ଅଗ୍ନିକାଣ୍ଡରେ ୨ ବଖରା ଜଳିଗଲା

ନିମାପଡା,୧୪ା୪(ଡି.ଏନ.ଏ.): ନିମାପଡା ଥାନା ଅନ୍ତର୍ଗତ ହରିଶପୁର ନିକଟସ୍ଥ ଚିଙ୍ଗୁଡିଆକଣ୍ଟା ଗାଁରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡରେ ୨ ବଖରା ପୋଡି ଯାଇଛି। ଏଥିରେ ଗୃହକର୍ତ୍ତା କାର୍ତ୍ତିକେଶ୍ୱର ବେହେରାଙ୍କ…

ଭକ୍ତଙ୍କ ବିନା ହେଲା ପୂଜାର୍ଚ୍ଚନା

ପୁରୀ ଅଫିସ,୧୪ା୪: ଶ୍ରୀକ୍ଷେତ୍ରରେ ପାଳିତ ହୋଇଯାଇଛି ପବିତ୍ର ମହାବୀର ଜୟନ୍ତୀ ତଥା ମହାବିଷୁବ ସଂକ୍ରାନ୍ତି। ଓଡ଼ିଆ ନବବର୍ଷକୁ ସ୍ବାଗତ କାର୍ଯ୍ୟକ୍ରମ ଚଳିତବର୍ଷ ଫିକା ପଡ଼ିିଥିଲା। ସବୁ ମନ୍ଦିରରେ…

ଆଜିଠୁ ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ଏହି କାର୍ଯ୍ୟ ହାତକୁ ନିଆଯାଇଥିବା…

ଶ୍ରୀଲିଙ୍ଗରାଜ ମାର୍କେଟରେ ସାମାଜିକ ଦୂରତ୍ୱ ଅମାନ୍ୟ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବାକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଲୋକଙ୍କୁ ସଚେତନ କରିବାରେ ଲାଗିପଡିଛି। ହେଲେ ହାଟଗୁଡିକରେ ସାମାଜିକ ଦୂରତ୍ୱକୁ ବ୍ୟବସାୟୀ ଓ ଲୋକେ ଅମାନ୍ୟ…

କରୋନା ପାଇଁ କମିଲା ବିଏମ୍‌ସିର ରାଜସ୍ବ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ରାଜସ୍ବ ଆଦାୟ ଲକ୍ଷ୍ୟ ଅପେକ୍ଷାକୃତ ହ୍ରାସ ପାଇଛି। ବିଏମ୍‌ସି ୨୦୧୯-୨୦ ଆର୍ଥିକ ବର୍ଷ ଶେଷ…

ହାତୀ ଆକ୍ରମଣରେ ବୃଦ୍ଧଙ୍କ ଜୀବନଗଲା

କେନ୍ଦୁଝର,୧୪ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଇଯୋଡ଼ା ଗ୍ରାମରେ ସୋମବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୁଗୁନୁ ମୁଣ୍ଡା। ସେ…

ଦୋକାନୀ, ଗାଡ଼ି ଚାଳକଙ୍କଠାରୁ ଜରିମାନା ଆଦାୟ

ପଦ୍ମପୁର,୧୪ା୪(ଡି.ଏନ୍‌.ଏ.)- କରୋନା ମହାମାରୀ ପାଇଁ ଓଡ଼ିଶାରେ ଲକ୍‌ ଡାଉନ ଘୋଷଣା ହୋଇଛି। ଏହି ପରିସ୍ଥିତିରେ କେତେକ ଅସାଧୁ ବ୍ୟବସାୟୀ ଚଢା ଦାମ୍‌ରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକ୍ରି କରୁଥିବା…

ସୁରକ୍ଷା ପ୍ରସଙ୍ଗ ଉଠାଇଲା ପୋଲିସ ମହାସଂଘ

ଭଦ୍ରକ ଅଫିସ, ୧୪ା୪- କରୋନା ଲାଗି ସମଗ୍ର ଦେଶରେ ଏବେ ଲକ୍‌ ଡାଉନ ଜାରି ରହିଛି। ଲକ୍‌ ଡାଉନ କଟକଣାକୁ କଡ଼ାକଡ଼ି ବଳବତ୍ତର ରଖିବାକୁ ପୋଲିସ ବିଭାଗ…

ସଚେତନତା ପାଇଁ ମାସ୍କ ବଣ୍ଟନ

ଚିତ୍ରଡା,୧୪ା୪(ଡି.ଏନ୍‌.ଏ.)- କରୋନା ସଚେତନତା ପାଇଁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଚିତ୍ରଡା ପଞ୍ଚାୟତ ଅଧୀନ ଡିମୁରଡିହା ଗ୍ରାମର ତନୁ ମହାନ୍ତ ଲୋକଙ୍କୁ ମାଗଣାରେ ମାସ୍କ ବାଣ୍ଟି ଅନ୍ୟମାନଙ୍କ…

କରୋନା ପ୍ରଭାବ: ଶୂନଶାନ ବାରିପଦା ଛଉପଡ଼ିଆ

ବାରିପଦା ଅଫିସ, ୧୪ା୪- ଚୈତ୍ର ମାସ ଆସିଲେ ଦୁଲୁକି ଉଠେ ମୟୂରଭଞ୍ଜ ମାଟି। ବିଶ୍ୱ ପ୍ରସିଦ୍ଧ ଲୋକନୃତ୍ୟ ଛଉର ତାଳ ତାଳେ ବାଦ୍ୟକାର ଏବଂ ନୃତ୍ୟଶିଳ୍ପୀମାନେ ସାରା…