ଅସୁସ୍ଥ ହାତୀକୁ ଟ୍ରାଙ୍କୁଲାଇଜ

ଛେଣ୍ଡିପଦା,୧୪ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଜରପଡା ଓ ଅନୁଗୋଳ ବନାଞ୍ଚଳର ସୀମାନ୍ତ ରେଞ୍ଜ ଅଞ୍ଚଳରେ ଅସୁସ୍ଥ ହୋଇ ବୁଲୁଥିବା ଏକ ମାଈ ହାତୀକୁ ସୋମବାର ବନ ବିଭାଗ ପକ୍ଷରୁ…

କୋଭିଡ୍‌ ନିୟମ ଉଲ୍ଲଂଘନ: ମାସ୍କ ନ ପିନ୍ଧିବାରୁ ୧୩ଜଣଙ୍କଠାରୁ ୨୬୦୦ ଫାଇନ ଆଦାୟ

ଜି. ଉଦୟଗିରି, ୧୪।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ପୋଲିସ ପକ୍ଷରୁ କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଫାଇନ୍‌ ଆଦାୟ କରାଯାଉଛି। ମଙ୍ଗଳବାର ୧୩ ଜଣ ବ୍ୟକ୍ତି ମାସ୍କ ନ…

କରିମଙ୍କ ତୃତୀୟ ରିପୋର୍ଟ କରୋନା ପଜିଟିଭ୍‌: ଚିନ୍ତାରେ ପରିବାରଲୋକେ

ମୁମ୍ବାଇ,୧୪।୪: ସାରା ଦେଶରେ କରୋନା ଭାଇରସ୍‌ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ…

ବଦଳିଲା ମୋଦିଙ୍କ ସୋସିଆଲ ମିଡିଆ ପ୍ରୋଫାଇଲ ଫଟୋ

ନୂଆଦିଲ୍ଲୀ,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟର ପ୍ରୋଫାଇଲ ଫଟୋକୁ ବଦଳାଇ ଦେଇଥିବା ଦେଖାଯାଇଛି। କରୋନା ସଂକ୍ରମଣ ଯୋଗୁ ଦେଶରେ ଚାଲିଥିବା ୨୧…

ବିବାହର ୧୮ ଦିନ ପରେ ବି ବିଦା ହୋଇପାରୁନି ଝିଅ

ଅଲିଗଡ,୧୪।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁ ଲୋକଙ୍କୁ ବିଭିନ୍ନ…

କରୋନା ମୁକାବିଲା: ଘରକୁ ଯାଇ ୩୨.୩୬ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଜିଲା ପ୍ରଶାସନ ପକ୍ଷରୁ ଗଠିତ ଟିମ୍‌…

କରୋନା ସହାୟତା: ମହାବୀର ରେସିଡେନ୍ସି ପରିବାର ପକ୍ଷରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୧ ହଜାର ଲେଖାଏ ପ୍ରଦାନ

କଣ୍ଟାବାଞ୍ଜି, ୧୪।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ଥିବା ଡୁମେରଚୁଆଁ ରୋଡସ୍ଥିତ ମହାବୀର ରେସିଡେନ୍ସି ପରିବାର ତରଫରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌କୁ ୧୧ ହଜାର ଏବଂ ମୁଖ୍ୟମନ୍ତ୍ରୀ…

ମୋଦିଙ୍କ ସାତମନ୍ତ୍ରର ସପ୍ତପଦୀ: ଉଷୁମ ପାଣି-ହର୍ବାଲ ଚା କାଢ଼ା ପିଇବାକୁ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି…

ଲକ୍‌ଡାଉନ: ମେ’ ୩ ପଛରେ କ’ଣ ରହିଛି ଗଣିତ

ନୂଆଦିଲ୍ଲୀ,୧୪।୪: ସାରା ବିଶ୍ୱର ମୁଣ୍ଡ ବିଗାଡିଛି କରୋନା ଭାଇରସ। ସାରା ବିଶ୍ୱରେ ଦିନକୁ ଏହା ହଜାର ହଜାର ସଂଖ୍ୟାରେ ମୁଣ୍ଡ ନେଉଥିବା ବେଳେ ହଜାର ହଜାର ସଂକ୍ରମିତଙ୍କୁ…

ଲକ୍‌ଡାଉନ୍‌କୁ ଭୟ ନାହିଁ, ଦେଶରେ ମହଜୁଦ୍‌ ରହିଛି ଖାଦ୍ୟ-ଔଷଧ-ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ: ଅମିତ ଶାହା

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…