ପ୍ରିମିୟମ ଦେୟ ସମୟସୀମା କୋହଳକଲା ଏଲ୍‌ଆଇସି

ଭୁବନେଶ୍ୱର,୧୨।୪: କରୋନା ପାଇଁ ଲୋକମାନେ ଏବେ ବିଭିନ୍ନ ସମସ୍ୟାର ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏଲ୍‌ଆଇସି) ପକ୍ଷରୁ ବିଭିନ୍ନ ପଦକ୍ଷେପ…

ଆବଶ୍ୟକ ସାମଗ୍ରୀ ପରିବହନରେ ରେଲଓ୍ବେ

ଭୁବନେଶ୍ୱର,୧୨।୪: ଲକ୍‌ଡାଉନ ସ୍ଥିତିରେ ଆବଶ୍ୟକ ସାମଗ୍ରୀ ପରିବହନ ଲାଗି ରେଲଓ୍ବେ ପକ୍ଷରୁ ନିରନ୍ତର ସେବା ଯୋଗାଣ ହେଉଛି। ଶନିବାର ସକାଳୁ ବିଶାଖାପାଟଣା ରେଳଷ୍ଟେଶନରୁ ସ୍ବତନ୍ତ୍ର ପାର୍ସଲ ଏକ୍ସପ୍ରେସ…

ସଙ୍ଗରୋଧରୁ ଘରକୁ ଗଲେ ୩୬ ସଂଖ୍ୟାଲଘୁ

ଅନୁଗୋଳ ଅଫିସ, ୧୨।୪ - ଦିଲ୍ଲୀର ନିଜାମୁଦ୍ଦିନ୍‌ ମରକଜ ଧର୍ମଗୁରୁମାନଙ୍କ ସଂସ୍ପର୍ଶରେ ଆସି କ୍ୱାରାଣ୍ଟାଇନ୍‌ ବା ସଙ୍ଗରୋଧରେ ଥିବା ଅନୁଗୋଳ ଜିଲାର ୩୬ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକଙ୍କୁ…

ଗରିବଙ୍କୁ ୨୮ ହଜାର କୋଟିର ସହାୟତା

ନୂଆଦିଲ୍ଲୀ,୧୨।୪: କୋଭିଡ୍‌-୧୯ ଯୋଗୁ ସାରା ଦେଶରେ ଉପୁଜିଥିବା ଲକ୍‌ଡାଉନ ସ୍ଥିତିରେ ଏବେ ଲୋକମାନେ ହଇରାଣ ହେଉଛନ୍ତି। ବିଶେଷକରି ଅଣସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକ ଏବଂ ଗରିବ…

କୋଭିଡ-୧୯ କକ୍ଷ ପରିଦର୍ଶନ

ତାଳଚେର/ଅନୁଗୋଳ ଅଫିସ,୧୨ା୪(ନି.ପ୍ର.) - ତାଳଚେରସ୍ଥିତ ଏମ୍‌ସିଏଲ୍‌ର ନେହେରୁ ଶତାବ୍ଦୀ ସେଣ୍ଟ୍ରାଲ ହସ୍ପିଟାଲର କୋଭିଡ-୧୯ କକ୍ଷକୁ ଭୁବନେଶ୍ୱର ସମ୍‌ ହସ୍ପିଟାଲର ଏକ ଟିମ୍‌ ଶନିବାର ପରିଦର୍ଶନ କରିଛନ୍ତି। ଏହାପରେ…

କରୋନା ବିଗାଡୁଛି ବେଉସା, ହାତବାନ୍ଧି ବସିଛନ୍ତି କୁମ୍ଭକାର

ନୂଆପଡା ଅଫିସ,୧୨ା୪- ଚାରିଆଡେ କରୋନା ଆତଙ୍କିତ କରି ରଖିଛି। ଏହାକୁ କିପରି ମୁକାବିଲା କରାଯାଇ ପାରିବ ସେଥିପାଇଁ ଉଭୟ ସରକାରୀ ଏବଂ ବେସରକାରୀସ୍ତରରେ ଯୁଦ୍ଧକାଳୀନ ଭିତ୍ତିରେ ଅଣ୍ଟା…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ୨୩୮

ଢେଙ୍କାନାଳ ଅଫିସ, ୧୨।୪ - ଢେଙ୍କାନାଳ ସହରର ଜଣେ ମହିଳାଙ୍କ ସ୍ବାବ୍‌ରୁ କରୋନା ଭୂତାଣୁ ଚିହ୍ନଟ ହେବା ପରେ ପୌରାଞ୍ଚଳରେ ଘର ଘର ବୁଲି ସ୍ବାସ୍ଥ୍ୟ ସର୍ଭେ…

କୋଭିଡ୍‌ ହେଲ୍ପ ଲାଇନ୍‌ରେ କାର୍ଯ୍ୟ କରୁଛନ୍ତି ଭିନିଥ୍‌

ନୂଆଦିଲ୍ଲୀ, ୧୨ା୪ (ପି.ଟି.)-କେରଳ ରାଜ୍ୟର ଲୋକପ୍ରିୟ ଫୁଟ୍‌ବଲର ସି.ଏସ୍‌, ଭିନିଥ୍‌ ସରକାରଙ୍କ ଏକ ହେଲ୍‌ପଲାଇନ୍‌ ସେଣ୍ଟରରେ ଯୋଗ ଦେଇଛନ୍ତି। କୋଭିଡ୍‌-୧୯ ମହାମାରୀ କିଭଳି ସାମ୍ନା କରିବାକୁ ହେବ…

ଏସ୍‌ଏଚ୍‌ଜି ବାଣ୍ଟିଲା ଶୁଖିଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୧୨।୪ - ଢେଙ୍କାନାଳ ସଦର ବ୍ଲକ ଗୋବିନ୍ଦପୁରର ମଝିସାହି ଶକ୍ତି ଓମ୍‌ ସାଇ ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି।…

ରୋଜଗାର ମାଗିଲେ ଯାଯାବର

(ଅଜିତ ଧଳ) ଛେଣ୍ଡିପଦା,୧୨ା୪ - ଲକ୍‌ଡାଉନ୍‌ ସମୟରେ ସରକାରୀ ସହାୟତା ନେବାକୁ ବହୁ ଥିଲାବାଲାଙ୍କ ହାତ ଲମ୍ବି ଆସୁଥିବା ବେଳେ ଖାଦ୍ୟ ସାମଗ୍ରୀ ଧରି ଘରଦୁଆରେ ପହଞ୍ଚିଥିବା…