୬୦ନଂ କରୋନା ଆକ୍ରାନ୍ତ ଝାରପଡ଼ା ନିଳାଦ୍ରିନଗରର: ଗ୍ରୋସରୀ-ପରିବା ଲାଗି ବୁଲିଛନ୍ତି କେସୁରା ବଜାର, ରସୁଲଗଡ଼ ହାଟ, ପଳାଶୁଣୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜଧାନୀରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଝାରପଡ଼ା ଅଞ୍ଚଳର ହୋଇଥିବା ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେ…

ରେଡ୍‌ଜୋନ୍‌ର ୫୨ ହଜାର ପରିବାରର ସ୍କ୍ରିନିଂ ସରିଲା

ଝାରସୁଗୁଡା ଅଫିସ,୧୪ା୪: ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ ଝାରସୁଗୁଡା ବ୍ଲକ, ବ୍ରଜରାଜନଗର ମ୍ୟୁନିସିପାଲଟି ଓ ଲଇକେରା ବ୍ଲକକୁ ରେଡ୍‌ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ଉପରୋକ୍ତ ଅଞ୍ଚଳକୁ ରାଜ୍ୟ…

୫୯ନଂ କରୋନା ଆକ୍ରାନ୍ତ ବମିଖାଲର ୭୫ବର୍ଷୀୟ ବୃଦ୍ଧ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜଧାନୀରେ  ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବମିଖାଲର ୩ଜଣ ହୋଇଥିବା ବେଳେ ଜଣେ ଝାରପଡ଼ା ଅଞ୍ଚଳର । ତେବେ ବମିଖାଲର…

ଖୋର୍ଦ୍ଧା ବ୍ଲଡ ବ୍ୟାଙ୍କରେ ରହିଛି ୭୦ ୟୁନିଟ୍‌ ରକ୍ତ

ଖୋର୍ଦ୍ଧା ଅଫିସ,୧୪ା୪: ଲକଡାଉନ ସମୟରେ ଖୋର୍ଦ୍ଧା ରକ୍ତଭଣ୍ଡାରରେ ରକ୍ତ ଅଭାବ ସମସ୍ୟା ଦୂର କରିବା ଲାଗି ପ୍ରଶାସନ ଓ ଜିଲା ସ୍ବାସ୍ଥ୍ୟ ସମିତି ମିଳିତ ଆନୁକୂଲ୍ୟରେ ମଙ୍ଗଳବାର…

୫୮ନଂ କରୋନା ଆକ୍ରାନ୍ତ ଜଣେ ମହିଳା: ଲକ୍ଷଣ ନ ଥିଲେ ହେଁ ରିପୋର୍ଟ ଆସିଛି ପଜିଟିଭ୍‌, କିମ୍ସ କୋଭିଡ୍‌ ଡାକ୍ତରଖାନା ସ୍ଥାନାନ୍ତର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ପଜିଟିଭ୍‌ ମାମଲାଗୁଡ଼ିକ ଭୁବନେଶ୍ୱରର। ସୋମବାର ପରୀକ୍ଷା ହୋଇଥିବା ୫୬୪ଟି ନମୂନା ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି। ତେବେ…

ନିରାଡମ୍ବର ସହ ଆମ୍ବେଡ଼କର ଜୟନ୍ତୀ

ସମ୍ବଲପୁର, ୧୪।୪ (ବ୍ୟୁରୋ)- କରୋନା କଟକଣା ଓ ଲକ୍‌ ଡାଉନକୁ ଦୃଷ୍ଟିରେ ରଖି ସମ୍ବିଧାନ ପ୍ରଣେତା ଡା. ଭୀମରାଓ ଜୀ ଆମ୍ବେଡ଼କରଙ୍କ ଜୟନ୍ତୀ ନିରାଡମ୍ବର ଭାବେ ପାଳିତ…

୫୭ନଂ ଆକ୍ରାନ୍ତ ବେବିଲୋନ୍‌ ଆପାର୍ଟମେଣ୍ଟର: ବୁଲିଛନ୍ତି ଗଣେଷ ମଣ୍ଡପ ନିକଟ ପରିବା ଦୋକାନ, ରିଲାଏନ୍ସ ଫ୍ରେସ୍‌, ରସୁଲଗଡ଼ ହାଟ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ପଜିଟିଭ୍‌ ମାମଲାଗୁଡ଼ିକ ଭୁବନେଶ୍ୱରର। ସୋମବାର ପରୀକ୍ଷା ହୋଇଥିବା ୫୬୪ଟି ନମୂନା ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି। ତେବେ…

୫୬ନଂ କରୋନା ଆକ୍ରାନ୍ତଙ୍କ ତଥ୍ୟ: ୧୭ଜଣଙ୍କ ସହ କୋଲକାତାରୁ ଯାଜପୁରର ସାଥୀପୁର ଆସିଥିଲେ, ମାଛ ଗାଡ଼ିରେ ପହଞ୍ଚିଥିଲେ ଗଣେଷପୁର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ୫୬ନଂ କରୋନା ଆକ୍ରାନ୍ତ ତଥା ଯାଜପୁରରେ ବ୍ୟକ୍ତିଙ୍କ ଗସ୍ତ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ମାର୍ଚ୍ଚ ୨୮ ତାରିଖରେ ସେ ଏକ…

ଗୁମ୍ମା ଅଞ୍ଚଳକୁ ସାନିଟାଇଜ୍‌ କଲା ପ୍ରଶାସନ

ଗୁମ୍ମା,୧୪ା୪: ଗଜପତି ଜିଲାରେ ଏଯାବତ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସତର୍କତାମୂଳକ ପଦକ୍ଷେପ…

ଏଆଇଏଫ୍‌ଏଫ୍‌ର ଅନ୍‌ଲାଇନ୍‌ ସେମିନାର

ନୂଆଦିଲ୍ଲୀ,୧୪।୪ (ପି.ଟି.): କୋଭିଡ୍‌-୧୯ କାରଣରୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ଏକ ନୂଆ ପଦକ୍ଷେପ ନେଇଛି। ଏଆଇଏଫ୍‌ଏଫ୍‌…