ମାସ୍କ ନ ପିନ୍ଧିବାରୁ ଜରିମାନା

ଫିରିଙ୍ଗିଆ, ୧୫ା୪- କରୋନା ପ୍ରତିହତ ପାଇଁ ମାକ୍ସ ପିନ୍ଧିବା ଜରୁରୀ ବୋଲି କିଛି ଦିନ ତଳେ ରାଜ୍ୟ ସରକାର ଘୋଷଣା କରିଥିଲେ ା ଏହାର ଖିଲାପ କଲେ…

କନ୍ଧମାଳରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହସ୍ପିଟାଲ

ଫୁଲବାଣୀ ଅଫିସ, ୧୫ା୪- କରୋନା ଆକ୍ରାନ୍ତଙ୍କ ପାଇଁ କନ୍ଧମାଳ ଜିଲାରେ ପ୍ରଥମ କରି ମଙ୍ଗଳବାରଠାରୁ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି ା ଜିଏନ୍‌ଏମ୍‌ କଲେଜ ପରିସରରେ ଖୋଲିଥିବା…

କର୍ତ୍ତବ୍ୟ ଆଗରେ ହାର ମାନିଛି କର୍କଟ ରୋଗ

ଦିଗପହଣ୍ଡି,୧୫ା୪(ଡି.ଏନ.ଏ.)- ସମଗ୍ର ବିଶ୍ୱ ଏବେ ରୋନା ମହାମାରୀ ସହ ଲଢୁଛି। ଏଭଳି ପରିସ୍ଥିତିରେ ଡାକ୍ତର, ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ କର୍ତ୍ତବ୍ୟ ବଢିଯାଇଛି। ଏମାନେ ଏବେ ଏହି…

ଅର୍ଦ୍ଧାଧିକ ହିତାଧିକାରୀ ପାଇନାହାନ୍ତି ଗହମ: ଡିପୋରେ ମହଜୁଦ ନାହିଁ

ଆସିକା,୧୫ା୪(ଡି.ଏନ୍‌.ଏ.): କରୋନା ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀଙ୍କୁ ୩ ମାସର ଚାଉଳ ଓ ଗହମ ପ୍ରଦାନ କରୁଛନ୍ତି। ତେବେ ଅଦ୍ୟାବଧି…

୩୪ଜଣଙ୍କ ହୋମ କ୍ୱାରାଣ୍ଟାଇନ ଅବଧି ଶେଷ

କେନ୍ଦୁଝର, ୧୫।୪(ସ୍ବ.ପ୍ର.)-କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ଶନିବାର ସୁଦ୍ଧା ୩୪ଜଣଙ୍କ ହୋମ କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ…

ମୋବାଇଲ ଟାୱାରରୁ ଚୋରି, ୩ ଗିରଫ

ବଡବିଲ, ୧୫।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୋଲିସ ଏକ ମୋବାଇଲ ଟାୱାରରୁ ଚୋରି ଅଭିଯୋଗରେ ୨ଚୋରଙ୍କ ସହ ଜଣେ ରିସିଭରଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି।…

ଚୋରି ବାଇକ ଉଦ୍ଧାର, ୪ ଗିରଫ

ବଡବିଲ, ୧୫।୪(ସ୍ବ.ପ୍ର.)-ବଡବିଲ ପୋଲିସ ବାଇକ ଚୋରି ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୟାବାଲି ଅଞ୍ଚଳର ଭୀଷ୍ମ କୁମାର…

ସୌରିବନ୍ଧୁ କରଙ୍କ ବିୟୋଗରେ ଶୋକ

କେନ୍ଦୁଝର,୧୫ା୪(ଡିଏନ୍‌ଏ): ବିଶିଷ୍ଟ ଶ୍ରମିକ ନେତା ତଥା ଏ.ଆଇ.ଟି.ୟୁ.ସିର ରାଜ୍ୟ ସାଧାରଣ ସମ୍ପାଦକ ସୌରିବନ୍ଧୁ କରଙ୍କ ସୋମବାର ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କ…

କୂଅରେ ପଡ଼ି ବୃଦ୍ଧାଙ୍କ ପ୍ରାଣ ଗଲା

ପାଟଣା,୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ଅନ୍ତର୍ଗତ ବଳିଆ ପଶି ଗ୍ରାମର ଏକ କୂଅରୁ ମଙ୍ଗଳବାର ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ…

ନିଆଁରେ ପୋଡ଼ି ବିବାହିତା ମହିଳାଙ୍କ ମୃତ୍ୟୁ

ବନ୍ତ, ୧୫ା୪(ସ୍ବ.ପ୍ର.)-ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ନୂଆପୋଖରୀ ଗ୍ରାମରେ ମଙ୍ଗଳବାର ସକାଳେ ଜଣେ ବିବାହିତା ମହିଳା ନିଆଁରେ ପୋଡିହୋଇ ମୃତ୍ୟୁବରଣ କରିଛନ୍ତି। ପରିବାର ଲୋକେ ଏହାକୁ…