅବ୍ୟାହତ ରହିଛି। ତେବେ ଆମେରିକାରୁ…

କରୋନା ମୁକାବିଲା: କଟକରୁ ୬୭୯ଟି ଗାଡ଼ି ଜବତ, ୯ ମାମଲା ରୁଜୁ

କଟକ ଅଫିସ,୧୫।୪: କରୋନା(କୋଭିଡ-୧୯) ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କେନ୍ଦ୍ରଠାରୁ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି…

କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଭୁବନେଶ୍ୱରକୁ ୩ଟି ଜୋନ୍‌ରେ ଭାଗକରି ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ କେବଳ ଭୁବନେଶ୍ୱରରେ ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା…

ବାରମ୍ବାର ମୁହଁରେ ହାତ ମାରିବା ଅଭ୍ୟାସ: ରହିଛି କରୋନା ସଂକ୍ରମଣ ଆଶଙ୍କା; ଲକ୍ଷେ ୨୫ ହଜାର ଜୀବନ ଯିବାପରେ ବି ଲୋକେ ନୁହଁନ୍ତି ସତର୍କ !

ନୂଆଦିଲ୍ଲୀ/ନ୍ୟୁୟର୍କ,୧୫।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି।…

ମାସ୍କ୍‌ ପିନ୍ଧିବା ଜରୁରୀ, ବାହାରେ ଛେପ ପକାଇଲେ ଜରିମାନା ସହ ଜେଲଦଣ୍ଡ: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏହା ସହିତ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଲଢ଼େଇ ଲାଗି ମାର୍ଗ…