ତାସ୍‌ ନ ଖେଳିବାକୁ ବାଗ୍‌ଚୀଙ୍କ ପରାମର୍ଶ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ହେଉଛି ବଡ଼ ଅସ୍ତ୍ର। ରାଜ୍ୟ ସରକାର ବାରମ୍ବାର ଏହାକୁ ଗୁରୁତ୍ୱ ଦେଉଥିବାବେଳେ ଅନେକ ପାଳନ କରୁନାହାନ୍ତି।…

ଓଡ଼ିଶାରେ ଯୁବ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ସାରା ବିଶ୍ୱରେ ୬୦ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ କରୋନା ଅଧିକ ସଂକ୍ରମିତ ହେଉଛି। କିନ୍ତୁ ଓଡ଼ିଶାରେ ମାତ୍ର ୮% ଅର୍ଥାତ ୪ଜଣ ଆକ୍ରାନ୍ତ ୬୦ବର୍ଷରୁ…

ବିନା ଲକ୍ଷଣରେ ବି ରହିପାରେ ଭୂତାଣୁ: ୩୫ ଆକ୍ରାନ୍ତ ପାଖରେ ଦେଖାଯାଉନି ସାଧାରଣ ଲକ୍ଷଣ; ଲକ୍‌ଡାଉନ୍‌ ପାଇଁ ମିଳିଛି ସଫଳତା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏହାକୁ ନେଇ ଚିନ୍ତା ବଢ଼ିଥିଲେ ମଧ୍ୟ ଇତିମଧ୍ୟରେ ୧ ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ…

ପୁନଃ ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ: କ୍ରିଟିକାଲ ବିଭାଗରେ ୫୦%, ପାର୍ସିଆଲି କ୍ରିଟିକାଲ ବିଭାଗରେ ୧୦% କର୍ମଚାରୀ କାର୍ଯ୍ୟାଳୟ ଆସିବେ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିଛନ୍ତି। ପୂର୍ବରୁ ସମସ୍ତ ବିଭାଗକୁ ୩ଟି ବର୍ଗ(କ୍ରିଟିକାଲ, ପାର୍ସିଆଲି କ୍ରିଟିକାଲ…

ହିତାଧିକାରୀଙ୍କୁ ମାଗଣାରେ ଡାଲି, ଚାଉଳ ସହାୟତା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଓଡ଼ିଶା ସମେତ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟ…

ମାଛ ଉପରୁ ହଟିଲା ଲକ୍‌ଡାଉନ କଟକଣା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣ ଆଶଙ୍କାକୁ ଦେଖି କେନ୍ଦ୍ର ସରକାର ସମଗ୍ର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି। ଏଥିଯୋଗୁ ମତ୍ସ୍ୟ ଉତ୍ପାଦନ ଓ ବ୍ୟବସାୟ ଗଭୀର ଭାବେ ପ୍ରଭାବିତ…

ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ପରାମର୍ଶ: ୩୦ ଯାଏ ଜାରି ରହୁ ଲକ୍‌ଡାଉନ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଅନୁପାଳନ ହେବା ଆବଶ୍ୟକ। ଏଥିପାଇଁ ଲକ୍‌ଡାଉନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେଣୁ କରୋନା ଭୂତାଣୁ ସଂକ୍ରମଣ…

‘ଊର୍ଜା ଚାହିଦାର କେନ୍ଦ୍ରବିନ୍ଦୁ ହୋଇ ରହିବ ଭାରତ’

ନୂଆଦିଲ୍ଲୀ,୧୨।୪: ଭାରତ ପୂର୍ବଭଳି ବିଶ୍ୱ ଊର୍ଜା ଚାହିଦାର କେନ୍ଦ୍ରବିନ୍ଦୁ ହୋଇ ରହିବ। କରୋନା ପରବର୍ତ୍ତୀ ସମୟରେ ମଧ୍ୟ ଊର୍ଜା ଚାହିଦା କ୍ଷେତ୍ରରେ ଭାରତ ଏହାର ପ୍ରମୁଖ ସ୍ଥାନ…

ନିରନ୍ତର ଏଲ୍‌ପିଜି ଯୋଗାଣ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧୨।୪: ବର୍ତ୍ତମାନର ଲକ୍‌ଡାଉନ ସମୟରେ ଲୋକଙ୍କ ନିକଟରେ ନିରନ୍ତର ଏଲ୍‌ପିଜି ଯୋଗାଣ ଦିଗରେ ଦେଶର ତୈଳ ବିପଣନ କମ୍ପାନୀଗୁଡ଼ିକ ଫୋକସ ରଖିଛନ୍ତି। ରାଜ୍ୟ ସରକାର ଓ ସ୍ଥାନୀୟ…

ନାଲ୍‌କୋ ସହାୟତାରେ ସ୍ବତନ୍ତ୍ର କୋଭିଡ୍‌-୧୯ ହସ୍ପିଟାଲ

ଭୁବନେଶ୍ୱର,୧୨।୪: ନାଲ୍‌କୋ ପକ୍ଷରୁ ନବରଙ୍ଗପୁରଠାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ୍‌-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏହି ପରିପ୍ରେକ୍ଷୀରେ ଜିଲା ପ୍ରଶାସନ, ଖ୍ରୀଷ୍ଟିଆନ ହସ୍ପିଟାଲ ଏବଂ ନାଲ୍‌କୋ…