୨୪ ଘଣ୍ଟାରେ ୯୦୯ ନୂଆ ରୋଗୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ଅତିକ୍ରମ କଲା

ନୂଆଦିଲ୍ଲୀ,୧୨।୪: ସରି ସରି ଆସୁଛି ଲକ୍‌ଡାଉନ ଅବଧି। ହେଲେ ଦେଶରେ ଥମୁନାହିଁ କରୋନା ସଂକ୍ରମିତଙ୍କ ସଂଖ୍ୟା। ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ…

ମାଗଣାରେ ମାସ୍କ ବଣ୍ଟନ, ସାମାଜିକ ଦୂରତା ରକ୍ଷା ପାଇଁ କଲେ ସଚେତନ

ଭଟଲି,୧୨ା୪(ଡି.ଏନ୍‌.ଏ.) : ଦିନକୁଦିନ କରୋନା ଭୟାବହତା ରାଜ୍ୟରେ ବଢ଼ିଚାଲିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଗତ ୯ତାରିଖରୁ ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ପାଇଁ ବାଧ୍ୟ…

କେନ୍ଦ୍ରାପଡ଼ାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ: ରାଜନଗର ଅଞ୍ଚଳର ଦୁଇ ଗ୍ରାମକୁ ସିଲ୍‌ କଲା ପ୍ରଶାସନ, ସଂଗରୋଧ ଗୃହରେ ଆକ୍ରାନ୍ତଙ୍କ ପରିବାରର ସଦସ୍ୟ

କେନ୍ଦ୍ରାପଡା ଅଫିସ/ ରାଜନଗର (ଡି.ଏନ୍‌.ଏ.), ୧୨।୪: କେନ୍ଦ୍ରାପଡା ଜିଲାର ଦ୍ୱିତୀୟ କରୋନା ପଜିଟିଭ୍‌ ଶନିବାର ଚିହ୍ନଟ ହୋଇଛନ୍ତି। ରାଜନଗର ଅଞ୍ଚଳର ଏହି ମହିଳାଙ୍କୁ ଜିଲା ପ୍ରଶାସନ ସହାୟତାରେ…

ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ଭାଇ

ପାଟଣା,୧୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଝହ୍ନେଇପଶି ଗ୍ରାମର ନାଳ ନିକଟରେ ଥିବା ଆକାଶିଆ ଜଙ୍ଗଲରୁ ଶନିବାର ସକାଳୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ଗଞ୍ଜାମରେ ଡିଜିପି: ଲୋକଙ୍କ ଆସ୍ଥାଭାଜନ ହେବାକୁ ଦେଲେ ପରାମର୍ଶ

ଛତ୍ରପୁର,୧୨ା୪(ଡି.ଏନ୍‌.ଏ.): ରାଜ୍ୟ ପୋଲିସ ଡିଜି ଅଭୟ ରବିବାର ଗଞ୍ଜାମ ଜିଲାକୁ ଆସି ବିଭିନ୍ନ ଥାନା ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। କରୋନା ସଂକ୍ରମଣ ମୁକାବିଲା ପାଇଁ…

ବନ୍ଧାଗୁଡ଼ାରେ ଉପଖଣ୍ଡ ପୋଲିସ ଅଧିକାରୀ, ତହସିଲଦାରଙ୍କ ରାତିଅଧିଆ ଚଢ଼ାଉ

ଶେରଗଡ଼,୧୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଅଞ୍ଚଳରେ କରୋନା ସଚେତନତା ସୃଷ୍ଟି କରିବାକୁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏପରିକି ସାମାଜିକ ଦୂରତ୍ୱ ଉଲ୍ଲଂଘନ ହେବା…

୩୩୨ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି ଶେଷ: ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା

ଲୋଇସିଂହା,୧୨ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ବ୍ଲକକୁ ରାଜ୍ୟ ବାହାରୁ ୩୩୫ ଜଣ ଘରକୁ ଫେରିଛନ୍ତି। ସେମାନେ ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରକୁ…

ଲୋକଙ୍କୁ ମାଗଣାରେ ମାସ୍କ ଯୋଗାଇ ଦେବାକୁ ପ୍ରସ୍ତୁତି କାର୍ଯ୍ୟରେ ଲାଗିଛନ୍ତି ଯୁବକ

ରାଇସୁଆଁ,୧୨ା୪(ଡି.ଏନ୍‌.ଏ.): ସରକାରୀସ୍ତରରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ମାସ୍କ ପିନ୍ଧିଲେ ଏହି ସଂକ୍ରମଣକୁ ରୋକିହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ତେଣୁ…

ଏମାନେ ବି କରୋନା ଯୋଦ୍ଧା

କରୋନା ଲଢେଇରେ କେବଳ ପ୍ରଶାସନ ନୁହେଁ ବ୍ୟକ୍ତିଗତ ସ୍ତରରେ ମଧ୍ୟ ଅଧିକାଂଶ ନିଜର ସାଧ୍ୟମତେ କାମ କରିଚାଲିଛନ୍ତି। ତେବେ ଏହି ମୁକାବିଲା ପାଇଁ ଆଗେଇ ଆସିଥିବା କିଛି…

କେତେ ସଫଳ ହେବ ଆଣ୍ଟିବଡି ପରୀକ୍ଷା

ଓ୍ବାଶିଂଟନ,୧୨।୪: କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଅଧିକାଂଶ ଦେଶ ଲକ୍‌ଡାଉନ ରହିଛି। କେବେ ଜୀବନଯାତ୍ରା ସ୍ବାଭାବିକ ହେବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କରୋନା ଦ୍ୱାରା ସର୍ବାଧିକ…