୪୭୦ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୧୪।୪: ସୋମବାର ଭାରତୀୟ ଶେୟାର ବଜାରରେ କାରବାର ପ୍ରଭାବିତ ସ୍ଥିତିରେ ରହିଛି। ଏହି ସମୟରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ କାରବାର ୪୭୦ ପଏଣ୍ଟ ଖସିଥିବା ବେଳେ ନ୍ୟାଶନାଲ…

ସହାୟତା ୩ ଗୁଣକୁ ବଢ଼ାଇଲା ଏଡିବି

ନୂଆଦିଲ୍ଲୀ,୧୪।୪: ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) କୋଭିଡ୍‌-୧୯ ଲଢ଼େଇରେ ଯୋଗଦାନକୁ ଜୋର୍‌ଦାର କରିଛି। ଏହି ବ୍ୟାଙ୍କ ଏହାର ସଦସ୍ୟ ରାଷ୍ଟ୍ରଙ୍କୁ ପ୍ରଦାନ କରିଥିବା ପ୍ୟାକେଜକୁ ୩ ଗୁଣକୁ…

ଖୁଚୁରା ମୁଦ୍ରାସ୍ଫୀତି ୫.୯୧%

ନୂଆଦିଲ୍ଲୀ,୧୪।୪: ଚଳିତ ବର୍ଷ ମାର୍ଚ୍ଚରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ୫.୯୧% ହ୍ରାସ ଘଟିଛି। ଖାଦ୍ୟ ସାମଗ୍ରୀ ଦର କମିବାରୁ ଯୋଗୁ ଏଭଳି ସ୍ଥିତି ଉପୁଜିଥିବାରୁ ମୁଦ୍ରାସ୍ଫୀତି ବଢିଛି…

ପାସେଞ୍ଜର ଯାନ ବିକ୍ରି ୫୧% କମିଲା

ନୂଆଦିଲ୍ଲୀ,୧୪।୪: ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ ପାଇଁ ପାସେଞ୍ଜର ଯାନ ବିକ୍ରି ୫୧% କମିଛି। ସଂକ୍ରମଣ ଭୟରେ ଲୋକମାନେ ଏବେ ଘରୁ ବାହାରକୁ ବାହାରୁ ନାହାନ୍ତି।…

ଶେଷ ହେଲା ଅଏଲ ପ୍ରାଇସ୍‌ ଓ୍ବାର

ନୂଆଦିଲ୍ଲୀ,୧୪।୪: ଗତ କିଛିଦିନ ଧରି ଲାଗି ରହିଥିବା ଅଏଲ ପ୍ରାଇସ୍‌ ଓ୍ବାର ବା ଇନ୍ଧନ ମୂଲ୍ୟ ଜନିତ ଯୁଦ୍ଧର ଅନ୍ତ ଘଟିଛି। ବିଶ୍ୱର ପ୍ରମୁଖ ତୈଳ ଉତ୍ପାଦନକାରୀ…

ଯେକୌଣସି ପଦକ୍ଷେପ ନେବାକୁ ପ୍ରସ୍ତୁତ: ଶକ୍ତିକାନ୍ତ

ମୁମ୍ବାଇ,୧୪।୪: ବର୍ତ୍ତମାନର କୋଭିଡ୍‌-୧୯ ଯୋଗୁ ଉପୁଜିଥିବା ଚ୍ୟାଲେଞ୍ଜିଂ ସ୍ଥିତିକୁ ସାମ୍ନା କରିବା ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ଯେକୌଣସି ପଦକ୍ଷେପ ନେବାକୁ ପ୍ରସ୍ତୁତ ରହିଛି। ଦେଶର ଅଭିବୃଦ୍ଧିକୁ ଫେରାଇ…

୮ ଲକ୍ଷ କୋଟି କ୍ଷତି ସହିପାରେ ଭାରତ

ନୂଆଦିଲ୍ଲୀ,୧୪।୪: କୋଭିଡ୍‌-୧୯ ଲାଗି ସାରା ବିଶ୍ୱକୁ ଏବେ ଲକ୍‌ଡାଉନ ଘୋଷଣା କରାଯାଇଛି। କେତେକ ରାଷ୍ଟ୍ର ଏହାକୁ କଡ଼ାକଡ଼ି କରିଥିବା ବେଳେ ଆଉ କିଛି ରାଷ୍ଟ୍ର ନୂଆ କରି…

ଡେଙ୍ଗୁରା ପିଟି ଚେତାବନୀ

ଅନୁଗୋଳ ଅଫିସ, ୧୪।୪-ଗଁ।କୁ ବାହାର ଲୋକ ଆସିଲେ ସ୍କୁଲ ଘରେ ହୋଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ହେବ। ନଚେତ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯିବ…

ଅସହାୟଙ୍କ ଦୁଃଖ ବୁଝିଲେ ଜିଲାପାଳ

ଅନୁଗୋଳ ଅଫିସ, ୧୪।୪ କରୋନା କଟକଣା ପାଇଁ ସୋମବାର ଓଡ଼ିଆ ନବବର୍ଷ ସାଙ୍ଗକୁ ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଫିକା ପଡ଼ିଯାଇଛି। ଓଡ଼ିଆ ଘରର ଏହି…

କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କଲେ ଶିଳ୍ପୀ

ଛେଣ୍ଡିପଦା,୧୪।୪(ସ୍ବ.ପ୍ର.)- କରୋନା ଯୋଦ୍ଧା ସାଜିଥିବା ରାଜ୍ୟ ପୋଲିସର ମନୋବଳ ବୃଦ୍ଧି ପାଇଁ ଛେଣ୍ଡିପଦା ବ୍ଲକ ଖମାର ଗ୍ରାମର ଶିଳ୍ପୀ ବୀରବର ବେହେରା ଓଡ଼ିଶା ପୋଲିସର ଏକ ଲୋଗୋ…