ଇନ୍ଦୋର କରୋନା ସଂକ୍ରମଣର ହଟ୍‌ସ୍ପଟ

ଇନ୍ଦୋର,୧୨।୪: ବାଣିଜି୍ୟକ, ସାମାଜିକ-ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସର୍ବଦା ଜଡ଼ିତ ରହିଆସିଥିବା ଇନ୍ଦୋର ସହର ମଧ୍ୟପ୍ରଦେଶରେ କରୋନା ସଂକ୍ରମଣର ହଟ୍‌ସ୍ପଟ ପାଲଟିଛି। ରାଜ୍ୟରେ ମୋଟ ୩୬ କରୋନା ମୃତକଙ୍କ…

ଆମେରିକାରେ ୪୦ ଭାରତୀୟଙ୍କ ମୃତ୍ୟୁ ହେଲାଣି

ଓ୍ବାଶିଂଟନ,୧୨।୪: ଆମେରିକା କୋଭିଡ୍‌-୧୯ ସଂକ୍ରମଣର ବିଶ୍ୱ ହଟ୍‌ସ୍ପଟରେ ପରିଣତ ହୋଇଛି। ଏଠାରେ କରୋନା ସଂକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ଭାରତୀୟ ନାଗରିକ ତଥା ଭାରତୀୟ-ଆମେରିକୀୟଙ୍କର ମୃତ୍ୟୁ ଘଟିଲାଣି। ଏହି…

ଘରକୁ ଫେରିପାରୁ ନ ଥିଲେ ୩ ସନ୍ତାନ ଜନ୍ମ ଦେଇଥିବା ପ୍ରସୂତୀ: ମହିଳାଙ୍କୁ ସହଯୋଗର ହାତ ବଢାଇଲେ ପ୍ରଭାତ

କଟକ ଅଫିସ,୧୨।୪: ଏସ୍‌ସିବି ମେଡିିକାଲରୁ ଡିସଚାର୍ଜ ହୋଇଥିଲେ ମଧ୍ୟ ଘରକୁ ଫେରି ପାରୁ ନ ଥିବା ଜଣେ ମହିଳାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ପୂର୍ବତନ ବିଧାୟକ ପ୍ରଭାତ…

ଭେଣ୍ଟିଲେଟର ଯୋଗାଣ ବିଳମ୍ବରୁ ଚାଇନାରେ ବଢ଼ିଥିଲା ମୃତ୍ୟୁସଂଖ୍ୟା

ବେଜିଂ,୧୨।୪(ପି.ଟି.): ଚାଇନାରେ ଉପଯୁକ୍ତ ସମୟରେ ଯଥେଷ୍ଟ ଭେଣ୍ଟିଲେଟର ଯୋଗାଣ ହୋଇଥିଲେ କରୋନାଜନିତ ମୃତ୍ୟୁସଂଖ୍ୟାକୁ ହ୍ରାସ କରାଯାଇ ପାରିଥାନ୍ତା ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ସେଠାରେ କରୋନାରେ ଯେତିକି…

ଲକ୍‌ଡାଉନ୍‌ ପ୍ରଭାବ: କ୍ଷତି ସହୁଛନ୍ତି ପରିବା ଚାଷୀ

କଟକ ଅଫିସ୍‌,୧୨।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ତରଫରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଜନଜୀବନ ଉପରେ…

ପଶ୍ଚିମବଙ୍ଗରେ ଲକ୍‌ଡାଉନ ଉଲ୍ଲଂଘନ

ନୂଆଦିଲ୍ଲୀ,୧୨।୪(ପି.ଟି.): ପଶ୍ଚିମବଙ୍ଗରେ ଲକ୍‌ଡାଉନ କଟକଣା ଧୀରେ ଧୀରେ କୋହଳ ହେଉଥିବା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପ୍ରତିବାଦ ଜଣାଇଛି। ଅଣଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ଲାଗି ସେଠାରେ ଅନୁମତି…

ଜୋମାଟୋରୁ ଖାଦ୍ୟ ଅର୍ଡର କରି ଗାଳି ଶୁଣିଲେ ଡାକ୍ତର, ଥାନାରେ ଏତଲା

ଭୁବନେଶ୍ୱର,୧୨।୪ (ବ୍ୟୁରୋ): କରୋନା ଲଢ଼େଇ ପାଇଁ ସମସ୍ତେ ଅଣ୍ଟା ଭିଡିଛନ୍ତି। ବିଶେଷକରି ଏହି ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ। ସେମାନଙ୍କୁ…

ଲକ୍‌ଡାଉନ ହୋଇ ନ ଥିଲେ ୮.୨ ଲକ୍ଷରେ ପହଞ୍ଚିଥାଆନ୍ତା ସଂକ୍ରମଣ

ନୂଆଦିଲ୍ଲୀ,୧୨।୪(ଆଇଏଏନ୍‌ଏସ୍‌): ଲକ୍‌ଡାଉନ ଓ ଅନ୍ୟାନ୍ୟ ପ୍ରତିକାରମୂଳକ ପଦକ୍ଷେପ ଯୋଗୁ ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ କମ୍‌ ରହିଛି। ତାହା ହୋଇ ନ ଥିଲେ ଏପ୍ରିଲ ୧୫…

ମହାରାଷ୍ଟ୍ର, କର୍ନାଟକରେ ବଢ଼ିଲା ଲକ୍‌ଡାଉନ

ମୁମ୍ବାଇ/ ବେଙ୍ଗାଲୁରୁ, ୧୨।୪: ମହାରାଷ୍ଟ୍ର ଓ କର୍ନାଟକରେ ଲକ୍‌ଡାଉନ୍‌ ସମୟ ସୀମା ବୃଦ୍ଧି କରାଯାଇଛି। ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେ ସରକାର ଲକ୍‌ଡାଉନ ସମୟସୀମା ଏପ୍ରିଲ ୩୦ ପର୍ଯ୍ୟନ୍ତ…

ଆଖି ବୁଜିଲେଣି ୨୬୩ ଆକ୍ରାନ୍ତ

ନୂଆଦିଲ୍ଲୀ,୧୨।୪: ଭାରତରେ ସ୍ଥିତି ଜଟିଳ ହେବାରେ ଲାଗିଛି। ଲକ୍‌ଡାଉନ୍‌ ସତ୍ତ୍ୱେ କରୋନା ଭୂତାଣୁକୁ ରୋକାଯାଇପାରୁନି। ସଂକ୍ରମଣର ମାତ୍ରା ବଢ଼ି ବଢ଼ି ଚାଲିଛି। ଶନିବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ…